Home

ଛତିଶଗଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ

କାଙ୍କେର,୧୪।୬: ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନକାଉଣ୍ଟରରେ ୨ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ,…

7 years ago

ପାଠ ପଢ଼ାଇବାକୁ କି ବିବାହ କରାଇବାକୁ ସମ୍ବଳ ନାହିଁ : ଭିନ୍ନକ୍ଷମ ଝିଅକୁ ବିକ୍ରି ପାଇଁ ବାପା ପ୍ରସ୍ତୁତ

କଣ୍ଟାମାଳ, ୧୪।୬ (ଡି.ଏନ.ଏ.) : ବୌଦ୍ଧ ଜିଲାରେ ଯୁବତୀ ଚାଲାଣ ର଼୍ୟାକେଟ ସକ୍ରିୟ ହୋଇ ପଡିଛନ୍ତି। ବିବାହ ନାଁରେ ପ୍ରତିବର୍ଷ ଶହ ଶହ ଯୁବତୀ ମଧ୍ୟପ୍ରଦେଶ, ଛତିଶଗଡ,…

7 years ago

ଜାପାନୀ ଜ୍ୱର ନେଲାଣି ୫୪ ଶିଶୁଙ୍କ ଜୀବନ: ଲିଚି ପିଇବାକୁ ନେଇ ସନ୍ଦେହ

ମୁଜାଫରପୁର, ୧୪।୬: ବିହାରର ମୁଜାଫରପୁର ଜିଲା ଓ ଆଖପାଖରେ ଗତ ୧୫ ଦିନ ମଧ୍ୟରେ ଏନ୍‌ସେଫାଲାଇଟ୍ସ ବା ଜାପାନୀ ଜ୍ୱରରେ ୪୭ ଶିଶୁଙ୍କ ଜୀବନ ଗଲାଣି। ତେବେ…

7 years ago

ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଘଟଣା : କମାଣ୍ଡାଣ୍ଟଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଚନ୍ଦକାସ୍ଥିତ ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଦିଆଯାଉଥିବା ନେଇ ବୁଧବାର ଜଣେ ଟ୍ରେନି ଏସ୍‌ଆଇ ବିଶ୍ୱଜିତ୍‌ ବେହେରା ଚନ୍ଦକା ଥାନାରେ ଅଭିଯୋଗ କରିଥିଲେ। ଏଥିସହ ଅନ୍ୟ…

7 years ago

କୋଲକତା ପରେ ଦିଲ୍ଲୀ-ମୁମ୍ବାଇରେ ବି ଡାକ୍ତର ଆନ୍ଦୋଳନ ତେଜିଲା: ରୋଗୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି।…

7 years ago

ଗୋଟିଏ କୋଣରେ ବସିରହିଲେ ଇମ୍ରାନ: ମୋଦି ହାତମିଳେଇଲେ ନାହିଁ କି କଥା ବି ହେଲେନି

ବିଶକେକ, ୧୪।୬: କିର୍ଗିଜିସ୍ତାନର ରାଜଧାନୀ ବିଶେକେକରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ…

7 years ago

ନିଖୋଜ ବାୟୁସେନା ବିମାନର ବ୍ଲାକ୍‌ବକ୍ସ ମିଳିଲା:ସମସ୍ତ ୧୩ ଯାତ୍ରୀ ମୃତ

ନୂଆଦିଲ୍ଲୀ,୧୪ା୬:ନିଖୋଜ ବାୟୁସେନା ବିମାନ ଏନ୍‌-୩୨ର ଭଗ୍ନାବଶେଷ ଅରୁଣାଚଳର ଏକ ଘଞ୍ଚ ଜଙ୍ଗଲଘେରା ପାର୍ବତ୍ୟାଞ୍ଚଳରୁ ମିଳିଛି। ତେବେ ଏଥିରେ ଥିବା ସମସ୍ତ ୧୩ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତିି।…

7 years ago

ଟିକ୍‌ଟକ୍‌ ପାଇଁ ଆତ୍ମହତ୍ୟା କଲେ ୨ ସନ୍ତାନର ମାଆ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ସଂକ୍ଷିପ୍ତ ଭିଡିଓ ପ୍ରସ୍ତୁତକାରୀ ଆପ୍‌ ଟିକ୍‌ଟକ୍‌ ପାଇଁ ତାମିଲନାଡୁର ୨ ସନ୍ତାନର ଜନନୀ ଜଣେ ୨୪ ବର୍ଷୀୟା ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଅନୀତା ନାମ୍ନୀ ଏହି…

7 years ago

ସ୍ପେସ୍‌ ଷ୍ଟେଶନ ସ୍ଥାପନ କରିବ ଭାରତ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ଭାରତ ୨୦୩୦ ସୁଦ୍ଧା ନିଜସ୍ବ ସ୍ପେସ୍‌ ଷ୍ଟେଶନ ଲଞ୍ଚ୍‌ କରିବାକୁ ଯୋଜନା କରିଥିବା ଇସ୍ରୋ (ଇଣ୍ଡିଆନ୍‌ ସ୍ପେସ୍‌ ରିସର୍ଚ୍ଚ ଅର୍ଗାନାଇଜେଶନ୍‌)ର ଅଧ୍ୟକ୍ଷ କେ. ଶିବନ୍‌ ପ୍ରକାଶ କରିଛନ୍ତି।…

7 years ago

ଅବସର ନେବେ ୯ ରାଜ୍ୟପାଳ

ନୂଆଦିଲ୍ଲୀ,୧୪ା୬: ଆଗାମୀ ୩ ମାସ ମଧ୍ୟରେ ପଶ୍ଚିମବଙ୍ଗ, କର୍ନାଟକ ଓ ଉତ୍ତରପ୍ରଦେଶ ସମେତ ୯ ରାଜ୍ୟର ରାଜ୍ୟପାଳଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏଥିସହ କେନ୍ଦ୍ର ସରକାର ଭାଜପାର…

7 years ago