Home

ପ୍ରଶାସନିକସ୍ତରରେ ଅଦଳବଦଳ: ବଦଳିଲେ ସୁନ୍ଦରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର ଜିଲାପାଳ; ବିବାଦୀୟ ରଶ୍ମିତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟ ସରକାର ଶନିବାର ପ୍ରଶାସନିକସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୫ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ…

7 years ago

ଓଡ଼ିଆ ଆଇପିଏସ୍‌ ଅଫିସର ତାମିଲନାଡୁ ଡିଜିପି

ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଓଡ଼ିଆ ଆଇପିଏସ୍‌ ଅଫିସର ଜଳଦ କୁମାର ତ୍ରିପାଠୀ ତାମିଲନାଡୁର ନୂତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ହୋଇଛନ୍ତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ନିଯୁକ୍ତି ଦେଇଥିବାନେଇ…

7 years ago

୫ ଦିନ ପରେ ବାଜିବ ରେଭେନ୍‌ଶା ରେଡ଼ିଓ: କଟକ ଶୁଣୁଥିଲା, ଏବେ ଭୁବନେଶ୍ୱର ଶୁଣିବ

କଟକ ଅଫିସ,୩୦ା୬: ଆଉ ୫ ଦିନ ପରେ ବାଜିବ ରେଭେନ୍‌ଶା ରେଡିଓ। ୪ବର୍ଷ ଧରି ଖତ ହୋଇ ପଡ଼ିବା ପରେ ଏବେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୁନଃକାର୍ଯ୍ୟକ୍ଷମ କରିବାର…

7 years ago

ରଥଯାତ୍ରାକୁ ଆଉ ୪ଦିନ ବାକି: ଅଶାନ୍ତ ହେଲା ପୁରୀ ସହର; ତେଜରାତି ଦୋକାନୀଙ୍କୁ ଗୁଳିମାଡ଼

ପୁରୀ ଅଫିସ,୩୦ା୬: ରଥଯାତ୍ରାକୁ ଆଉ ମାତ୍ର ୪ଦିନ ବାକି ଥିବାବେଳେ ଅଶାନ୍ତ ହୋଇପଡ଼ିିଛି ପୁରୀ ସହର। ଗୋଟିଏ ପଟେ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ପୋଲିସ…

7 years ago

ପେହଲୁଙ୍କ ବିରୋଧରେ ମରଣୋତ୍ତର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୩୦ା୬(ଆଇଏଏନ୍‌ଏସ୍‌): ଗୋରୁ ଚୋରାଚାଲାଣ ଅଭିଯୋଗରେ ରାଜସ୍ଥାନ ପୋଲିସ ଶନିବାର ମୃତ ପେହଲୁ ଖାନ୍‌ଙ୍କ ସମେତ ତାଙ୍କର ଦୁଇପୁଅଙ୍କ ନାଁରେ ଚାର୍ଜଶିଟ୍‌ ଦାଖଲ କରିଥିବା ଖବର ପ୍ରକାଶ ପାଇବା…

7 years ago

୨୬ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ ନିଜକୁ…

7 years ago

୩୧ ନିୟୁତ ପାଉଣ୍ଡ ଧରି ଦୁବାଇ ଯୁବରାଣୀ ଫେରାର

ଲଣ୍ଡନ,୩୦ା୬(ଆଇଏଏନ୍‌ଏସ୍‌): ବିବାହ ବିଚ୍ଛେଦ ପରେ ଦୁବାଇର ଶାସକ ଶେଖ୍‌ ମହମ୍ମଦ ବିନ୍‌ ରଶିଦ୍‌ ଅଲ୍‌ ମକତୁମ୍‌ଙ୍କ ଷଷ୍ଠ ସ୍ତ୍ରୀ ଯୁବରାଣୀ ହାୟା ବିଣ୍ଟ୍‌ ଅଲ୍‌ ହୁସେନ୍‌ ୩୧…

7 years ago

ମାର୍କ ଟୁଲିଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ଲଣ୍ଡନ,୩୦ା୬(ପି.ଟି.):ବିଶିଷ୍ଟ ବ୍ରିଟେନ ଖବରଦାତା ସାର୍‌ ମାର୍କ ଟୁଲିଙ୍କୁ ବ୍ରିଟିଶ-ଭାରତ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ‘ଜୀବନବ୍ୟାପୀ ସଫଳତା ପୁରସ୍କାର’ ମିଳିଛି। ଟୁଲି ବିବିସିର ପୂର୍ବତନ ବ୍ୟୁରୋ ଚିଫ୍‌…

7 years ago

ମାଲୟାଲମ୍‌ ଫିଲ୍ମ ନିର୍ମାତା ବାବୁ ନାରାୟଣନ୍‌ଙ୍କ ପରଲୋକ

ଥ୍ରିସୁର(କେରଳ),୩୦ା୬(ପି.ଟି.): ଜନପ୍ରିୟ ମାଲୟାଲମ୍‌ ଫିଲ୍ମ ନିର୍ମାତା ବାବୁ ନାରାୟଣନ୍‌ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୫୯ବର୍ଷ ହୋଇଥିଲା। ସେ କିଛିଦିନ ହେଲା କ୍ୟାନ୍‌ସର ପୀଡିତ ହୋଇ ହସ୍ପିଟାଲ୍‌ରେ…

7 years ago

କଂଗ୍ରେସ ନେତା ବିକାଶ ଚୌଧୁରୀ ହତ୍ୟା ମାମଲା : ୟୁପିରେ ୩୫ କଂଗ୍ରେସ ନେତାଙ୍କ ଇସ୍ତଫା

ଚଣ୍ଡିଗଡ଼, ୩୦ା୬ (ପି.ଟି.): ହରିୟାଣା କଂଗ୍ରେସ ନେତା ବିକାଶ ଚୌଧୁରୀ ହତ୍ୟା ମାମଲାରେ ଶନିବାର ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ଗ୍ୟାଙ୍ଗଷ୍ଟର କୌଶଲ୍‌ଙ୍କ ସ୍ତ୍ରୀ…

7 years ago