Home

ବେଲଗାମ ହେଲାଣି ନିଶା ଓଷଧ କାରବାର

ଯୋଡ଼ା,୩୧।୮(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ନିଶା ଓଷଧ କାରବାର ଅହେତୁକ ପରିମାଣରେ ବୃଦ୍ଧି ପାଇଛି ା ବାହାର ରାଜ୍ୟରୁ ଏହାକୁ ଆଣି ସହରରେ ବିକ୍ରୟ କରାଯାଉଛି…

7 years ago

ମୃତକଙ୍କ ନଁ।ରେ ଭତ୍ତା ଟଙ୍କା ହଡ଼ପ ଘଟଣା :ବ୍ଲକ ପ୍ରଶାସନ, ଜିଲା ସାକପମାଜିକ ସୁରକ୍ଷା ଅଧିକାରୀଙ୍କ ତଦନ୍ତ

ଦାରିଙ୍ଗବାଡ଼ି,୩୧।୮(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଘଟଣାର ବିଡିଓ ତ୍ରିଲୋଚନ ପାତ୍ର ଏବଂ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ…

7 years ago

ପିଏଫ୍‌ ଆକାଉଣ୍ଟରେ ମିଳିବ ୮.୬୫% ସୁଧ

ନୂଆଦିଲ୍ଲୀ,୩୧-୮: ଚାକିରିରତ କର୍ମଚାରୀଙ୍କ ପାଇଁ ଖୁସୀଖବର। ଭବିଷ୍ୟନିଧି ଆକାଉଣ୍ଟ(ପିଏଫ ଆକାଉଣ୍ଟ)ରେ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୮.୬୫% ସୁଧ ହାର ମିଳିବ। କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ…

7 years ago

୧୦୦ ଟଙ୍କିଆ ବାର୍ନିସ ନୋଟ୍‌ ଜାରି କରିବ ଆର୍‌ବିଆଇ

ମୁମ୍ବାଇ,୩୧-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ୧୦୦ ଟଙ୍କିଆ ନୂଆ ବାର୍ନିସ ନୋଟ୍‌ ଜାରି କରିବ। ଏହି ନୂଆ ନୋଟ୍‌ର ଗୁଣବତ୍ତା ପୂର୍ବାପେକ୍ଷା ଅଧିକ ରହିବ। ଏ…

7 years ago

ବ୍ୟାଙ୍କଗୁଡ଼ିକୁ ମିଳିବ ୫୫,୨୫୦ କୋଟି ପୁଞ୍ଜି

ନୂଆଦିଲ୍ଲୀ,୩୧-୮: କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରାମନ୍‌ ଶୁକ୍ରବାର ୧୦ ବ୍ୟାଙ୍କ ମିଶ୍ରଣ ହେବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଋଣ ଅଭିବୃଦ୍ଧି ତଥା ନିୟମକୀୟ ପାଳନ…

7 years ago

ଦୁଇ ଦିନ୍‌ ଉତାରୁ ନୂଅଁ।ଖାଇ:ଘର ସଜାବାରେ ସଭେ ବାଇ

ଘଣ୍ଟାପଡା, ୩୧।୮ (ଡି.ଏନ୍‌.ଏ.): ଦୁଇ ଦିନ୍‌ ଉତାରୁ ଗଁାଗଁଲିରୁ ସହର ତକ୍‌ ସବୁନେ ଜାକ୍‌ଜମକରେ ପାଲନ ହେବା ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ। ସେଥିରଲାଗି ଗଁାରୁ…

7 years ago

ଏକ୍‌ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍‌ କଠାରପାଲି ଗଁ।ବାସୀ

  ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍‌ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍‌ ସବୁଠାନେ ଲୋକ୍‌…

7 years ago

ଦୁଲୀପ ଟ୍ରଫି: ଇଣ୍ଡିଆ ଗ୍ରୀନ୍‌ର ବୃହତ୍‌ ସ୍କୋର

ବେଙ୍ଗାଲୁରୁ, ୩୧।୮(ପି.ଟି.)- ବେଙ୍ଗାଲୁରୁର ଅଲୁରସ୍ଥିତ କର୍ନାଟକ ଷ୍ଟେଟ୍‌ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ବିପକ୍ଷରେ ଇଣ୍ଡିଆ ଗ୍ରୀନ୍‌ ବୃହତ୍‌…

7 years ago

ଆଇଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍‌ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ୧୯୮୯ ବ୍ୟାଚ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ହେଲେ ଗ୍ରାମ୍ୟ ଉନ୍ନୟନ…

7 years ago

ୟୁଏସ୍‌ ଓପନ୍‌: ଶରନ- ହୁଗୋ ଆଉଟ୍‌

ନ୍ୟୁୟର୍କ, ୩୦।୮ (ପି.ଟି.)-ଭାରତର ଡିିଭିଜ ଶରନ ଓ ତାଙ୍କ ମୋନାକୋ ପାର୍ଟନର ହୁଗୋ ନିସ୍‌ ୟୁଏସ୍‌ ଓପନ୍‌ ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଛନ୍ତି। ପୁରୁଷ ଡବଲ୍ସ ଇଭେଣ୍ଟର…

7 years ago