Home

ବିଶ୍ୱର ସବୁଠୁ ମହଙ୍ଗା ଆଳୁ ଚିପ୍ସ, ୪ ହଜାର ଟଙ୍କାରେ ମିଳୁଛି ମାତ୍ର ୫ ପିସ୍‌

ଭାରତରେ ଆଳୁ ଚିପ୍ସ ପ୍ୟାକେଟ୍‌ ଅତିକମରେ ୧୦ କି ୧୫ ଟଙ୍କାରେ ମିଳିଯାଉଛି। କିନ୍ତୁ ବିଶ୍ୱରେ ଏମିତି ଏକ ଦେଶ ରହିଛି ଯେଉଁଠି ୪ ହଜାର ଟଙ୍କା…

7 years ago

ପୋଲିସ ଏଆଇଜି ହେଲେ ସୁଶୀଲ ମିଶ୍ର

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସୁଶୀଲ ମିଶ୍ରଙ୍କୁ କଟକ ମୁଖ୍ୟାଳୟରେ ପୋଲିସ ଏଆଇଜି ଭାବରେ ମଙ୍ଗଳବାର ପଦୋନ୍ନତି ମିଳିଛି। ଗୃହ ବିଭାଗର ଚିଠି ନଂ. ୩୫୪୪୩/୮/୮/୨୦୧୯ରୁ…

7 years ago

ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା କାଳିଆ ଯାଞ୍ଚ ଅବଧି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କାଳିଆ ଯୋଜନା ପାଇଁ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ଅବଧି ବୃଦ୍ଧି ପାଇଛି। ବୁଧବାର ଏହି ଯାଞ୍ଚର ଶେଷ ତାରିଖ ଥିବାବେଳେ ଏହାକୁ…

7 years ago

ଦିଲ୍ଲୀ ଗୁରୁଦ୍ୱାରରେ ପ୍ରସାଦ ବଦଳରେ ବଣ୍ଟାଯିବ ଚାରା

ନୂଆଦିଲ୍ଲୀ, ୧୩।୮:ଦିଲ୍ଲୀରେ ଥିବା ଗୁରୁଦ୍ୱାରରେ ଭକ୍ତଙ୍କୁ ପ୍ରସାଦ ବଦଳରେ ଚାରା ବଣ୍ଟାଯିବ। ଗୁରୁଦ୍ୱାରା କମିଟି ପକ୍ଷରୁ ସ୍କୁଲ ଏବଂ କଲେଜ୍‌ ଛାତ୍ରୀଛାତ୍ରଙ୍କୁ ଚାରା ପ୍ରଦାନ କରାଯିବାର ବ୍ୟବସ୍ଥା…

7 years ago

ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ

ଜୟପୁର,୧୩।୮: ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଶୋକ…

7 years ago

ଭବାନୀଶଙ୍କରଙ୍କୁ ଲକ୍ଷେ ବେଲପତ୍ର ଲାଗି: ବଡ଼ସିଂହାର ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): ଶ୍ରାବଣ ମାସର ଶେଷ ସୋମବାର ଉପଲକ୍ଷେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଭବାନୀଶଙ୍କର ମହାଦେବଙ୍କ ନିକଟରେ ଏକ ଲକ୍ଷ ବେଲପତ୍ର ଲାଗି କରାଯାଇଛି। ରବିବାର ପ୍ରାୟ…

7 years ago

ସୋନିଆଙ୍କ ଏକ ବ୍ୟକ୍ତି ଏକ ପଦବୀ ରଣନୀତି: ବରିଷ୍ଠ ନେତାଙ୍କ ପଦବୀ ଯିବା ସମ୍ଭାବନା

ନୂଆଦିଲ୍ଲୀ,୧୩।୮: କଂଗ୍ରେସ ଅଧ୍ୟକ୍ଷା ଭାବେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଡୋର ଧରିଛନ୍ତି। ସେ ଦଳର ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ ଆଣିବା ପାଇଁ ରଣନୀତି ପ୍ରସ୍ତୁତ…

7 years ago

ଆତଙ୍କବାଦୀ ଆକ୍ରମଣ ଅପରେଶନ୍‌ ‘ଗ୍ରୀନ୍‌ ବାର୍ଡ’ର ପର୍ଦ୍ଦାଫାଶ୍‌: ରାଜଧାନୀ ଏକ୍ସପ୍ରେସ୍‌ରେ ଆଇଇଡି ବିସ୍ଫୋରଣ ପାଇଁ ଆଇଏସ୍‌ଆଇ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧୩।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ରଚାଯାଇଥିବା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଏହାକୁ ଅପରେଶନ ଗ୍ରୀନ୍‌ ବାର୍ଡ ଭାବେ ନାମିତ…

7 years ago

ମୋଦିଙ୍କୁ ପଛରେ ପକାଇଲେ ସନ୍ନି ଲିଓନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପଛରେ ପକାଇଦେଇଛନ୍ତି ଅଭିନେତ୍ରୀ ସନ୍ନି ଲିଓନ। ଅଗଷ୍ଟ ପ୍ରଥମ ସପ୍ତାହରେ ଗୁଗୁଲ ସର୍ଚ୍ଚରେ ସନ୍ନି ମୋଦି ଶାହରୁଖ ଖାନ୍‌, ସଲମାନ ଖାନଙ୍କୁ ମଧ୍ୟ…

7 years ago

ବଢ଼ୁଛି ହୀରାକୁଦ ଜଳସ୍ତର, ବୁଧବାର ନିଷ୍କାସନ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ୨ ଦିନ ଧରି ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଛି। ହୀରାକୁଦ ଡ୍ୟାମ୍‌କୁ ବନ୍ୟା ଜଳ ଅଧିକ ମାତ୍ରାରେ ପ୍ରବେଶ କରୁଛି।…

7 years ago