Home

ରେଳ ବଜେଟ ଉପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା: ଯେତିକି ନଉଛ, ସେତିକି ଦିଅ: ଶ୍ରୀକାନ୍ତ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ପାଇଁ ରେଳ ବଜେଟରେ ଚଳିତବର୍ଷ ମାତ୍ର ୫, ୦୦ କୋଟି ବ୍ୟୟ ଅଟକଳ ରଖାଯାଇଛି। ପ୍ରକୃତରେ ଦେଖିବାକୁ ଗଲେ ଓଡ଼ିଶାକୁ ମାତ୍ର ୩୧ ହଜାର…

7 years ago

ପାଟକୁରା ନିର୍ବାଚନ: ପ୍ରକାଶ ପାଇଲା ୩ ଦଳର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର,୧୧।୭(ବ୍ୟୁରୋ): ପାଟକୁରା ବିଧାନସଭା ଆସନ ଦଖଲ କରିବା ଲାଗି ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡିକ ମଧ୍ୟରେ ଲଢେଇ ଜୋର୍‌ଦାର ହେବାରେ ଲାଗିଛି। ଆସନ୍ତା ୨୦ରେ ଏହି ଆସନରେ…

7 years ago

ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ବ୍ରହ୍ମାନନ୍ଦ

ପୁରୀ ଅଫିସ, ୧୧ା୭: ଘୋଷଯାତ୍ରା ଏବଂ ବାହୁଡ଼ାଯାତ୍ରା ସମୟରେ ଅନେକ ସାମାଜିକ ଅନୁଷ୍ଠାନ ସଚେତନତା ବାର୍ତ୍ତ ପ୍ରଦାନ କରିଥାନ୍ତି। ଶରଧାବାଲିରେ ଗୁରୁବାର ପରିବେଶ ଓ ଘରଚଟିଆର ସୁରକ୍ଷା…

7 years ago

ଶିଳ୍ପୀଙ୍କ ରଙ୍ଗ, ତୂଳୀ ବଖାଣିଲା ମହାପ୍ରଭୁଙ୍କ ଗାଥା

ପୁରୀ ଅଫିସ,୧୧ା୭: ଶିଳ୍ପୀର ପରିକଳ୍ପନା ବାସ୍ତବିକ ନିଆରା। କେତେବେଳେ କାନ୍‌ଭାସ ଉପରେ ତା’ ମନର ଭାବକୁ ଫୁଟାଇଥାଏ ତ ପୁଣି କେତେବେଳେ ତୋଳି ଧରେ ଅନ୍ୟର କଥା…

7 years ago

ଶୁକ୍ରବାର ବାହୁଡ଼ିବେ ମହାପ୍ରଭୁ: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ,୧୧ା୭: ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ…

7 years ago

ନିମ୍ନମାନର ରାସ୍ତାକାମ, ବନ୍ଦ କଲେ ଗ୍ରାମବାସୀ

ଅମରପାଲି, ୧୧।୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମୁଖ୍ୟ ଛକଠାରୁ ରେଢ଼ାଖୋଲ- ବୀରମହାରାଜପୁର ସୀମାବର୍ତ୍ତୀ ଅମରପାଲି ପର୍ଯ୍ୟନ୍ତ ହେଉଥିବା ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଗୁରୁବାର…

7 years ago

ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୧୧ା୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଡଙ୍ଗାପାଳ ଗ୍ରାମରେ ୨୦୧୬ରେ ସଙ୍ଗଠିତ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ…

7 years ago

ଗାଧୋଇବାକୁ ଯାଉଥିବାବେଳେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ହାତୀ

ରାସୋଳ,୧୧।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ବାବନ୍ଧ ସେକ୍ସନ ଅଧୀନ କାଦୁଆମଡା ଗ୍ରାମର ପ୍ରଫୁଲ ନାୟକ ଗୁରୁବାର ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ସେ ଅପରାହ୍ନରେ ଗ୍ରାମ ନିକଟସ୍ଥ…

7 years ago

୭ ବର୍ଷ ହେଲା ନାହାନ୍ତି ସ୍ଥାୟୀ ଡାକ୍ତର, ୫ ପଞ୍ଚାୟତର ଲୋକେ ପାଉନାହାନ୍ତି ସ୍ବାସ୍ଥ୍ୟସେବା

ନାଉଗାଁ,୧୧ା୭(ସ୍ବ.ପ୍ର.): ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଯୋଜନା ଉପରେ ଯୋଜନା କରିଚାଲିଛନ୍ତି। ପ୍ରତି ୫ ହଜାର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ…

7 years ago

ସ୍ଲୁଇସ ଗେଟ୍‌ କାମ ନିମ୍ନମାନର: ପ୍ରଭାବିତ ହେବେ ୫ ପଞ୍ଚାୟତର ଚାଷୀ

ନାଉଗାଁ,୧୧ା୭(ସ୍ବ.ପ୍ର.): ଚାଷ ଜମିରୁ ଉଦ୍‌ବୃତ ଜଳ ନିଷ୍କାସନ ସହିତ ଆବଶ୍ୟକ ସମୟରେ ସଂରକ୍ଷିତ ଜଳକୁ ଚାଷ କାର୍ଯ୍ୟରେ ବିନିଯୋଗ କରିବା ନିମନ୍ତେ ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ…

7 years ago