Home

ପଞ୍ଜାବୀ ଭାଷାର ପ୍ରଥମ ନାରୀକବି ଅମୃତାଙ୍କ ୧୦୦ତମ ଜନ୍ମବାର୍ଷିକୀ: ଡୁଡଲ୍‌ କରି ମନେ ପକାଇଲା ଗୁଗଲ୍‌

ଲୋକପ୍ରିୟ ପଞ୍ଜାବୀ ଲେଖିକା ଅମୃତା ପ୍ରୀତମଙ୍କ ଶନିବାର ୧୦୦ତମ ଜନ୍ମବାର୍ଷିକୀ। ଏହି ଅବସରରେ ତାଙ୍କୁ ଡୁଡଲ୍‌ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଦେଇଛି ଗୁଗୁଲ। ୧୯୧୯ରେ ପଞ୍ଜାବର ଗୁଜରାଂବାଲା ଜିଲାରେ…

7 years ago

ଅଛେ ଦିନ୍‌ ଆଣିବାର ପ୍ରତିଶ୍ରୁତି ଦେଇ ମୋଦି ଅର୍ଥ ବ୍ୟବସ୍ଥାକୁ ସଙ୍କଟରେ ପକାଇଛନ୍ତି: ପ୍ରିୟଙ୍କା

ନୂଆଦିଲ୍ଲୀ,୩୧।୮: ଦେଶର ଆର୍ଥିକ ସ୍ଥିତି ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ଶନିବାର ଟୁଇଟ୍‌ କରି…

7 years ago

ନିର୍ଦ୍ଧାରିତ ସମୟ ମଧ୍ୟରେ ତିଆରି ହେବ କରତାରପୁର କରିଡର: ଶାହ

ନୂଆଦିଲ୍ଲୀ,୩୧।୮: ଶ୍ରୀ ଗୁରୁ ଗ୍ରନ୍ଥ ସାହିବ ପ୍ରଥମ ପ୍ରକାଶ ପର୍ବ ପାଳନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି ମୋଦି…

7 years ago

ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ପ୍ରକାଶ: ୧୯ ଲକ୍ଷ ୬ ହଜାର ୬ଶହ ୫୭ଙ୍କ ନାମ ନାହିଁ

ଗୁଆହାଟୀ,୩୧।୮: ଆସାମ ଏନ୍‌ଆର୍‌ସି ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇଛି। ତାଲିକାରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣଙ୍କୁ ସାମିଲ୍‌ କରାଯାଇଛି। ତେବେ…

7 years ago

ଓଡ଼ିଶା ଫେରିଲେ ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥ: ବିମାନବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା ଜଳ ସଂରକ୍ଷଣ ‘ଓ୍ବାଟର୍‌ ଟେକ୍ନୋଲୋଜି’ର ମୁଖ୍ୟ ବିଷୟ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରୁଷିଆର କାଜାନ୍‌ ସହରରେ ଅନୁଷ୍ଠିତ ୪୫ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ଜିତି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି ସି.ଭି. ରମଣ କଲେଜର ଛାତ୍ର ଅଶ୍ୱତ୍ଥ ନାରାୟଣ।…

7 years ago

ନନ୍ଦନକାନନକୁ ଆସିଲା ଉଦ୍ଧାର ବଜ୍ରକାପ୍ତା

ବାରଙ୍ଗ,୩୧ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଶୁକ୍ରବାର ଏକ ଉଦ୍ଧାର ହୋଇଥିବା ବଜ୍ରକାପ୍ତା ଆସିଛି। ଆଠଗଡ଼ ବଡମ୍ବା ରେଞ୍ଜ ତାଳଚନ୍ଦ୍ରଗିରି ଜଙ୍ଗଲରୁ ଖାରୋଡ ଗ୍ରାମକୁ ୩ବର୍ଷର ମାଈ ବଜ୍ରକାପ୍ତାଟି…

7 years ago

ଜାମିନ ସର୍ତ୍ତରେ କୋହଳ ଲାଗି ହାଇକୋର୍ଟରେ ସାରଥିଙ୍କ ଆବେଦନ

କଟକ ଅଫିସ, ୩୧ା୮: ପ୍ରାୟ ୪ ବର୍ଷ ଜେଲ୍‌ରେ ରହିବା ପରେ ସାରଥି ବାବା ଓରଫ ସନ୍ତୋଷ ରାଉଳ ଗତ ଜୁଲାଇ ୨୫ରେ ଜାମିନରେ ମୁକୁଳିଥିଲେ। ଏକାଧିକ…

7 years ago

ଭାରସାମ୍ୟ ହରାଇ ବିଲକୁ ଓଲଟି ପଡ଼ିଲା ବସ୍‌: ୨ ମୃତ, ୨୦ ଆହତ

ଖୋର୍ଦ୍ଧା ଅଫିସ, ୩୧ା୮: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ପୁବୁସାହି ନିକଟରେ ଶୁକ୍ରବାର ଅପରାହ୍ନ ୫ ଟା ୪୦ମିନିଟ୍‌ରେ ନାରାୟଣୀ ନାମକ ଘରୋଇ ବସ ଭାରସାମ୍ୟ…

7 years ago

ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ଠାକରେ ପରିବାରର ପ୍ରଥମ ସଦସ୍ୟ

ମୁମ୍ବାଇ,୩୧।୮: ମହାରାଷ୍ଟ୍ରର ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ଆଗାମୀ ବିଧାନ ସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ବିଶେଷ ସୂତ୍ରରୁ ମିଳିଥିବା…

7 years ago

୧୦ ଜିଲାରେ ହେବ ଇ-ଆଇସିୟୁ ବ୍ୟବସ୍ଥା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା ନିମନ୍ତେ ରାଜ୍ୟ ସରକାର ଇ-ଆଇସିୟୁ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଜିଲାସ୍ତରୀୟ ମୁଖ୍ୟ ଚିକିତ୍ସାଳୟରେ ପ୍ରତିଷ୍ଠିତ ଆଇସିୟୁଗୁଡ଼ିକୁ ଏହା ମାଧ୍ୟମରେ ଏସ୍‌ସିବି…

7 years ago