ଅହମ୍ମଦାବାଦ୍,୩୧।୭: ରାଜ୍ୟ ସଭାରେ ତିନି ତଲାକ୍ ବିଲ୍ ମଙ୍ଗଳବାର ପାସ୍ ହୋଇଛି। ତେବେ ବୁଧବାର ଗୁଜରାଟ ଅହମ୍ମଦାବାଦ୍ରେ ସ୍ତ୍ରୀଙ୍କୁ ସ୍ବାମୀ ତିନି ତଲାକ୍ ଦେଇଛନ୍ତି। ଏହାପରେ ସ୍ତ୍ରୀ…
ଲଣ୍ଡନ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରଯାଇଛି। ବ୍ୟବସାୟରେ କ୍ଷତି ହେଉଥିବାବେଳେ…
ନୂଆଦିଲ୍ଲୀ,୩୧।୭: ଭାରତୀୟ ବାୟୁସେନା ଓ୍ବିଙ୍ଗ୍ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ପରାକ୍ରମ ଉପରେ ଏକ ଭିଡ଼ିଓ ଗେମ୍ ପ୍ରସ୍ତୁତ କରାଯାଇଛି। ଏହାର ରିଲିଜ୍ ବୁଧବାର କରାଯାଇଛି । ଏହାକୁ…
ରାୟପୁର,୩୧।୭: ଛତିଶଗଡ଼ରେ ଆଇଇଡି ବିସ୍ଫୋରଣରେ ଜଣେ ସିଆରପିଏଫ୍ ଯବାନ ଶହୀଦ୍ ହୋଇଛନ୍ତି। ସେ ହେଉଛନ୍ତି ବିହାର ନାଳନ୍ଦା ଜିଲାର ବାସିନ୍ଦା ରୌଶନ କୁମାର। ଯବାନମାନେ ପାଟ୍ରୋଲିଂ କରୁଥିବା…
ଜଟଣୀ, ୩୧ା୭ (ଡି.ଏନ.ଏ.): ପାରାଦୀପରେ ଏଲ୍ପିଜି ଇମ୍ପୋର୍ଟ ଟର୍ମିନାଲ,ଖୋର୍ଦ୍ଧାରେ ଏଲ୍ପିଜି ବଟ୍ଲିଂ ପ୍ଲାଣ୍ଟ, ବ୍ରହ୍ମପୁରରେ ଅନ୍ୟ ତୈଳ କମ୍ପାନୀ ସହ ମିଶି ଡିପୋ ଟର୍ମିନାଲ ସ୍ଥାପନ ହେବାକୁ…
ରାଜଧାନୀରେ ପୁଣି ମାତିଲେ ଲୁଟେରା। ଏଥର ମଞ୍ଚେଶ୍ୱର ଥାନାଞ୍ଚଳରେ ଦିନ ତମାମ ଖେଳାଇଛନ୍ତି ଆତଙ୍କ। କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରି ୧୬ ଘଣ୍ଟାରେ ଘଟାଇଛନ୍ତି ୩ ବଡ଼…
କଟକ ଅଫିସ,୩୧।୭: ଗୋଟିଏ ଦିନରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣାର ସନ୍ଦିଗ୍ଧ ଅଭିଯୁକ୍ତ ଏବେ ପୋଲିସ କବ୍ଜାରେ ରହିଛନ୍ତି। ସୋମବାର ପୂର୍ବାହ୍ନରେ ସନ୍ଦିଗ୍ଧ ନାରାୟଣ ସାହୁଙ୍କୁ ପୋଲିସ…
କଟକ ଅଫିସ, ୩୧ା୭: କଟକ ସହରରେ ପୁଣି ଜଣ୍ଡିସ ବ୍ୟାପିଛି। ୨୫ନମ୍ବର ୱାର୍ଡ ଅଧୀନ ଆଖଡ଼ାଗଳିର ଏ.ଜମାଦଙ୍କ ସମେତ କେଶରପୁର ଅଞ୍ଚଳରେ ଅନେକ ଲୋକ ଜଣ୍ଡିସରେ ଆକ୍ରାନ୍ତ…
ଶ୍ରୀନଗର,୩୧।୭: କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଏବେ ଖେଳ ପଡ଼ିଆରୁ ଯୁଦ୍ଧ ପଡ଼ିଆକୁ ଓହ୍ଲାଇଛନ୍ତି। ତାଙ୍କର ମିଶନ କଶ୍ମୀର ବୁଧବାରଠାରୁ ଆରମ୍ଭ ହୋଇଛି।ଏଠାରେ ୧୦୬-ପ୍ରାଦେଶିକ ସେନାରେ ଅଗଷ୍ଟ…
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ କେତେକ…