Home

କୁମ୍ଭୀରକୁ ଗିଳିଲା ଅଜଗର, ସୋସିଆଲ ମିଡିିଆରେ ଫଟୋ ଭାଇରାଲ

କୁମ୍ଭୀରକୁ ପାଣିର ରାଜା କୁହାଯାଏ। କାରଣ ଏହାର ଅଞ୍ଚଳକୁ କେହି ଯଦି ଯାଏ ତେବେ ତା’ ପାଟିରୁ ବଞ୍ଚିବା ଅସମ୍ଭବ ହୋଇପଡ଼େ। କିନ୍ତୁ ଏକ ଅଜଗର ପାଖରେ…

7 years ago

କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଦାବି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଓ…

7 years ago

ମୋଦି ସରକାରଙ୍କ ଶହେ ଦିନର ବଡ଼ ଯୋଜନା: ୧୬୭ କାର୍ଯ୍ୟକୁ ଗୁୁରୁତ୍ୱ; ୩ ଲକ୍ଷ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ଶହେ ଦିନ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି କ୍ରମରେ ସରକାର ୧୬୭ କାର୍ଯ୍ୟକୁ…

7 years ago

କର୍ନାଟକର ଆଉ ୫ କଂଗ୍ରେସ ବିଧାୟକ ଗଲେ ସୁପ୍ରିମକୋର୍ଟ

ବେଙ୍ଗାଲୁରୁ,୧୩।୭: କର୍ନାଟକର ମେଣ୍ଟ ସରକାର ସଙ୍କଟରେ ଥିବା ବେଳେ ଅସନ୍ତୁଷ୍ଟ କଂଗ୍ରେସ ବିଧାୟକଙ୍କ ଇସ୍ତଫା ପତ୍ରକୁ ନେଇ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ପୂର୍ବରୁ କୋର୍ଟ ଏହି ମାମଲାରେ…

7 years ago

ଏଣିକି ଅନ୍‌ଲାଇନ୍‌ରେ ହେବ ଓଟିଇଟି: ୧୫ରୁ ଫର୍ମ ପୂରଣ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଏଣିକି ଅନ୍‌ଲାଇନ୍‌ରେ ହେବ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)। ପଶ୍ନପତ୍ର ଲିକ୍‌ ଯୋଗୁ ଓଟିଇଟି ବାତିଲ ହେବା ପରେ ବୋର୍ଡ ପକ୍ଷରୁ ଏପରି ନିଷ୍ପତ୍ତି…

7 years ago

ଭିଡ଼ହିଂସାର ଶିକାର ହେଉଛନ୍ତି ପୋଲିସ: ମାୟାବତୀ

ଲକ୍ଷ୍ନୌ,୧୩।୭: ଭିଡ଼ହିଂସା କବଳରେ ସାଧାରଣ ଲୋକେ ପଡ଼ିବା ସହିତ ଏଥିରୁ ପୋଲିସ କର୍ମଚାରୀ ମଧ୍ୟ ନିସ୍ତାର ପାଉ ନାହାନ୍ତି। ଏବେ ରକ୍ଷକଙ୍କୁ ଭିଡ଼ହିଂସାର ସମ୍ମୁଖୀନ ହେବାକୁ ପଡୁଛି…

7 years ago

ଭିଜିଲାନ୍ସ ଜାଲରେ ପୁରୀ ଡିଇଓ: ୧ ଲକ୍ଷ ୧୧ ହଜାର ଟଙ୍କା, ବୋଲେରୋ ଜବତ

ପୁରୀ ଅଫିସ,୧୩ା୭: ପୁରୀ ଜିଲା ଶିକ୍ଷାଧିକାରୀ (ଡିଇଓ) ହୃଷୀକେଶ କାