Home

ଚନ୍ଦ୍ରୟାନ-୨ ମିଶନ ବିଫଳ: ମୋଦିଙ୍କୁ ଧରି କାନ୍ଦିଲେ ସିବନ୍‌

ଶ୍ରୀହରିକୋଟା,୭।୯: ଭାରତର ବହୁ ପ୍ରତିକ୍ଷିତ ମିଶନ ଚନ୍ଦ୍ରୟାନ-୨ ଚନ୍ଦ୍ର ପୃଷ୍ଠର ଅବତରଣ କରିବା ପୂର୍ବରୁ ବିଫଳ ହୋଇଛି। ଲ୍ୟାଣ୍ଡର ବିକ୍ରମ ସହିତ ଯୋଗାଯୋଗ ବିଚ୍ଛିନ୍ନ ହେବାରୁ ଅବତରଣ…

7 years ago

ଚନ୍ଦ୍ରୟାନ-୨କୁ ନେଇ ଭାରତକୁ କଟାକ୍ଷ କଲା ପାକିସ୍ତାନ

ଇସ୍‌ଲାମାବାଦ,୭।୯: ପାକିସ୍ତାନ ପୁଣିଥରେ ଭାରତ ପ୍ରତି ଥିବା ତା’ର ନକରାତ୍ମକ ଭାବର ପ୍ରକାଶ କରିଛି। ଭାରତର ମହତ୍ତ୍ୱାକାଂକ୍ଷୀ ଚନ୍ଦ୍ରୟାନ-୨ର ବିଫଳତା ପରେ ପାକିସ୍ତାନ ଏହାକୁ ନେଇ ଭାରତକୁ…

7 years ago

ଭୁଶୁଡ଼ିଲା ବିଦ୍ୟାଳୟର ନବ ନିର୍ମିତ କୋଠା

ରଣପୁର, ୭।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟର ନବ ନିର୍ମିତ କୋଠାର ନିମିଟାଲ ଓ ତାଜା ଶନିବାର ସକାଳେ ହଠାତ୍‌ ଭୁଶୁଡି ପଡ଼ିଛି। ଏହି…

7 years ago

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୭।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର କ୍ରିଷ୍ଣା ଘାଟି ସେକ୍ଟରେ ଶନିବାର ସକାଳେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରିତି ଉଲ୍ଲଂଘନ କରିଛି। ହେଲେ ଏହାର କଡା ଜବାବ ଦେଇଛି…

7 years ago

ଆମିକସ୍‌ କ୍ୟୁରିଙ୍କ ଶ୍ରୀମନ୍ଦିର ପରିଦର୍ଶନ

ପୁରୀ ଅଫିସ୍‌.୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ରଞ୍ଜିତ୍‌ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା ଶନିବାର ସକାଳେ ଶ୍ରୀମନ୍ଦିର…

7 years ago

ଶପଥ ନେଲେ କେରଳ ରାଜ୍ୟପାଳ

ଥିରୁଭାନନ୍ଥପୁରମ୍‌, ୭ା୯(ପି.ଟି.) : କେରଳର ରାଜ୍ୟପାଳ ଭାବେ ଶୁକ୍ରବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଆରିଫ୍‌ ମହମ୍ମଦ ଖାନ୍‌ ଶପଥ ଗ୍ରହଣ କରିଛନ୍ତି। ରାଜଭବନଠାରେ ନୂତନ ରାଜ୍ୟପାଳଙ୍କୁ କେରଳ ହାଇକୋର୍ଟର…

7 years ago

‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’

କଟକ ସଦର, ୭ା୯(ଡି.ଏନ୍‌.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ।…

7 years ago

ଜିମ୍ବାଓ୍ବେର ପୂର୍ବତନ ରାଷ୍ଟ୍ରପତି ମୁଗାବେଙ୍କ ପରଲୋକ

ହାରାରେ, ୭ା୯(ପି.ଟି.): ଜିମ୍ବାଓ୍ବେର ପୂର୍ବତନ ରାଷ୍ଟ୍ରପତି ରବର୍ଟ ମୁଗାବେ(୯୫)ଙ୍କ ପରଲୋକ ହୋଇଯାଇଛି। ଏନେଇ ଦେଶର ରାଷ୍ଟ୍ରପତି ଇମର୍‌ସନ୍‌ ନାଙ୍ଗଗ୍ବା ଶୁକ୍ରବାର ଘୋଷଣା କରିଛନ୍ତି। ୧୯୮୦ରୁ ୨୦୧୭ ମଧ୍ୟରେ…

7 years ago

ପୋଲିଓ ଖାଇ ଶିଶୁକନ୍ୟାର ମୃତ୍ୟୁ ଅଭିଯୋଗ

ବ୍ରହ୍ମଗିରି,୭ା୯(ଡି.ଏନ୍‌.ଏ.): ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅଢ଼େଇ ମାସର ଶିଶୁକନ୍ୟା ପୋଲିଓ ବୁନ୍ଦା ଖାଇ ଅସୁସ୍ଥ…

7 years ago

ଅଯୋଧ୍ୟା ଶୁଣାଣିର ସିଧାପ୍ରସାରଣ ନେଇ ପିଟିଶନ: ନିଷ୍ପତ୍ତି ନେବେ ସିଜେଆଇଙ୍କ ଖଣ୍ଡପୀଠ

ନୂଆଦିଲ୍ଲୀ,୭ା୯,(ପି.ଟି./ଆଇଏଏନ୍‌ଏସ୍‌): ଅଯୋଧ୍ୟାସ୍ଥିତ ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ୍‌ ବିବାଦ ମାମଲା ଦୈନନ୍ଦିନ ଶୁଣାଣିର ସିଧାପ୍ରସାରଣ ଓ ରେକର୍ଡିଂ ହେବ କି ନାହିଁ ତାହା ଭାରତର ପ୍ରଧାନ ବିଚାରପତି (ସିଜେଆଇ)…

7 years ago