ଲଣ୍ଡନ,୨୭।୬: ଅତ୍ୟଧିକ ଶାରୀରିକ ଶ୍ରମ ଯୋଗୁ ଭାରତୀୟ ଗ୍ରାମୀଣ ମହିଳା ରୁଗ୍ଣ ହେବାରେ ଲାଗିଛନ୍ତି। ଏହା ସହିତ ଉପଯୁକ୍ତ ପୋଷଣର ଅଭାବ ଯୋଗୁ ଏଭଳି ମହିଳାଙ୍କ ମୃତ୍ୟୁ…
ଆଣ୍ଟାନାନାରିଭୋ,୨୭।୬: ମାଡାଗାସ୍କରର ମହାମାସିନା ଷ୍ଟାଡିୟମରେ ସ୍ବାଧୀନତା ଦିବସ ପାଳନ ଅବସରରେ ଦଳଚକଟା ହେବାରୁ ଅତି କମ୍ରେ ୧୫ ଜଣଙ୍କ ମୃତ୍ୟୁ ହେବା ସହ ୭୫ରୁ ଊର୍ଦ୍ଧ୍ୱ ଆହତ…
କାକଟପୁର,୨୭।୬(ଡି.ଏନ୍.ଏ.): ପ୍ରାଥମିକ ବିଦ୍ୟାଳୟରେ ୧୦ରୁ କମ୍ ଛାତ୍ରୀଛାତ୍ର ପାଠ ପଢ଼ୁଥିଲେ, ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦିଆଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବନ୍ଦ କରିଦିଆଯାଇଥିବା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନଙ୍କୁ…
ଓ୍ବାଶିଂଟନ,୨୭।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ସୋସିଆଲ୍ ମିଡ଼ିଆକୁ ଧମକ୍ ଦେଇଛନ୍ତି। ଗୁଗୁଲ, ଫେସବୁକ୍ ଓ ଟୁଇଟର୍ ଉପରେ ମକଦମା ଚଳାଇବାକୁ ସେ ଚେତାବନୀ ଦେଇଛନ୍ତି। ଫୋକସ୍…
ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଗୁରୁବାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆ ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦ…
ଓ୍ବାଶିଂଟନ୍, ୨୭।୬: ଆମେରିକାର ଜର୍ଜିଆ ସହରରେ ଏକ ପ୍ଲାଷ୍ଟିକ୍ ବ୍ୟାଗରୁ ୨୧ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଆମେରିକା ପୋଲିସ ଶିଶୁକନ୍ୟାଟିର ନାମ ‘ଇଣ୍ଡିଆ’ ରଖିଛି। ଶିଶୁଟିର ମା’ଙ୍କୁ…
ବେଙ୍ଗାଲୁର୍, ୨୭।୬: ଭାରତୀୟ ଗବେଷକ ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କରିଛନ୍ତି। ଏହି ଇକ୍ରୋ-ଫେଣ୍ଡଲି ଉତ୍ପାଦ ଲୁହାରେ କଳଙ୍କି ହେବାକୁ ଦେଇ ନ ଥାଏ ବୋଲି…
କୋଲକାତା, ୨୭।୬: ପଶ୍ଚିମବଙ୍ଗରେ ଭାଜପାକୁ ମାତ୍ ଦେବା ପାଇଁ ମମତା ବିପକ୍ଷ ଦଳର ସହଯୋଗ ଲୋଡିଛନ୍ତି। କିନ୍ତୁ କଂଗ୍ରେସ ଏବଂ ସିପିଏମ୍ ଏଥିରେ ମମତାଙ୍କୁ ସହଯୋଗ କରିବେ…
ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରରେ ଦୁଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍ ହୋଇଛି। ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଏପରି ହୋଇଥିବା କୁହାଯାଉଛି। ସ୍ଥାନୀୟ ବାଘମା ବିଜ୍ବେହାରଠାରେ ହିଜ୍ବୁଲ୍ ମୁଜାହିଦ୍ଦିନ୍ର ୫ରୁ…
ତେହେରାନ,୨୭ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଆମେରିକା ସେନାର ଏକ ଡ୍ରୋନକୁ ଇରାନ…