Home

ପୂର୍ବଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ : ଜଣଙ୍କୁ ହତ୍ୟା

ଠାକୁରମୁଣ୍ଡା,୧୮।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଶାଳଚୁଆ ପଞ୍ଚାୟତ ନଦା ଗ୍ରାମରେ ବୁଧବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣରେ ଜଣଙ୍କୁ ହତ୍ୟା କରାଯାଇଛି।…

7 years ago

ଯୁକ୍ତ ୩ ନାମଲେଖା: ପ୍ରଥମ କଟ୍‌ ଅଫ୍‌ ମାର୍କ ପ୍ରକାଶିତ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ବର୍ଷରେ ନାମଲେଖା ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟ କଟ୍‌ ମାର୍କ ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୨ ଲକ୍ଷ ୧୦…

7 years ago

ମାଓବାଦୀ ପ୍ରବଣ ଅଞ୍ଚଳରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଥାନା

ସୁକମା,୧୮।୭: ଛତିଶଗଡ଼ ସୁକମାର ମାଓବାଦୀ ପ୍ରବଣ ଅଞ୍ଚଳରେ ଏବେ ଭ୍ରାମ୍ୟମାଣ ଥାନା ଆରମ୍ଭ ହୋଇଛି। ଏଠାକାର ଦୁର୍ଗମ ଅଞ୍ଚଳରେ ବହୁ ଅପରାଧ ଘଟୁଥିଲେ ମଧ୍ୟ ଲୋକେ ମାଓବାଦୀଙ୍କ…

7 years ago

ଛୋଟାଙ୍କୁ ୩ ଦିନ ରିମାଣ୍ଡରେ ନେବ ଏସ୍‌ଟିଏଫ୍‌

ଖୋର୍ଦ୍ଧା ଅଫିସ,୧୮।୭: ଖୋର୍ଦ୍ଧା ଜିଲାର ନିଶା ସୌଦାଗର ସୁଧାଂଶୁ ପରିଡ଼ା ଓରଫ ଛୋଟାଙ୍କୁ ଗୁରୁବାର, ଶୁକ୍ରବାର ଓ ଶନିବାର ୩ ଦିନ ପାଇଁ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ରିମାଣ୍ଡରେ…

7 years ago

ହସ୍ପିଟାଲରେ ସ୍ଥାନର ଅଭାବ ଯୋଗୁ ଚିକିତ୍ସା ପାଇଁ ଆସିଥିବା ୧୦୦ ଶିଶୁଙ୍କୁ ନିଜ ବଙ୍ଗଳାକୁ ନେଲେ ଜିଲାପାଳ

ଭୋପାଳ,୧୮।୭: ମଧ୍ୟପ୍ରଦେଶରେ ଜଣେ ଜିଲାପାଳ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ସେ ହେଉଛନ୍ତି ଅଭିଷେକ ସିଂ। ସ୍ଥାନୀୟ ସିହାଓ୍ବଲ ଅଞ୍ଚଳରେ ଥିବା ଏକ ସରକାରୀ…

7 years ago

ଚନ୍ଦ୍ରୟାନ-୨ର ପରୀକ୍ଷଣ ପାଇଁ ଧାର୍ଯ୍ୟ ହେଲା ତାରିଖ

ଶ୍ରୀହରିକୋଟା,୧୮।୭: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଗତ ଜୁଲାଇ ୧୫ରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣ କରାଯିବାକୁ ସମସ୍ତ ପ୍ରସ୍ତୁତି ସରିଥିଲା। ହେଲେ ଶେଷ ମୂହୁର୍ତ୍ତରେ…

7 years ago

କୁଳଭୂଷଣଙ୍କ ପାଇଁ ଭାରତ ଖର୍ଚ୍ଚ କଲା ମାତ୍ର ଏକ ଟଙ୍କା, ପାକିସ୍ତାନର ଖର୍ଚ୍ଚ ୨୦ କୋଟି

ହେଗ,୧୮ା୭: ଅନ୍ତର୍ଜାତୀୟ ଅଦାଲତ କୁଳଭୂଷଣ ଯାଦବଙ୍କ ମୃତ୍ୟୁ ଦଣ୍ଡାଦେଶ ଉପରେ ରହିଥିବା ସ୍ଥଗିତାଦେଶକୁ ବଳବତ୍ତର ରଖିଛନ୍ତି। ଏହି ହାଇପ୍ରୋଫାଇଲ ମାମଲା ପାଇଁ ଭାରତ ମାତ୍ର ଏକ ଟଙ୍କା…

7 years ago

ଆନିମେସନ୍‌ ଷ୍ଟୁଡ଼ିଓରେ ଅଗ୍ନିକାଣ୍ଡ

ଟୋକିଓ,୧୮।୭: ଜାପାନର ଏକ ଆନିମେସନ୍‌ ଷ୍ଟୁଡ଼ିଓରେ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୨ରୁ ଅଧିକ ଲୋକ ଜୀବନ ଦଗ୍ଧ ହୋଇଥିବା କୁହାଯାଉଛି। ସ୍ଥାନୀୟ…

7 years ago

ଅନାହାର ପୀଡ଼ିତଙ୍କୁ ମାରିବା ପାଇଁ ‘ଡେଥ୍‌ ସ୍କ୍ବାଡ୍‌’ ଗଠିତ

କାରାକସ,୧୮।୭: ଭେନେଜୁଏଲାର ଖାଦ୍ୟ ସଙ୍କଟ ପରିସ୍ଥିତି ବିଷୟରେ ବିଶ୍ୱବାସୀଙ୍କ ଅଳ୍ପବହୁତେ ଜ୍ଞାନ ରହିଛି। ଏଠାରେ ଲୋକଙ୍କ ପାଖରେ କୋଟି କୋଟି ଟଙ୍କା ଥିଲେ ମଧ୍ୟ ଖାଦ୍ୟର ଘୋର…

7 years ago

ବନ୍ୟା ବିଭୀଷିକାର ଭୟଙ୍କର ରୂପ: ଭାସିଯାଇଥିବା ଏକ ଶିଶୁର କରୁଣ ଚିତ୍ର

ନୂଆଦିଲ୍ଲୀ,୧୮ା୭: ପ୍ରବଳ ବର୍ଷା ଯୋଗୁ ଭାରତର ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦ ଲକ୍ଷ…

7 years ago