କେନ୍ଦ୍ରାପଡା ଅଫିସ, ୨୦।୬: ଗ୍ୟାଙ୍ଗ୍ଷ୍ଟର ଟିଟୋ ଓରଫ ସୟଦ ଉସ୍ମାନ ଅଲ୍ଲୀଙ୍କୁ ଲାଗିଛି ଆଉ ଏକ ଝଟକା। କଣ୍ଟ୍ରାକ୍ଟର ରନ୍ଥା ଓରଫ ଶିବପ୍ରସାଦ ପରିଡ଼ାଙ୍କ ଅପହରଣ ମାମଲାରେ…
ଜେନେଭା,୨୦ା୬(ଆଇଏଏନ୍ଏସ୍): ହିଂସାକାଣ୍ଡ, ମାଲିମକଦ୍ଦମା, ବିବାଦ ଆଦି ବିଭିନ୍ନ କାରଣରୁ ୨୦୧୮ରେ ସାରା ବିଶ୍ୱରୁ ୭ କୋଟିରୁ ଅଧିକ ଲୋକ ଦେଶାନ୍ତର ହେବାକୁ ବାଧ୍ୟ ହୋଇଛନ୍ତି। ଗତ ୭୦…
ବିଞ୍ଝାରପୁର,୧୯ା୬(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସୟଦପୁରସ୍ଥିତ ବ୍ରଜସୁନ୍ଦର ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ୧୯୮୬ ମାଟ୍ରିକ୍ ବ୍ୟାଚ୍ ଛାତ୍ରୀଛାତ୍ରଙ୍କ ବାର୍ଷିକ ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ…
ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ହେଉଥିବାରୁ ଆର୍ଥିକ ଓ ପ୍ରଶାସନିକ ବୋଝ ବଢ଼ୁଛି। ଏହାକୁ ଏଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ଏକକାଳୀନ…
ବିରିଡ଼ି,୨୦।୬(ଡି.ଏନ.ଏ.): ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସଙ୍କୁ ଜଳସମ୍ପଦ ବିଭାଗ ମନ୍ତ୍ରୀ ପଦ ମିଳିବା ପରେ ଜଗତସିଂହପୁର ଜିଲାରେ ଏହି ବିଭାଗର କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କଠାରୁ…
ପାରାଦୀପ,୨୦ା୬(ସ୍ବ.ପ୍ର.): ଦୀର୍ଘଦିନର ନୀରବତା ପରେ ଏବେ ପୁଣି ଥରେ ପାରାଦୀପ ବିଜେଡି ରାଜନୀତି ସରଗରମ ହୋଇଛି। ପୂର୍ବରୁ ଦୀର୍ଘ ୨ ଦଶନ୍ଧୀ ଧରି ବରିଷ୍ଠ ନେତା ଦାମୋଦର…
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ। ସୂଚନା…
ଗଣିଆ,୨୦।୬(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବଜାରରୁ ବୁଧବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ୨ମହିଳାଙ୍କଠାରୁ ଟଙ୍କା ଲୁଟ୍ କରି ଫେରାର ହୋଇଯାଇଛନ୍ତି। ଲୁଟ୍ର ଶିକାର ମହିଳାଦ୍ୱୟ ହେଲେ ଗଣିଆ…
ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
ନଟିଂହାମ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍ର ୨୬ତମ ମ୍ୟାଚ୍ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଦମ୍ଦାର ପ୍ରଦର୍ଶନ କରୁଥିବା ବାଂଲାଦେଶ ପରସ୍ପରକୁ ଭେଟିବେ। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍ ଗ୍ରାଉଣ୍ଡରେ ଖେଳାଯିବାକୁ…