ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ କାର୍ଯ୍ୟ କରିବା ସମୟସୀମା ବୃଦ୍ଧି କରାଯାଇଛି। ଏଣିକି ସମସ୍ତ କର୍ମଚାରୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ମିନିଟ୍ ଯାଏ…
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜନୀତିରେ ସବୁକିଛି ସମ୍ଭବ। ଏଠି କେହି କାହାର ଚିର ଶତ୍ରୁ କିମ୍ବା ମିତ୍ର ନୁହନ୍ତି। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ ପ୍ରାର୍ଥୀ…
ସାଉଥାମ୍ପ୍ଟନ,୨୩।୬(ପି.ଟି.)- ଚଳିତ ବିଶ୍ୱକପ୍ରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ୍ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚ୍ରେ…
ସାଉଥାମ୍ପ୍ଟନ, ୨୩।୬ (ପି.ଟି.)- ବିଶ୍ୱକପ୍ରେ ହ୍ୟାଟ୍ରିକ ଉଇକେଟ ହାସଲ କରିବାରେ ମହମ୍ମଦ ସାମି ଭାରତର ଦ୍ୱିତୀୟ ବୋଲର ସାବ୍ୟସ୍ତ ହୋଇଛନ୍ତି। ପୂର୍ବରୁ ଚେତନ ଶର୍ମା ୧୯୮୭ ବିଶ୍ୱକପ୍ରେ…
ଲଣ୍ଡନ, ୨୩ା୬ (ପି.ଟି.)-ରବିବାର ଖେଳାଯିବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ତାଙ୍କ ଦଳ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଆଶା…
କାମାକ୍ଷାନଗର, ୨୩।୬ (ଡି.ଏନ୍.ଏ.) - ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଶହୀଦ ଅଜିତ ସାହୁଙ୍କ ପରିବାରକୁ ଶନିବାର ଅପରାହ୍ନରେ ଭେଟିଛନ୍ତି ଏମ୍ପି ମହେଶ ସାହୁ। ଏପରି…
ଢେଙ୍କାନାଳ ଅଫିସ, ୨୩।୬ - ହାତୀ ପାଇଁ ସାରା ଦେଶରେ ନଁା କରିଛି ଢେଙ୍କାନାଳ। ରାଜ୍ୟରେ ସାତକୋଶିଆ ପରେ ହାତୀସଂଖ୍ୟାରେ ଜିଲାକୁ ମିଳିଛି ଦ୍ୱିତୀୟ ସ୍ଥାନ। ଅନ୍ୟପଟେ…
ସାଉଥାମ୍ପ୍ଟନ,୨୩।୬(ପି.ଟି.)- ଆଇସିସି ବିଶ୍ୱକପ୍ରେ ଭାରତ ଏହାର ୫୦ତମ ମ୍ୟାଚ୍ ବିଜୟ ଲାଭ କରିଛି। ଶନିବାର ଆଫଗାନିସ୍ତାନକୁ ରୋମାଞ୍ଚକ ଭାବେ ୧୧ ରନରେ ପରାସ୍ତ କରି ବିରାଟ କୋହଲିଙ୍କ…
ମାଞ୍ଚେଷ୍ଟର, ୨୩ା୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍ରେ ଅଧିତ୍ନାୟକ କେନ୍ ଓ୍ବିଲିୟମସନଙ୍କ କ୍ୟାରିୟର ଶ୍ରେଷ୍ଠ ୧୪୮ ରନ ସହାୟତାରେ ନ୍ୟୁଜିଲାଣ୍ଡ ୫…
ବ୍ରହ୍ମପୁର ଅଫିସ,୨୩ା୬-ବ୍ରହ୍ମପୁରର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ତଥା ଛକରେ ସୁଧୁରିବ ଟ୍ରାଫିକ ସମସ୍ୟା ା ଏନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି ା…