ଭୁବନେଶ୍ୱର, ୧୨ା୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ସୋମବାର ସକାଳେ ଏହା ଲଘୁଚାପର ରୂପ ନେବ। ପ୍ରଭାବରେ ରବିବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ…
ନୂଆଦିଲ୍ଲୀ,୧୨।୮: ସୋମବାର ସାରା ଦେଶରେ ଇଦ୍-ଉଲ୍-ଜୁହା(ବକରି ଇଦ୍) ଖୁବ୍ ଧୁମ୍ଧାମ୍ରେ ପାଳନ କରାଯାଉଛି। ତେବେ ଜମ୍ମୁ-କଶ୍ମୀରରେ ପରିସ୍ଥିତ ଉତ୍ତେଜନାପୂର୍ଣ୍ଣ ଥିବାରୁ ଇଦ୍-ଉଲ୍-ଜୁହାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ…
ନୂଆଗାଁ,୧୨ା୮ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ ମଣିଆକୋଟ ଗ୍ରାମର ଜଣେ ହିତାଧିକାରୀଙ୍କ ଆବାସ ଅନୁଦାନ ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଏଣେ ଗୃହ…
ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.) : ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋସ୍ଥିତ ଶ୍ରୀ ନୀଳମାଧବ ଜୀଉ ପୀଠ, ରାଧାମୋହନ ଜୀଉ ମଠ, ଠାକୁର ଅଭିରାମ ପରମହଂସ ଦେବଙ୍କ ଶାନ୍ତି…
ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.): କୁଆଁରିଆ ନଦୀରୁ ବୋରୱେଲ ମାଧ୍ୟମରେ ପଥରଗଣ୍ଡ ଓ ନିକଟସ୍ଥ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ ନିମନ୍ତେ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ୧ ବର୍ଷ ହେଲା ସମ୍ପୂର୍ଣ୍ଣ…
ମହାକାଳପଡ଼ା,୧୨ା୮(ଡି.ଏନ୍.ଏ.): ଅର୍ଥ ଅଭାବରୁ ଜଣେ ପ୍ରତିଭାବାନ ଛାତ୍ରୀ ତଥା ଜାତୀୟସ୍ତରର କରାଟେ ଖେଳାଳି ଉଚ୍ଚ ଶିକ୍ଷା ଲାଭ କରିବାରେ ବାଧକ ସୃଷ୍ଟି ହୋଇଛି। ସେ ହେଲେ କେନ୍ଦ୍ରାପଡ଼ା…
ନୂଆଦିଲ୍ଲୀ,୧୨।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଇଦ୍-ଉଲ୍-ଜୁହା ବା ବକ୍ରି ଇଦ୍ ପାଇଁ ଦେଶବାସୀ ବିଶେଷ କରି ମୁସଲମାନ ଭଉଣୀଭାଇଙ୍କୁ…
କେନ୍ଦ୍ରାପଡା ଅଫିସ, ୧୨ା୮ : ଆଉ ମାତ୍ର ୪ ଦିନ ପରେ ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ରାଖୀ। ଏହାକୁ ଦୃଷ୍ଟିରେ ରଖି ପରିବେଶ…
କୋରେଇ,୧୨।୮(ସ୍ବ.ପ୍ର.): ପରୀ ୩ କାର୍ଯ୍ୟକ୍ରମ ମାଧ୍ୟମରେ କୋରେଇ ପୋଲିସ ରବିବାର ୩ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ଅଧିକାରୀଙ୍କୁ ହସ୍ତାନ୍ତର କରିଛି। କୋରାଇ…
ଧର୍ମଶାଳା/ଜେନାପୁର,୧୨।୮(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ବିଛାଖଣ୍ଡି ଜଙ୍ଗଲ ଜମିରେ ଥିବା ବେଆଇନ ପଥର ଖାଦାନ ଉପରେ ଧର୍ମଶାଳା ତହସିଲ ପକ୍ଷରୁ ମାରାଥନ ଚଢାଉ କରାଯାଇଛି।…