Home

ବନ୍ୟାରେ ୯ ଜିଲାର ୧ଲକ୍ଷ ୩୦ ହଜାର ପ୍ରଭାବିତ

ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି, ମାଲାକାନାଗିରି,…

7 years ago

୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀରେ ପହଞ୍ଚିଲା ସମଝୌତା ଏକ୍ସପ୍ରେସ୍‌

ନୂଆଦିଲ୍ଲୀ, ୯।୮: ୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀ ପହଞ୍ଚିଛି ସମଝୌତା ଏକ୍ସପ୍ରେସ୍‌। ଗୁରୁବାର ପାକିସ୍ତାନ ଟ୍ରେନକୁ ଅଟାରି ରେଳ ଷ୍ଟେଶନରେ ଛାଡି ପାକିସ୍ତାନ…

7 years ago

୧୦ରେ ଓଡ଼ିଶା ଆସିବେ ଶିବରାଜ ସିଂହ ଚୌହ୍ବାନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଭାଜପାର ସଦସ୍ୟତା ଅଭିଯାନ ଗତ ଜୁଲାଇ ୬ରୁ ଦେଶ ସମେତ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି। ଏହି ସଦସ୍ୟତା ଅଭିଯାନର ସମୀକ୍ଷା କରିବା ସହ ଓଡ଼ିଶାରୁ…

7 years ago

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ : ଆଜି ଆଇନଜୀବୀଙ୍କ ଆନ୍ଦୋଳନ

କଟକ ଅଫିସ, ୯।୮ : ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ନେଇ ଶୁକ୍ରବାର ଆଇନଜୀବୀମାନେ ଆନ୍ଦୋଳନ କରିବେ। ଏହି ଆନ୍ଦୋଳନ ଗୋଟିଏ ଦିନ ହେବାକୁ ଥିବାବେଳେ…

7 years ago

ପ୍ରଶାସନିକସ୍ତରରେ ଅଦଳବଦଳ : ଡେପୁଟେଶନରେ ଗଲେ ଗିରୀଶ, ମୀନାଙ୍କୁ ଜିଏର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଆଣ୍ଡ ପିଜି) ବିଭାଗ ସ୍ବତନ୍ତ୍ର ସଚିବ ଏସ୍‌.ଏନ୍‌. ଗିରୀଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଛନ୍ତି।…

7 years ago

ଜମ୍ମୁ-କଶ୍ମୀରରେ ଆଜି ଖୋଲିବ ସ୍କୁଲ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ ପରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଶୁକ୍ରବାର…

7 years ago

ସୁଧୁରୁଛି ବନ୍ୟା ପରିସ୍ଥିତି :ଆଜି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଧୀରେ ଧୀରେ ରାଜ୍ୟରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହୋଇ ଛତିଶଗଡ଼ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଗୁରୁବାର…

7 years ago

ପ୍ରଣବ, ନାନାଜୀ, ଭୂପେନଙ୍କୁ ଭାରତ ରତ୍ନ

ନୂଆଦିଲ୍ଲୀ,୯।୮(ପି.ଟି.):ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ସ୍ବର୍ଗତ ଭାରତୀୟ ଜନସଂଘ ନେତା ନାନାଜୀ ଦେଶମୁଖ ଏବଂ ସ୍ବର୍ଗତ ଗାୟକ ଭୂପେନ ହଜାରିକାଙ୍କୁ ଗୁରୁବାର ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ…

7 years ago

ଚିନିକଳ ଖୋଲିବା ଆଶା ଉଜ୍ଜୀବିତ : ଏକାଠି ହେଲେ ମନ୍ତ୍ରୀ, ପ୍ରଶାସକ, ନେତା, କୃଷକ

ନୟାଗଡ଼ ଅଫିସ,୯ା୮: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଚିନିକଳ ଖୋଲିବା ପ୍ରସଙ୍ଗରେ ଗୁରୁବାର ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ,…

7 years ago

ଭାରତଛାଡ଼ ଆନ୍ଦୋଳନର ୭୭ ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ,୯।୮: ଭାରତଛାଡ଼ ଆନ୍ଦୋଳନ ତଥା ଅଗଷ୍ଟ କ୍ରାନ୍ତି ଦିବସର ୭୭ତମ ବାର୍ଷିକୀ ଗୁରୁବାର ପାଳିତ ହୋଇଛି। ଭାରତର ସ୍ବାଧୀନତା ଆନ୍ଦୋଳନରେ ଏହା ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା।…

7 years ago