Home

ବଂଶୀ ସ୍ବର ଶୁଣି ଅଧିକ କ୍ଷୀର ଦିଏ ଗାଈ: ଭାଜପା ବିଧାୟକ

ଗୁଆହାଟୀ, ୨୮।୮: ବଂଶୀ ସ୍ବର ଶୁଣିଲେ ଗାଈ ଅଧିକ କ୍ଷୀର ଦେବ। ଏ କଥା ମୁଁ ନୁହେଁ, ଗୁଜରାଟର ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଗବେଷଣା କରି ପ୍ରମାଣିତ…

7 years ago

ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ଯିବାକୁ ମିଳିଲା ଅନୁମତି: କଶ୍ମୀର ଛାତ୍ର ନିଜ ପରିବାରଙ୍କୁ ଭେଟିପାରିବେ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୮।୮: ସିପିଆଇଏମ୍‌ ନେତା ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ଯିବାକୁ ସୁପ୍ରିମ୍‌କୋର୍ଟ ବୁଧବାର ଅନୁମତି ଦେଇଛନ୍ତି। ୟେଚୁରୀ ବିଧାୟକ ଏମ୍‌.ଓ୍ବାଇ. ତରିଗାମିଙ୍କୁ ଭେଟିବା ଲାଗି ସର୍ବୋଚ୍ଚ ଅଦାଲତଙ୍କ ଅନୁମତି…

7 years ago

ଅନୁଚ୍ଛେଦ ୩୭୦ ଉଚ୍ଛେଦ: କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ; ଅକ୍ଟୋବରରେ ସମ୍ବିଧାନ ପୀଠରେ ହେବ ଶୁଣାଣି

ନୂଆଦିଲ୍ଲୀ,୨୮।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ମାମଲାରେ ସୁପ୍ରିମ୍‌କୋର୍ଟରେ ୧୪ଟି ଆବେଦନ ଦାଖଲ କରାଯାଇଥିଲା। ତେବେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବା ବନ୍ଦ ନେଇ ସର୍ବୋଚ୍ଚ ନ୍ୟାୟାଳୟ…

7 years ago

କରାଚୀ ଉପର ଦେଇ ଆକାଶ ମାର୍ଗକୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୨୮।୮: ପାକିସ୍ତାନ କରାଚୀ ଉପରେ ଦେଇ ୩ଟି ଅନ୍ତର୍ଜାତୀୟ ଆକାଶ ମାର୍ଗରେ ବିମାନ ଉଡ଼ାଣ ବନ୍ଦ କରିଛି। ଏହା ଅଗଷ୍ଟ ୩୧ ପର୍ଯ୍ୟନ୍ତ ଜାରି ରହିବ ବୋଲି…

7 years ago

ପାକିସ୍ତାନ ଇସାରାରେ ଜମ୍ମୁ-କଶ୍ମୀରରେ ଚାଲିଛି ଆତଙ୍କବାଦୀ କାର୍ଯ୍ୟ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୮।୮: ପାକିସ୍ତାନ ଇସାରାରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟ ବୃଦ୍ଧି ହେଉଛି ବୋଲି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଟୁଇଟ୍‌ କରି ଜଣାଇଛନ୍ତି। ପୂର୍ବରୁ ରାହୁଲ ଅଭିଯୋଗ କରିଥିଲେ…

7 years ago

ଚନ୍ଦ୍ରୟାନ-୨ ଚନ୍ଦ୍ରର ତୃତୀୟ କକ୍ଷପଥରେ ପ୍ରବେଶ କଲା: ୧୧ ଦିନ ପରେ କରିବ ଅବତରଣ

ଶ୍ରୀହରିକୋଟା,୨୮।୮: ଚନ୍ଦ୍ରୟାନ-୨ ବୁଧବାର ପୂର୍ବାହ୍ନ ୯ଟା ୪ରେ ଚନ୍ଦ୍ରର ତୃତୀୟ କକ୍ଷପଥରେ ପ୍ରବେଶ କରିଛି। ଇସ୍ରୋ ବୈଜ୍ଞାନିକ ଚନ୍ଦ୍ରୟାନ-୨କୁ ତୃତୀୟ କକ୍ଷପଥରେ ପ୍ରବେଶ କରାଇଛନ୍ତି। ୧୧ ଦିନ…

7 years ago

ବାରାଣସୀରେ ଆତଙ୍କବାଦୀ ଆକ୍ରମଣ ପାଇଁ ଲଶ୍କରର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୮।୮: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ପକ୍ଷରୁ ବାରାଣସୀରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗୋଇନ୍ଦା…

7 years ago

ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ:ଜଣେ ଯବାନ ଶହୀଦ

ମାଲକାନଗିରି/ଖଇରପୁଟ/ମାଥିଲି,୨୮।୮(ଡି.ଏନ୍‌.ଏ./ସ୍ବ.ପ୍ର) : ମାଲକାନଗିରି ଜିଲା ମୁଦୁଲିପଡା ଥାନା ଅନ୍ତର୍ଗତ ବଣ୍ଡାଘାଟି କଦମଗୁଡା ଗ୍ରାମ ନିକଟ ଡାବୁଗୁଡ଼ା ଓ ସୋନୁଗୁଡ଼ା ଜଙ୍ଗଲରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି…

7 years ago

୨୦୨୨ରେ ଭାରତର ମାନବ ମିଶନ ‘ଗଙ୍ଗାୟାନ’: ୪ ମହାକାଶଚାରୀଙ୍କୁ ତାଲିମ ଦେବ ରୁଷିଆ

ନୂଆଦିଲ୍ଲୀ,୨୮।୮: ଭାରତ ପକ୍ଷରୁ ୨୦୨୨ରେ ଆରମ୍ଭ ହେବ ମାନବ ମିଶନ ‘ଗଙ୍ଗାୟାନ୍‌’। ଏହି ମିଶନ ପାଇଁ ୪ ମହାକାଶଚାରୀଙ୍କୁ ରୁଷିଆ ତାଲିମ୍‌ ଦେବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

7 years ago

ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮-୮(ସ୍ବ.ପ୍ର.):ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପରଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା…

7 years ago