ଖଣ୍ଡପଡା/ଭାପୁର,୨୧।୮(ସ୍ବ.ପ୍ର/ଡି.ଏନ.ଏ.)-ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବସନ୍ତପୁର ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ…
ଢେଙ୍କାନାଳ ଅଫିସ, ୨୧ା୮-ଢେଙ୍କାନାଳ ପାଲଟିଛି ବ୍ରାଉନ୍ସୁଗାର କାରବାରର ସେଫ୍ଜୋନ୍। ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଛନ୍ତି। ପୋଲିସ ଗୋଇନ୍ଦା ବିଫଳତା କାରଣରୁ ଏହି ଧଳା…
ଢେଙ୍କାନାଳ ଅଫିସ, ୨୧।୮-ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା ସମ୍ପର୍କରେ ଅଧିକ ଗବେଷଣା କରିବାକୁ ଢେଙ୍କାନାଳରେ ପହଞ୍ଚତ୍ଛନ୍ତି ଯୁକ୍ତରାଷ୍ଟ୍ର ଆମେରିକା ରୋଚେଷ୍ଟର ବିଶ୍ୱବିଦ୍ୟାଳୟର ୫ଜଣ ଛାତ୍ରୀ। ସମ୍ପୃକ୍ତା ବିଦେଶୀ ଛାତ୍ରୀମାନେ ମଙ୍ଗଳବାର…
ତାଳଚେର, ୨୧ା୮(ନି.ପ୍ର.)-ତାଳଚେର ବ୍ଲକ ଗୁରୁଜାଙ୍ଗୁଲି ପଞ୍ଚାୟତ ଚାଇଁପାଳ ବାଳିକା ଉଚ୍ଚବିଦ୍ୟାଳୟ ନିକଟରେ ନିର୍ମାଣ କରାଯାଇଥିବା ପାନୀୟଜଳ ପ୍ରକଳ୍ପ ଓଭରହେଡ ଟାଙ୍କି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି।…
ଛେଣ୍ଡିପଦା,୨୧।୮(ଡି.ଏନ.ଏ.)-ଛେଣ୍ଡିପଦା ବ୍ଲକ ଜରପଡା ପତିତପାବନ ଡିଗ୍ରୀ ମହାବିଦ୍ୟାଳୟଠାରେ ମଙ୍ଗଳବାର ରାଜ ସଂସ୍କାର କମିଟି ତୁକୁଡା ଓ ଆମ ପରିବାର ଚକ୍ର ଅନୁଗୋଳର ମିଳିତ ଆନୁକୂଲ୍ୟରେ ମହାତ୍ମା ଗାନ୍ଧୀଙ୍କ…
ଫିରିଙ୍ଗିଆ, ୨୧ା୮- ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି କି ପ୍ରାଥମିକ ଶିକ୍ଷାରୁ କେହି ବଞ୍ଚିତ ହେବେ ନାହିଁ। କିନ୍ତୁ ଭିତ୍ତିଭୂମିକୁ ଅଣଦେଖା କରାଯାଉଛି। ପିଲାମାନେ ପଢ଼ିବାକୁ ଇଚ୍ଛା…
ଜଗନ୍ନାଥପ୍ରସାଦ/ଭଞ୍ଜନଗର, ୨୧ା୮(ଡି.ଏନ.ଏ.)-ତାରସିଂ ଥାନା କୁଡୁତାଇ ଗ୍ରାମ ଖଦାଳ ସାହିରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ଜଳିଯାଇଛି। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡିନାହିଁ।…
ଭଞ୍ଜନଗର,୨୧।୮(ଡି.ଏନ.ଏ)-ଭଞ୍ଜନଗର ବାର୍ ଆସୋସିଏଶନ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ଲାଇନ ଦାବି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।…
ବ୍ରହ୍ମପୁର ଅଫିସ,୨୧ା୮- ବର୍ଷାରେ ପୁଣି ବେହାଲ ହୋଇଛି ବ୍ରହ୍ମପୁର ମହାନଗର ନିଗମର ବହୁ ଅଞ୍ଚଳ। ମଙ୍ଗଳବାର ଅପରାହ୍ନରେ ମାତ୍ର ଦେଢଘଣ୍ଟା ବର୍ଷାରେ ସହରର ଅନେକ ଅଞ୍ଚଳ ଜଳାର୍ଣ୍ଣବ…
ବଡବିଲ, ୨୧।୮ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଦଲକିବସ୍ତିର ଶତାଧିକ ମହିଳା ନିଶା ନିବାରଣ ଅଭିଯାନ ପାଇଁ ଅଣ୍ଟା ଭିଡିଛନ୍ତି। ମା’ ଠାକୁରାଣୀ ମହିଳା ସମିତି…