Home

ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର,୧୧।୭(ବ୍ୟୁରୋ) : ପାଟକୁରା ନିର୍ବାଚନ ପାଇଁ ଭାଜପାର ଷ୍ଟାର ପ୍ରଚାରକ ତାଲିକା ଗୁରୁବାର ପ୍ରକାଶ ପାଇଛି। ଏହି ତାଲିକାରେ ୪୦ ଷ୍ଟାର ପ୍ରଚାରକଙ୍କ ନାମ ରହିଛି। ସେମାନେ…

7 years ago

ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଲା ପାସେଞ୍ଜର୍‌ ଟ୍ରେନ୍‌: ୧୧ ମୃତ, ୬୦ ଆହତ

ଲାହୋର,୧୧।୭: ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶରେ ଏକ ମାଲବାହୀ ଟ୍ରେନ୍‌ ଏବଂ ପାସେଞ୍ଜର ଟ୍ରେନ୍‌ ମଧ୍ୟରେ ଧକ୍କାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୬୦ ଜଣ…

7 years ago

ଭାରତର ଦେଢ଼ କୋଟି ଆଣ୍ଡ୍ରଏଡ୍‌ ଫୋନ୍‌ରେ ଏଜେଣ୍ଟ ସ୍ମିଥ୍‌ ଭାଇରସ୍‌: ଚେକ୍‌ ପଏଣ୍ଟ୍‌ ରିପୋର୍ଟ

ନୂଆଦିଲ୍ଲୀ/ଜେରୁଜେଲମ୍‌, ୧୧।୭: ଭାରତରେ ଦେଢ଼ କୋଟି ଆଣ୍ଡ୍ରଏଡ୍‌ ଫୋନ୍‌ରେ ଭାଇରସ୍‌ ରହିଛି। ଏହି ଭାଇରସ୍‌ର ନାମ ଏଜେଣ୍ଟ୍‌ ସ୍ମିଥ୍‌। ଏନେଇ ଇସ୍ରାଏଲ୍‌ ସାଇବର ସୁରକ୍ଷା ଗବେଷଣା କମ୍ପାନୀ…

7 years ago

ଏକ୍ସ ଗର୍ଲ ଫ୍ରେଣ୍ଡଙ୍କ ଜନ୍ମଦିନରେ ଖୁବ୍‌ ମଜା କଲେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ପର୍ସନାଲ ଲାଇଫ୍‌କୁ ନେଇ ବେଳେ ବେଳେ ଆସି ଯାଆନ୍ତି ଚର୍ଚ୍ଚାକୁ। ବିଶେଷ କରି ତାଙ୍କ ଲଭ୍‌ ଅଫେୟାର୍ସ ହେଉ…

7 years ago

ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡ଼ା,୧୧।୭(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ କୁମୁଡ଼ାବାଲି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି।…

7 years ago

୬ବର୍ଷର ବାଳକ: ୨ଘଣ୍ଟାରେ ୩ହଜାର ଥର ଦଣ୍ଡ ବୈଠକ କରି ଜିତିଲେ ବିଳାସମୟ ଘର

ମସ୍କୋ,୧୧।୭: ବ୍ୟାୟାମ କରିବା ଦ୍ୱାରା ଶରୀର ସୁସ୍ଥ ରହିବା ସହ ବୁଦ୍ଧି ଓ ମନ ଶାନ୍ତ ରହିଥାଏ। ପ୍ରତିଦିନ ଦଣ୍ଡ ବୈଠକ କରିବା ଦ୍ୱାରା ମାଂସପେଶୀ ଓ…

7 years ago

ଏକ ଛତ୍ରବାଦୀ ଶାସକ କିମ୍‌ କଲେ ଉତ୍ତରକୋରିଆ ସମ୍ବିଧାନ ସଂଶୋଧନ: ହେଲେ ଦେଶର ସର୍ବୋଚ୍ଚ ଅଧିକାରୀ

ପୋୟାଙ୍ଗ୍‌ୟାଙ୍ଗ୍‌,୧୧।୭: ଉତ୍ତରକୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌-ଉନ୍‌ ଗୁରୁବାର ଦେଶର ସମ୍ବିଧାନ ସଂଶୋଧନ କରିଛନ୍ତି। ଏହାଦ୍ୱାରା କିମ୍‌ ଦେଶର ସର୍ବୋଚ୍ଚ ଅଧିକାରୀ ଭାବେ ଏବେ କାର୍ଯ୍ୟ…

7 years ago

ମନ୍ତ୍ରୀ ପରିଷଦ ବୈଠକ: ତୃଣମୂଳସ୍ତରକୁ ଯାଇ ଲୋକଙ୍କ ସମସ୍ୟା ବୁଝିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଲୋକଙ୍କ ନିକଟତର ହୁଅ। ସେମାନଙ୍କ ସମସ୍ୟା ବୁଝି ବ୍ୟକ୍ତିଗତସ୍ତରରେ ସମାଧନ କରିବା ପାଇଁ ଚେଷ୍ଟାକର। ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଗସ୍ତକରି ନିଜ ବିଭାଗର କାର୍ଯ୍ୟ କିପରି…

7 years ago

ଶୁକ୍ରବାରରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ: ୨ ଦିନ ଛୁଟି ପରେ ୧୫ରେ ଚାଲିବ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଗୋଟିଏ ଦିନ ପରେ ୧୩ ଓ ୧୪ ତାରିଖ ମାସର ଦ୍ୱିତୀୟ ଶନିବାର ଏବଂ…

7 years ago

ବେଦିରେ ବସିବା ପୂର୍ବରୁ ବନ୍ଧାହେଲା କୋକେଇ

କେନ୍ଦୁଝର,୧୧।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା କେନ୍ଦୁଆ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସନ୍ଧ୍ୟାରେ ବରବେଶ ହେବାକୁ ଥିବା ଜଣେ ଯୁବକ ବିଦ୍ୟୁତ…

7 years ago