Home

ଝିଅ ବୁଲେଟ ଚଢିବାରୁ ପିତାଙ୍କୁ ଗୁଳିମାଡ

ନୋଏଡା, ୬।୯: ଉତ୍ତର ପ୍ରଦେଶର ନୋଏଡା ଏକ ଅଭାବନୀୟ ଘଟଣା ଘଟିଛି। ଝିଅ ବୁଲେଟ୍‌ ଚଢିବାରୁ କିଛି ଦୁର୍ବୃତ୍ତ ତାଙ୍କ ପିତାଙ୍କୁ ଗୁଳି ମାରିଛନ୍ତି। ପୋଲିସ ଏହି…

7 years ago

ପୋଲିଓ ବୁନ୍ଦା ଖାଇ ଶିଶୁକନ୍ୟା ମୃତ୍ୟୁ ଅଭିଯୋଗ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ପରିବାର ଲୋକଙ୍କ ଧାରଣା

ବ୍ରହ୍ମଗିରି,୬।୯(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ବୁଧବାର ପୋଲିଓ ବୁନ୍ଦା ଖାଇ ଅଢେଇ ମାସର ଶିଶୁକନ୍ୟା ପ୍ରିୟଙ୍କା ବିଶ୍ବାଳ ଅସୁସ୍ଥ ହୋଇ ପଡ଼ିଥିଲେ।…

7 years ago

ଉପକୂଳ ଅଞ୍ଚଳରେ ସୁରକ୍ଷା ଢିଲା : ବିପଦକୁ ଆମନ୍ତ୍ରଣ କରୁଛି ମେରାଇନ୍‌ ପୋଲିସରେ ଅବ୍ୟବସ୍ଥା

ଭୁବନେଶ୍ୱର,୬।୯ : କେନ୍ଦ୍ର ସରକାର ଜମ୍ମୁକାଶ୍ମୀରରୁ ଧାରା ୩୭୦ ଓ ୩୫-ଏ ହଟାଇବା ପରେ ବିଶେଷଭାବେ ପ୍ରତିକ୍ରୀୟାଶୀଳ ହୋଇ ଉଠିଛି ପଡୋଶୀ ରାଷ୍ଟ୍ର ପାକିସ୍ତାନ। ପାକିସ୍ତାନ ସରକାର,ସେନା,…

7 years ago

ହାତୀ ଆକ୍ରମଣରେ ୩ ଗୁରୁତର

ବନ୍ତଳା,୬।୯(ଡି.ଏନ.ଏ.): ଅନୁଗୋଳ ରେଞ୍ଜ କରତପଟା ବିଟ୍‌ ଅଧୀନ କଇରିଆମ୍ବ ଗ୍ରାମରେ ଗୁରୁବାର ସକାଳେ ଏକ ଦନ୍ତା ହାତୀ ଆକ୍ରମଣରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ…

7 years ago

ପୁଣି ଆରମ୍ଭ ହେଲା ଉଚ୍ଛେଦ : ବଣିଆପଟିରେ ଭଙ୍ଗାଗଲା ୫ ଦୋକାନ, ଆଜି ପହଞ୍ଚିବେ ପହଞ୍ଚିବେ ଆମିକସ୍‌ କ୍ୟୁରି, ପରଖିବେ ସ୍ଥିତି

ପୁରୀ ଅଫିସ,୬।୯: ପ୍ରଶାସନ ପକ୍ଷରୁ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ଅଭିଯାନ। ଦୁଇଦିନ ଛୁଟି ଓ ଦୁଇଦିନ ଛକାପଞ୍ଝା ଭିତରେ ଏହି ଅଭିଯାନ ବନ୍ଦ ରହିଥିଲା। ଗୁରୁବାର…

7 years ago

ପାଠ୍ୟକ୍ରମରେ ସାମିଲ ହେବ କଠିନ ବର୍ଜ୍ୟ ପରିଚାଳନା

ଭୁବନେଶ୍ୱର,୬।୯(ବ୍ୟୁରୋ) : ପ୍ରତି ୱାର୍ଡ, ବାସଗୃହରୁ କଠିନ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ସଚେତନତା ସୃଷ୍ଟି ସହ ନିୟମ କଡ଼ାକଡ଼ି ଭାବେ ଲାଗୁ କରିବାକୁ ମୁଖ୍ୟ ଶାସନ ସଚିବ…

7 years ago

ଆତ୍ମଘାତୀ ବିସ୍ଫୋରଣରେ ୧୦ ନିହତ

କାବୁଲ,୬-୯: କାବୁଲରେ ଗୁରୁବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆଫଗାନିସ୍ତାନରେ ଥିବା ନାଟୋ ସେନା ମୁଖ୍ୟାଳୟ ଏବଂ…

7 years ago

ସତ୍ୟ ଖବରକୁ ମିଥ୍ୟା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଜଣାଇଲା ଜିଲା ପ୍ରଶାସନ: ଗ୍ରାମବାସୀ କହିଲେ ତଦନ୍ତ ପାଇଁ ଆମ ଗ୍ରାମକୁ କେହି ଆସିନାହାନ୍ତି

ଚିତ୍ରକୋଣ୍ଡା/ମାଲକାନଗିରି,୬ା୯ (ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଦୋରାଗୁଡା ପଞ୍ଚାୟତ ଅନ୍ତର୍ଗତ ଥାଟମାନଗୁଡା ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗଛମୂଳେ ପଢୁଛନ୍ତି ପିଲା। ଏ ଖବର ଧରିତ୍ରୀରେ ଗତ…

7 years ago

୫୫୦୦ କୋଟିର ଆକାଶ ମିସାଇଲ ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୬-୯:ପାକିସ୍ତାନ ଓ ଚାଇନା ସୀମାରେ ମୁତୟନ ହେବ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ଏୟାର ଡିଫେନ୍ସ ମିସାଇଲ ସିଷ୍ଟମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସମ୍ପର୍କିତ…

7 years ago

ଫ୍ଲାଟ୍‌ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ : ବିଲଡର୍‌ ଗିରଫ

ଭୁବନେଶ୍ୱର,୬।୯(ବ୍ୟୁରୋ):ରାଜଧାନୀରେ ସୁଲଭ ମୂଲ୍ୟରେ ଲୋକମାନଙ୍କୁ ଫ୍ଲାଟ୍‌ ଯୋଗାଇ ଦେବା ଆଳରେ ୨ କୋଟି ୧୦ ଲକ୍ଷ ଟଙ୍କା ଠକେଇ କରିଥିବା ବିଲଡର୍‌ଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ…

7 years ago