ନୂଆଦିଲ୍ଲୀ/ଓ୍ବାଶିଂଟନ,୨୭।୭: ଦକ୍ଷିଣ ଏସିଆର ୪ ଦେଶରେ ବନ୍ୟା ବିତ୍ପାତରେ ୬ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହାଦ୍ୱାରା ୨୫ ନିୟୁତ ଲୋକ ପ୍ରଭାବିତ ହୋଇଛନ୍ତି।…
ନୂଆଦିଲ୍ଲୀ,୨୭।୭: ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲଙ୍କ ୨ ଦିନିଆ ଜମ୍ମୁ-କଶ୍ମୀର ଗସ୍ତ ପରେ କେନ୍ଦ୍ର ସରକାର ଆତଙ୍କବାଦର ମୁକାବିଲା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।…
ହରିୟାଣା,୨୭।୭: ଯଦି ଜୋମାଟୋ ଭଳି ଅନଲାଇନ ଆପ୍ରୁ ଖାଇବା ଅର୍ଡର କରୁଛନ୍ତି ତେବେ ସାବଧାନ ହୋଇଯାଆନ୍ତୁ। କାରଣ ସାଇବର ଲୁଟେରାମାନେ ଏହି ଆପ୍ ଜରିଆରେ ଲୁଟ୍ କରୁଥିବା…
ନୂଆଦିଲ୍ଲୀ,୨୭।୭: କେନ୍ଦ୍ର ସରକାର ପରିବେଶ ସୁରକ୍ଷା ପରିବର୍ତ୍ତେ ଏହାକୁ ନଷ୍ଟ କରି ଚାଲିଛନ୍ତି। ଗତ ୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏକ କୋଟିରୁ…
ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ଯବାନମାନେ ପ୍ରତିକୂଳ ପରିସ୍ଥିତିରେ ଥାଇ ସୁଦ୍ଧା ଜନସାଧାରଣଙ୍କ ସେବା କରିବାକୁ ଭୁଲନ୍ତି ନାହିଁ। ହେଲେ ଜଣେ ଯବାନ ଶହୀଦ ହେବା ପରେ,…
ବାରିପଦା ଅଫିସ/ ବାଙ୍ଗିରିପୋଷି୨୭।୭:(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ଦ୍ୱାରଶୁଣି ଘାଟିରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ…
ମୁମ୍ବାଇ୍,୨୭।୭: ବ୍ୟାନର-ପୋଷ୍ଟରରେ ଅଯଥା ଖର୍ଚ୍ଚ ନ କରି ଏହାକୁ ସାମାଜିକ ବିକାଶ କାର୍ଯ୍ୟରେ ବିନିଯୋଗ କରାଯିବା ଆବଶ୍ୟକ ବୋଲି ଶିବସେନା ମୁଖ୍ୟ ଉଦ୍ଧବ ଠାକ୍ରେ ଶନିବାର କହିଛନ୍ତି।…
ବେଙ୍ଗାଲୁରୁ,୨୭।୭: ଚତୁର୍ଥ ଥର ଲାଗି କର୍ନାଟକ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଛନ୍ତି ଭାଜପା ନେତା ବିଏସ୍ ୟେଦୁରପ୍ପା। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଶନିବାର…
ଛତ୍ରପୁର,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସ୍ମୃତି କମିଟି ପକ୍ଷରୁ ଶନିବାର ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଓଡ଼ିଶା ହକି ଦଳର ମ୍ୟାନେଜର ତଥା ସମାଜସେବୀ…
ବେଜିଂ,୨୭।୭: କଶ୍ମୀର ସମସ୍ୟା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିବାଦୀୟ ମନ୍ତବ୍ୟ ପରେ ଏବେ ଚାଇନା ଉପରେ ପଡ଼ି ଏହି ପ୍ରସଙ୍ଗରେ ପରାମର୍ଶ ଦେଇଛି। ଚାଇନା…