Home

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ଦଳଗତ ଇଭେଣ୍ଟରେ ଭାରତକୁ ଡବଲ ସ୍ବର୍ଣ୍ଣ

କଟକ ଅଫିସ,୨୦ା୭- ରାଜ୍ୟ ଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ାର ୨୧ ତମ ସଂସ୍କରଣରେ ଭାରତ ଦଳଗତ ଇଭେଣ୍ଟରେ ଡବଲ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି । ଜବାହରଲାଲ…

7 years ago

‘ଅବସର ନେଇ ଏବେ ଧୋନୀଙ୍କର ଯୋଜନା ନାହିଁ’

ନୂଆଦିଲ୍ଲୀ,୨୦।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କର ଏବେ ଅବସର ନେଇ କୌଣସି ଯୋଜନା ନାହିଁ। ଏ ସଂକ୍ରାନ୍ତରେ ସୂଚନା…

7 years ago

ଆଇସିସି ନିଷ୍ପତ୍ତି ଦୁଃଖଦାୟକ: ଅଶ୍ୱିନ

ନୂଆଦିଲ୍ଲୀ,୨୦।୭(ପି.ଟି.)- ଆଇସିସି ଜିମ୍ବାଓ୍ବେକୁ ବାସନ୍ଦ କରିବା ପରେ ଏହାର ପ୍ରଭାବ କ୍ରିକେଟ ପାଓ୍ବାର ହାଉସ୍‌ କୁହାଯାଉଥିବା ଭାରତରେ ମଧ୍ୟ ଦେଖିବାକୁ ମିଳିଛି। ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ…

7 years ago

ବ୍ୟବଚ୍ଛେଦ ପୂର୍ବରୁ ଶିଶୁକନ୍ୟାର ଆଖି ଗାଏବ

ଅନୁଗୋଳ,୨୦ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା। ବ୍ୟବଚ୍ଛେଦ ପାଇଁ ଶବ ସଂରକ୍ଷଣ ଗୃହରେ ରଖାଯାଇଥିବା ଜଣେ ଶିଶୁକନ୍ୟାର ମୃତଦେହରୁ ଦୁଇ…

7 years ago

ନାବାଳିକା ଗର୍ଭବତୀ ଘଟଣା: ଅଭିଯୁକ୍ତ କୋର୍ଟ ଚାଲାଣ

ତୁମୁଡିବନ୍ଧ,୨୦ା୭(ଡି.ଏନ୍‌.ଏ.) -କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ରାଙ୍ଗାପାରୁ ଏଜୁକେଶନ କମ୍ପ୍ଲେକ୍ସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ କୋର୍ଟ ଚାଲାଣ…

7 years ago

ଶିଶୁଙ୍କ ଡ୍ରେସ ବିକ୍ରି କରିବା ମହଙ୍ଗା ପଡ଼ିଲା: ନର୍ସଙ୍କୁ କାରଣ ଦର୍ଶାଅ ନୋଟିସ

ବ୍ରହ୍ମପୁର ଅଫିସ,୨୦ା୭-ଏମକେସିଜି ମେଡିକାଲ କଲେଜରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଛି। ଏପରିକି ଅସ୍ତ୍ରୋପଚାର ପାଇଁ ଲାଞ୍ଚ ନେଉଥିବା ବେଳେ ଜଣେ ଡାକ୍ତର…

7 years ago

ଟ୍ୟୁଶନ ନ ପଢ଼ିଲେ ମାର୍କ ଦେଉନାହାନ୍ତି ଅଧ୍ୟାପକ

ବ୍ରହ୍ମପୁର ଅଫିସ୍‌,୨୦ା୭-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି । ଯେଉଁ ଛାତ୍ରୀମାନେ ଟ୍ୟୁଶନ ପଢ଼ିବେ ନାହିଁ, ପରୀକ୍ଷାରେ…

7 years ago

ଲଙ୍କାଗୁଣ୍ଡ ପକାଇ ୧. ୬୬ ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ମହିଳା କର୍ମଚାରୀ ଓ ତାଙ୍କ ପ୍ରେମିକ ଗିରଫ

ଚାନ୍ଦବାଲି, ୨୦ା୭ (ଡି.ଏନ.ଏ.) - ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ଏକ ଫାଇନାନ୍ସ କମ୍ପାନୀରେ କାମ କରୁଥିବା ଜଣେ ମହିଳା କର୍ମଚାରୀଙ୍କଠାରୁ ୧ ଲକ୍ଷ ୬୬ ହଜାର…

7 years ago

୧୮ ହଜାର ହେକ୍ଟର ଚାଷଜମି ପଡ଼ିଆ

ତିହିଡ଼ି, ୨୦।୭ (ଡି.ଏନ.ଏ.) - ଆଷାଢ଼ ଯାଇ ଶ୍ରାବଣ ହେଲା। ଜମିରେ ଧାନ ଗଛଟିଏ ବସି ପାରିଲା ନାହିଁ। ଦୀର୍ଘଦିନ ଧରି ବର୍ଷା ଛାଡ଼ି ଯାଇଥିବାରୁ ଧାନ…

7 years ago

ବେଆଇନ ଭାବେ ଗୋରୁ ହସ୍ତାନ୍ତର ଘଟଣା: ରାଜରାସ୍ତାକୁ ଓହ୍ଲାଇବ ବଜରଙ୍ଗ ଦଳ

ଜଳେଶ୍ୱର, ୨୦।୭(ଡି.ଏନ.ଏ.)-ବେଆଇନ ଗୋରୁ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ସୋମବାର ବିଳମ୍ବିତ ରାତିରେ ଜଳେଶ୍ୱରସ୍ଥିତ ବଜରଙ୍ଗ ଦଳର କର୍ମକର୍ତ୍ତା ଓ ଜନସାଧାରଣ ଅଟକାଇ ଜଳେଶ୍ୱର ପୋଲିସକୁ ହସ୍ତାନ୍ତର…

7 years ago