କୋରାପୁଟ,୨୮।୭(ସ୍ବ.ପ୍ର.): ଅବିଭକ୍ତ କୋରାପୁଟ ଜିଲାରେ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ଆରମ୍ଭ ହୋଇଥିବାବେଳେ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଛି। ବିଶେଷକରି ଜିଲାର ପଟ୍ଟାଙ୍ଗି ବ୍ଲକର ଆବଲି, ଏ.ଗୋଲୁର,…
ଓ୍ବାଶିଂଟନ,୨୮।୭: ଆମେରିକାର ଲସ୍ ଭେଗାସ୍ ଉପତ୍ୟକାରେ ଏବେ ଝିଣ୍ଟିକା ଆକ୍ରମଣରେ ଲୋକେ ଅସ୍ତବ୍ୟସ୍ତ ହୋଇ ପଡିଛନ୍ତି। ସ୍ଥାନୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଏଠାରେ ବର୍ଷାପାଗଯୋଗୁ ପ୍ରବଳ ମାତ୍ରାରେ…
ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍.ଏ.) : କନ୍ଧମାଳ ଜିଲାରେ ମାଓବାଦୀଙ୍କ ଶହୀଦ ସପ୍ତାହ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଦାରିଙ୍ଗବାଡ଼ି ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହେବା ସହ ସରକାରୀ ବସ୍…
ଇସଲାମାବାଦ୍,୨୮।୭: ଏବେ ସୋସିଆଲ୍ ମିଡ଼ିଆରେ ରିପୋର୍ଟିଂ କରୁଥିବା ଜଣେ ଯୁବକଙ୍କ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଯୁବକ ଜଣକ ହେଉଛନ୍ତି ଅଜଦର ହୁସେନ୍। ସେ ପାକିସ୍ତାନର ଏକ…
ବେଙ୍ଗାଲୁର୍,୨୮।୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ାଛୁଟୁଛି। ଏଚ୍.ଡି କୁମାରସ୍ବାମୀଙ୍କ ରାଜନୀତି ଦୌଡ଼ରେ ପଛାର ପକାଇ ବି.ଏସ୍.ୟେଦୁରପ୍ପା କ୍ଷମତା ଦଖଲ କରିଥିଲେ। ଏହାପରେ ବାଚସ୍ପତି ଆର୍. ରମେଶ କୁମାର…
ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍ର ଦ୍ୱିତୀୟ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇଛନ୍ତି। ସରକାର ଦେଶର ସମସ୍ତ ଘରେ…
ଲକ୍ଷ୍ନୌ,୨୮।୭: ଶ୍ରାବଣ ମାସରେ ମହାଦେବଙ୍କୁ ଜଳ ଲାଗି ପାଇଁ କାଉଡ଼ିଆମାନେ ପବିତ୍ର ନଦୀଜଳ ବୋହି ନେଇଥାନ୍ତି। ଏହାକୁ ମୁଖ୍ୟତଃ ହିନ୍ଦୁମାନେ ହିଁ କରିଥାନ୍ତି। ତେବେ ଉତ୍ତରପ୍ରଦେଶର ଜଣେ…
ନୂଆଦିଲ୍ଲୀ,୨୮।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ୩ ଆଫ୍ରିକୀୟ ଦେଶ ଗସ୍ତରେ ବାହାରିଛନ୍ତି। ରାଷ୍ଟ୍ରପତି ବେନିନ୍, ଜାମ୍ବିଆ ଏବଂ ଗ୍ୟୁନିଆ ଆଦି ରାଷ୍ଟ୍ର ଗସ୍ତ କରିବାର କାର୍ଯ୍ୟକ୍ରମ…
କାବୁଲ,୨୮।୭: ଆଫଗାନିସ୍ତାନ ସରକାର ଏବଂ ତାଲିବାନ୍ ଆତଙ୍କବାଦୀ ସଂଗଠନ ମଧ୍ୟରେ ଶାନ୍ତି ଆଲୋଚନା ୨ ସପ୍ତାହ ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ଆଫଗାନିସ୍ତାନ ଶାନ୍ତି ବ୍ୟାପାର…
ଶ୍ରୀନଗର,୨୮।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜମ୍ମୁ-କଶ୍ମୀରର ରବିବାର ୪ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଛି। ଏନ୍ଆଇଏ ପକ୍ଷରୁ ଉତ୍ତର କଶ୍ମୀରର ବାରମୁଳା ଜିଲାରେ ଏହି ଚଢ଼ାଉ…