Home

ସିକରମାହା ସ୍କୁଲରେ ଟିଜିଟି ଶିକ୍ଷକ ନାହାନ୍ତି: ନବମ,ଦଶମ ଶ୍ରେଣୀ ଛାତ୍ରୀଛାତ୍ର ହଇରାଣ

ଫୁଲବାଣୀ ଅଫିସ,୨୪ା୭-ସରକାର ଅଷ୍ଟମ ଶ୍ରେଣୀ ଥିବା ବିଦ୍ୟାଳୟକୁ ଅପଗ୍ରେଡ କରି ନବମ ଓ ଦଶମ ଶ୍ରେଣୀ ଖୋଲିଛନ୍ତି। ହେଲେ ପିଲାମାନଙ୍କୁ କିପରି ପଢ଼ାଯିବ ତାର ବ୍ୟବସ୍ଥା କରି…

7 years ago

ତଦନ୍ତ ପାଇଁ ଚିଠି ଲେଖିଥିଲେ ବାଚସ୍ପତି: ଘରୋଇ ଟ୍ୟୁଶନରେ ଉଚ୍ଚଶିକ୍ଷା ଆଞ୍ଚଳିକ ନିର୍ଦ୍ଦେଶକଙ୍କ ଚଢ଼ାଉ; ଅଭିଯୋଗ ଆସିଥିବା ଅଧ୍ୟାପକଙ୍କୁ ତାଗିଦ୍‌

ଦିଗପହଣ୍ଡି,୨୪ା୭(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି। ଯେଉଁ ଛାତ୍ରୀମାନେ ତାଙ୍କ ପାଖରେ ଟ୍ୟୁଶନ ପଢ଼ିବେ ନାହିଁ, ପରୀକ୍ଷାରେ…

7 years ago

ଜିଲା ପ୍ରଶାସନର ଦ୍ୱାରସ୍ଥ ପଦ୍ମଶ୍ରୀ ଦୈତାରୀ ନାଏକ: ୧୦ ଗାଁର ବିକାଶ ଲାଗି ଦାବିପତ୍ର

କେନ୍ଦୁଝର, ୨୪ା୭(ଡି.ଏନ.ଏ./ସ୍ବ.ପ୍ର.)-ବିଭିନ୍ନ ସମସ୍ୟା ନେଇ ପଦ୍ମଶ୍ରୀ ଦୈତାରୀ ନାଏକ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ପଦ୍ମଶ୍ରୀ ନାଏକଙ୍କୁ ଗେଟ୍‌ ପାସ ମିଳିନଥିବାରୁ କଟକ ଓ ଭୁବନେଶ୍ୱରକୁ ଯାତ୍ରା…

7 years ago

କୃତ୍ରିମ ବନ୍ୟାକୁ ବର୍ଷେ ବିତିବାକୁ ବସିଲାଣି:ଏଯାଏ ଚାଷୀଙ୍କୁ ମିଳିନି କ୍ଷତିପୂରଣ

ଆନନ୍ଦପୁର,୨୪।୭ (ସ୍ବ.ପ୍ର.)-କୃଷି ଓ କୃଷକଙ୍କ ସମସ୍ୟା ପ୍ରତି ସରକାର ଓ ପ୍ରଶାସନ ସ୍ତରରେ କିଭଳି ଅବହେଳା କରାଯାଉଛି ତାହାର ଏକ ନଜିର ପଦାକୁ ଆସିଛି। ଗତ ବର୍ଷ…

7 years ago

ମନ ଦୃଢ଼ ଥିଲେ ବୟସ ହାର ମାନେ: ଦୋକାନ ଦେଇଛି ଉଭୟଙ୍କୁ ସ୍ବତନ୍ତ୍ର ପରିଚୟ

କେନ୍ଦୁଝର, ୨୪ା୭ (ସ୍ବ.ପ୍ର.) (ନରେଶ ଚନ୍ଦ୍ର ପଟ୍ଟନାୟକ): ମନ ଦୃଢ ଥିଲେ ବୟସ ମଧ୍ୟ ହାର ମାନିଥାଏ। ପରିଣତ ବୟସରେ ଅନେକ ଘରେ ବିଶ୍ରାମ ନେଇ ନାତିନାତୁଣୀଙ୍କ…

