Home

କମ୍‌ ବର୍ଷା ଯୋଗୁ ତଳି ରୁଆ କାର୍ଯ୍ୟରେ ବାଧା: ଆଶା ଓ ଆଶଙ୍କାରେ ଚାଷୀ, ଜଳସେଚନ ବ୍ୟବସ୍ଥା ଦାବି

ବୋଲଗଡ଼,୨୭ା୭(ଡି.ଏନ.ଏ.): ଚଳିତ ବର୍ଷ ଏପର୍ଯ୍ୟନ୍ତ କମ୍‌ ପରିମାଣରେ ବର୍ଷା ଧାନଚାଷରେ ପ୍ରତିବନ୍ଧକ ସୃଷ୍ଟି କରିଛି। ଜଳାଭାବରୁ ରୁଆ ପୋତା ପାଇଁ ମଧ୍ୟ ଜମି ପ୍ରସ୍ତୁତି ହୋଇପାରୁନାହଁ। ତଳି…

7 years ago

ବିରାଟ-ରୋହିତ ବିବାଦକୁ ସିଓଏ ମୁଖ୍ୟଙ୍କ ଅସ୍ବୀକାର

ନୂଆଦିଲ୍ଲୀ,୨୭ା୭(ପି.ଟି.) ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଡେପୁଟି ରୋହିତ ଶର୍ମାଙ୍କ ମଧ୍ୟରେ ବିବାଦ ରହିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ତେବେ ଏହି…

7 years ago

ଛାତ୍ରୀଙ୍କୁ ଅସଦାଚରଣ ନେଇ ଉତ୍ତେଜନା: ଚାନ୍ଦପୁର ମହିଳା କଲେଜ ଅଶାନ୍ତ, ଫାଟକ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ

ରଣପୁର,୨୭ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟରେ ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ…

7 years ago

ଶିକ୍ଷାନୁଷ୍ଠାନ ମିଶ୍ରଣକୁ ବିରୋଧ

ଆରଡ଼ି, ୨୭।୭ (ଡି.ଏନ.ଏ.) - ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଠଡିହ କ୍ଲଷ୍ଟର ଅଧୀନ ଚମ୍ପାସାହି ପ୍ରାଥମିକ ବିଦ୍ୟାଳୟ ଅନ୍ୟତ୍ର ମିଶ୍ରଣକୁ ବିରୋଧ କରାଯାଇଛି। ଏହାର ପ୍ରତିବାଦରେ…

7 years ago

୧୦୦ ମିଟର ଫ୍ରି-ଷ୍ଟାଇଲ ରେକର୍ଡ ବଜାୟ ରଖିଲେ ମାନୁଏଲ୍‌

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ), ୨୬ା୭ (ଏଏଫ୍‌ପି)-ଆମେରିକାର ସିମୋନ୍‌ ମାନୁଏଲ୍‌ ତାଙ୍କ ୧୦୦ ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ ବଜାୟ ରଖିଛନ୍ତି। ଗ୍ବାଙ୍ଗଜୁରେ ଏହି ଅଲିମ୍ପିକ ଚାମ୍ପିୟନ ୫୨.୦୪…

7 years ago

ବେଲ୍‌ଫାଷ୍ଟ ଟାଇଟାନ୍ସରୁ ଖେଳିବେ ଡୁ’ପ୍ଲେସି

ମୁମ୍ବାଇ, ୨୬ା୭ (ପି.ଟି.)- ୟୁରୋ ଟି୨୦ ସ୍ଲାମ୍‌ ଟୁର୍ନାମେଣ୍ଟରେ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବେଲ୍‌ଫାଷ୍ଟ ଟାଇଟାନ୍ସ ଫ୍ରାଞ୍ଚାଇଜ୍‌ ଦଳରେ ଯୋଗ…

7 years ago

ସପ୍ତାହେ ମଧ୍ୟରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: କର୍ନାଟକର ୨୫ତମ ମୁଖ୍ୟମନ୍ତ୍ରୀ ଭାବେ ବିଏସ୍‌ ୟେଦୁରପ୍ପା ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। କଂଗ୍ରେସ ଜେଡିଏସ୍‌ ମେଣ୍ଟ ସରକାର ଭାଙ୍ଗିବାର ମାତ୍ର ୩ ଦିନ ମଧ୍ୟରେ…

7 years ago

ଡାଏବେଟିସ୍‌ ରୋଗୀଙ୍କ ପାଇଁ କନ୍ଦମୂଳ ବେଶ୍‌ ଲାଭପ୍ରଦ

କନ୍ଦମୂଳ ସେବନ ଶରୀର ପାଇଁ ବେଶ୍‌ ଲାଭଦାୟକ। କନ୍ଦମୂଳରେ ଫାଇବର୍‌, ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌ ଏବଂ ଅନେକ ପୋଷକ ତତ୍ତ୍ୱ ଥାଏ, ଯାହା ଶରୀରକୁ ଗମ୍ଭୀର ରୋଗରୁ ରକ୍ଷା…

7 years ago

ଭାରତୀୟ ଶାନ୍ତିଦୂତଙ୍କୁ ଜାତିସଂଘର ମରଣୋତ୍ତର ସମ୍ମାନ

ୟୁଏନ୍‌: ଲେବାନନ୍‌ରେ ଜାତିସଂଘର ମିଶନରେ କର୍ତ୍ତବ୍ୟରତ ସର୍ଜେଣ୍ଟ ରମେଶ ସିଂହଙ୍କୁ ଶ୍ରେଷ୍ଠ ବଳିଦାନ ଲାଗି ଜାତିସଂଘ ପକ୍ଷରୁ ମରଣୋତ୍ତର ସମ୍ମାନ ପ୍ରଦାନ କରାଯାଇଛି। ତାଙ୍କ ସମର୍ପଣ ଭାବ…

7 years ago

କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭାଜପା ନେତା ବିଏସ୍‌ ୟେଦୁରପ୍ପା। ଶୁକ୍ରବାର ସନ୍ଧ୍ୟାରେ ରାଜଭବନ ପରିସରରେ ରାଜ୍ୟପାଳ ବାଜୁଭାଇ ବାଲା…

7 years ago