Home

ନାଗାସାକିରେ ଧ୍ୱଂସଲୀଳା ରଚିଥିଲା ‘ଫ୍ୟାଟମ୍ୟାନ୍‌’

ଟୋକିଓ,୯।୮:ଜାପାନର ନାଗାସାକି ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ ସହର…

7 years ago

ଅନଶନରେ ବସିଥିବା ଖବରଦାତାଙ୍କୁ ଆକ୍ରମଣ

ନୟାଗଡ଼ ଅଫିସ,୯ା୮: ଦଶପଲ୍ଲା ବ୍ଲକ ଟାକେରା ଆଶ୍ରମ ବିଦ୍ୟାଳୟକୁ ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ଖବରଦାତାମାନଙ୍କୁ ଦୁର୍ବ୍ୟବହାର କରାଯାଇଥିଲା। ଏଥିରେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

7 years ago

ବିଶ୍ୱ ସମୁଦାୟର ସହଯୋଗ ଲୋଡ଼ିଲା ପାକ୍‌

ଇସ୍‌ଲାମାବାଦ,୯।୮(ପି.ଟି.):କଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଗୁରୁବାର ଅନ୍ତର୍ଜାତୀୟ ସମୁଦାୟର ସହଯୋଗ ଲୋଡିଛନ୍ତି। କଶ୍ମୀରବାସୀଙ୍କ ଉପରେ ଭାରତ ସାମରିକ ବଳ ପ୍ରୟୋଗ କରୁଛି। ଅନ୍ତର୍ଜାତୀୟ ସମୁଦାୟର…

7 years ago

ବିନା ତାଲିମରେ ଶିକ୍ଷକ ବାଣ୍ଟିଲେ କୃମିନାଶ ଔଷଧ : ସ୍କୁଲରେ ସହପାଠୀଙ୍କୁ ଔଷଧ ଖୁଆଇଲେ ଛାତ୍ରୀଛାତ୍ର

ରଣପୁର,୯ା୮(ସ୍ବ.ପ୍ର.): ଗୁରୁବାର ଜାତୀୟ କୃମିନାଶ ଦିବସ ରଣପୁର ବ୍ଲକ ଅଞ୍ଚଳରେ ପ୍ରହସନ ପାଲଟିଥିବା ଅଭିଯୋଗ ହେଉଛି। ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ କୃମିନାଶ ଔଷଧ ବଣ୍ଟନ କରାଯାଇ ଥିବାବେଳେ…

7 years ago

ଟାଟା: ଖଣି ହାତେଇବାକୁ ବ୍ୟାକୁଳ

କଟକ ଅଫିସ,୮ା୮(ଲାଲା ସୁନୀଲ କୁମାର ରଥ/କୁମାରଶ୍ରୀ ସାହୁ):ଟାଟା ସାମ୍ରାଜ୍ୟର ଜନ୍ମ ଓଡ଼ିଶାର ପ୍ରାକୃତିକ ସମ୍ପଦରୁ ହୋଇଛି। ଆମ ମଧ୍ୟରେ କ୍ୱଚିତ୍‌ ଥିବେ ଯେଉଁମାନେ ଟାଟା ଶିଳ୍ପ ଇତିହାସ…

7 years ago

ଡିକି ଭାଙ୍ଗି ୫୦ ହଜାର ଲୁଟିନେଲେ ଦୁର୍ବୃତ୍ତ

ଖଣ୍ଡପଡା,୯।୮(ସ୍ବ.ପ୍ର.) : ନୟାଗଡ ଜିଲା କଣ୍ଟିଲୋ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ଓ ରାହାଜାନି ବୃଦ୍ଧି ପାଉଥିବାବେଳେ ଗୁରୁବାର ଅପରାହ୍ନରେ ସ୍ପଷ୍ଟ ଦିବାଲୋକରେ ଜଣେ ଶିକ୍ଷକଙ୍କଠାରୁ…

7 years ago

ଗ୍ରାମାଞ୍ଚଳରେ ମୋବାଇଲ ସେବା ଅପହଞ୍ଚ

ଗଣିଆ,୯।୮(ଡିି.ଏନ.ଏ.)-ବର୍ତ୍ତମାନ ଦୁନିଆରେ ପ୍ରତିଟି ମୁହୂର୍ତ୍ତରେ ମୋବାଇଲ ଓ ଇଣ୍ଟରନେଟ୍‌ ସେବା ଜରୁରୀ ହୋଇପଡିଛି। ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କଠାରୁ ଆରମ୍ଭ କରି ବିଭିନ୍ନ ସରକାରୀ ଓ ବେସରକାରୀ ଦପ୍ତର ପର୍ଯ୍ୟନ୍ତ…

7 years ago

ଲଦାଖ ଏମ୍‌ପି ସୋସିଆଲ ମିଡିଆ ଷ୍ଟାର:ଲୋକ ସଭାରେ ପ୍ରଭାବୀ ମତ ରଖି ପ୍ରଶଂସିତ

ନୂଆଦିଲ୍ଲୀ, ୯।୮:ଲୋକ ସଭାର ଶେଷ ବେଞ୍ଚରେ ବସୁଥିବା ଲଦାଖର ଯୁବ ଏମ୍‌ପି ଜାମ୍‌ୟାଙ୍ଗ ସେରିଙ୍ଗ ନମ୍ବୟାଲ୍‌ ରାତାରାତି ସୋସିଆଲ ମିଡିଆର ଷ୍ଟାର୍‌ ପାଲଟି ଯାଇଛନ୍ତି। ଏବେ ଟୁଇଟରରେ…

7 years ago

ଆଗ୍ରା ଜେଲ୍‌କୁ ଗଲେ ୩୦ ଆତଙ୍କବାଦୀ

ଆଗ୍ରା,୯।୮(ଆଇଏଏନ୍‌ଏସ୍‌):୩୦ କଶ୍ମୀରୀ ଆତଙ୍କବାଦୀଙ୍କୁ ଗୁରୁବାର ଅପରାହ୍ନରେ ଆଗ୍ରା ଜେଲ୍‌କୁ ନିଆଯଇଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଆଗ୍ରାସ୍ଥିତ ଖେରିଆ ବିମାନବନ୍ଦରକୁ ନିଆଯାଇଛି।…

7 years ago

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ :ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୯।୮(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌ର ତ୍ୱରିତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଉପଯୁକ୍ତ ସମୟରେ ଏହାର ଶୁଣାଣି ହେବ…

7 years ago