7 years ago

ଏକ୍ସପୋର୍ଟ, ଇମ୍ପୋର୍ଟ କମ୍ପାନୀ ନାଁରେ ୭୫ଲକ୍ଷ ଠକେଇ

ବାଲେଶ୍ୱର ଅଫିସ,୨୪।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡ଼େଲ ଥାନା ଭାସ୍କରଗଞ୍ଜ(ବି) ଅଞ୍ଚଳରେ ଗତ ୯ ତାରିଖରେ ନ୍ୟାଶନାଲ ପୋର୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଏକ କମ୍ପାନୀ ଖୋଲି ମାତ୍ର…

7 years ago

ସରକାରୀ ଜମି ଅବରୋଧ ପ୍ରତିବାଦରାସ୍ତା ଅବରୋଧ କଲେ ଶ୍ରୀଜଙ୍ଗ ଗ୍ରାମବାସୀ

ବାହାନଗା,୨୪।୭(ଡି.ଏନ.ଏ.)-ଖନ୍ତାପଡ଼ା ଥାନା ଅଧୀନସ୍ଥ ରେମୁଣା ବ୍ଲକର ଶ୍ରୀଜଙ୍ଗ ଗ୍ରାମର ସରକାରୀ ଗୋଚର ଓ ଆଡ଼ିବନ୍ଧକୁ ପ୍ରଭାବଶାଳୀ ଲୋକମାନେ ଜବରଦସ୍ତ ଅବରୋଧ କରି ରଖିଥିବାରୁ ଗ୍ରାମବାସୀ ଏହାର ପ୍ରତିବାଦ…

7 years ago

ବ୍ୟବସାୟୀ ରାକେଶ ହତ୍ୟାକାଣ୍ଡର ପର୍ଦ୍ଦାଫାସ:ପୁଅ ମୁଖ୍ୟ ଅଭିଯୁକ୍ତ

ବାଲିଆପାଳ, ୨୪।୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନାର ଟାଙ୍ଗରପିଟା ଗ୍ରାମରେ ଗତ ମାସ ୨୫ତାରିଖ ରାତିରେ କେତେଜଣ ଦୃର୍ବୁତ୍ତ ରାକେଶ ଚୌଧୁରୀ ନାମକ ଜଣେ କ୍ଷୀର ବ୍ୟବସାୟୀଙ୍କୁ ଗୁଳି…

7 years ago

ଅଲିମ୍ପିକ ପ୍ରସ୍ତୁତି: ମସାଲାଯୁକ୍ତ, ମିଠା ଖାଦ୍ୟ ମନା

ନୂଆଦିଲ୍ଲୀ,୨୪ା୭(ପି.ଟି.):ଭାରତୀୟ ମହିଳା ହକି ଦଳ ଟୋକିଓ ଅଲିମ୍ପିକ ୨୦୨୦ ପାଇଁ ଯୋଗ୍ୟତା ହାସଲ କରିବା ଲକ୍ଷ୍ୟରେ ରହିଛି। ଏହି ପରିପ୍ରେକ୍ଷୀରେ ଖେଳାଳିମାନଙ୍କ ଖାଦ୍ୟରେ ପରିବର୍ତ୍ତନ କରାଯାଇଛି। ସେମାନଙ୍କୁ…

7 years ago

ଅଭିଷେକଙ୍କୁ ବିଶ୍ୱ ଆଇରନ୍‌ ମ୍ୟାନ୍‌ ଟାଇଟଲ

ଧର୍ମଗଡ,୨୪।୭(ଡି.ଏନ.ଏ.)-ବିଶ୍ୱ ଟ୍ରାଇଥଲନ୍‌ କର୍ପୋରେଶନ ଦ୍ୱାରା ସୁଇଜରଲାଣ୍ଡର ଜୁରିଚ୍‌ଠାରେ ଆୟୋଜିତ ବିଶ୍ୱ ଆଇରନ ମ୍ୟାନ ପ୍ରତିଯୋଗିତାରେ କଳାହାଣ୍ଡି ଜିଲା ଅନ୍ତର୍ଗତ ଧର୍ମଗଡ଼ର ଅଭିଷେକ ପଟ୍ଟଯୋଶୀ ଟାଇଟଲ ହାସଲ କରିଛନ୍ତି।…

7 years ago