ଚନ୍ଦ୍ରଗିରି,୩।୮(ଡି.ଏନ୍.ଏ.): ଗଜପତି ଜିଲା ମୋହନା ପୋଲିସ ଶୁକ୍ରବାର ରାତିରେ ପେଟ୍ରୋଲିଂ ବେଳେ ରାଇସିଂ ଛକରୁ ୫୯.୫୦୦ କେଜି ଗଞ୍ଜେଇ ବୋଝେଇ ଏକ ବୋଲେରୋ(ଓଡି୦୭କ୍ୟୁ୪୪୫୦) ଜବତ କରିଛି। ଏହି…
କୋଏମ୍ବାଟୁର,୩।୮: ତାମିଲନାଡୁର ମହାଳି ଆମନ୍ ମନ୍ଦିରରେ ଦେବୀଙ୍କୁ ୨ ହଜାର କିଲୋଗ୍ରାମ୍ ଫଳ ଲାଗି ହୋଇଛି। ‘ଆଦି’ ଉତ୍ସବ ଅବସରରେ ଶୁକ୍ରବାର ଶ୍ରଦ୍ଧାଳୁ ଏପରି କରିଛନ୍ତି। ତାମିଲ୍…
ଡେରାଡୁନ୍, ୩।୮: ଉତ୍ତରାଖଣ୍ଡର ଋଷିକେଶଠାରେ ଗଙ୍ଗାନଦୀ ଉପରେ ଥିବା ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜୁଲାଇ…
ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍ପ୍ୟାଡ୍କୁ ୨୫୦ ଆତଙ୍କବାଦୀ ଫେରିଛନ୍ତି। ଏହା ଉପଗ୍ରହରୁ ମିଳିଥିବା ଚିତ୍ରରୁ ଜଣାପଡ଼ିଥିବା କୁହାଯାଉଛି। ଜମ୍ମୁ-କଶ୍ମୀରରେ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ…
ନୂଆଦିଲ୍ଲୀ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ବିଏସ୍ ୟେଦୁରପ୍ପା ଆସନ୍ତା ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି।…
ଶ୍ରୀନଗର,୩।୮: କେନ୍ଦ୍ର ସରକାର ଶୀଘ୍ର ଜମ୍ମୁ-କଶ୍ମୀର ଛାଡ଼ିବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ଫଳରେ ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଏହାକୁ ଦେଖି…
ଭୁବନେଶ୍ୱର,୩।୮(ବ୍ୟୁରୋ): ଶେଷ ହୋଇଛି ‘ମେଟଲ୍ ମିଟ୍-୨୦୧୯’ର ପ୍ରିଲିମ୍ସ ରାଉଣ୍ଡ। ଗ୍ରାଣ୍ଡ ଫିନାଲେ ପାଇଁ ଚୁଡ଼ାନ୍ତ ହୋଇଛି ‘ଟପ୍-୮’ଟିମ୍। ଫାଇନାଲକୁ ଯାଇଥିବା ଜୁନିୟର ଟିମ୍ଗୁଡ଼ିକମଧ୍ୟରେ ଭୁବନେଶ୍ୱରର ସର୍ବାଧିକ ୬ଟି…
ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ଶନିବାର ରାଜ୍ୟପାଳ ସତ୍ୟପାଲ ମଲିକ୍ଙ୍କୁ ଭେଟିଛନ୍ତି। ସେ କହିଛନ୍ତି ଯେ, ଅନୁଚ୍ଛେଦ ‘୩୫-ଏ’କୁ ନେଇ ରାଜ୍ୟର ଲୋକଙ୍କ ମଧ୍ୟରେ…
ଅଫିସ, ୩।୮: ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳରେ ଗତ ଦୁଇ ମାସ ପୂର୍ବେ ଜନୈକ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ସମ୍ପୃକ୍ତା ପୀଡ଼ିତା ବର୍ତ୍ତମାନ ଗର୍ଭବତୀ ହେବା…
ସାକ୍ଷୀଗୋପାଳ,୩।୮(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ,…