ଲଣ୍ଡନ,୩ା୯(ପି.ଟି.): ପାକିସ୍ତାନ ଖୋଲାଖୋଲି ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରଖିଛି। ଆତଙ୍କବାଦୀଙ୍କୁ ନିଯୁକ୍ତି, ପ୍ରଶିକ୍ଷଣ ଓ ଆର୍ଥତ୍କ ସହାୟତା ଯୋଗାଇ ଆସୁଛି। ଏଥିରୁ ବିରତ ନ ହେବା…
ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍ଜାହାନ୍ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ…
ଗୁଆହାଟୀ,୩ା୯: ଦେଶରେ ଗତ କିଛି ବର୍ଷ ମଧ୍ୟରେ ଭିଡ଼ ହିଂସା ବୃଦ୍ଧି ପାଇଛି। ଆସାମର ଜୋର୍ହାଟରେ ଥିତ୍ବା ଏକ ଚା’ ବଗିଚାରେ ଜଣେ ଡାକ୍ତରଙ୍କୁ ଉତ୍ତ୍ୟକ୍ତ ଲୋକେ…
ନୂଆଦିଲ୍ଲୀ,୩ା୯: କୁଳଭୂଷଣଙ୍କୁ ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ସୁଯୋଗ ମିଳିଥିଲେ ହେଁ ତାଙ୍କୁ ପାକିସ୍ତାନର ମିଛ ଦୋହରାଇବା ପାଇଁ ଅତ୍ୟଧିକ ଚାପ ପକାଯାଇଥିବା ଜଣାପଡିଛି।…
ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ।…
ସୁକିନ୍ଦା,୩ା୯(ଡି.ଏନ୍.ଏ.)- ସୁକିନ୍ଦା ବ୍ଲକ ଆମ୍ପଳବା ଗ୍ରାମର ପଦ୍ମପୋଖରୀରେ ବୁଡି ରବିବାର ସନ୍ଧ୍ୟାରେ ଢେଙ୍କାନାଳ ଜିଲା ଭୁବନ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସେନାପତି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି।…
ନୟାଗଡ଼ ଅଫିସ,୩।୯-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହେଉଛି। ଜଣେ ମହିଳାଙ୍କୁ ପ୍ରସବ କରାଇଦେବା ପାଇଁ ଡାକ୍ତର, ଆଟେଣ୍ଡାଣ୍ଟ ଓ ଆଶା ଦିଦି…
ଆରଡ଼ି, ୩।୯ (ଡି.ଏନ.ଏ.)- ଗଣେଶ ଚତୁର୍ଥୀରେ ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିର ବେଢ଼ାର ଦକ୍ଷିଣପାର୍ଶ୍ୱରେ ଥିବା ଶ୍ରୀ ବୁଢ଼ା ଗଣେଶଙ୍କୁ ସ୍ବତନ୍ତ୍ର ପୂଜା କରାଯାଇଛି। ଏଠାରେ…
ବ୍ରହ୍ମପୁର ଅଫିସ୍,୩ା୯-ଫୋରମ୍ ଫର୍ ଗଞ୍ଜାମର ଏକ ସାଧାରଣ ବୈଠକ ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନ ସଂଯୋଜକ ସୁଧୀର କୁମାର ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ…
ନୂଆଦିଲ୍ଲୀ, ୩-୯: ଘରୋଇ ବଜାରରେ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ମାନ୍ଦାବସ୍ଥା ଦେଇ ଗତି କରୁଛି। ଯାନ ବିକ୍ରି କ୍ରମାଗତ ଭାବେ ହ୍ରାସ ହେଉଥିବା ବେଳେ ଏହାକୁ ନେଇ…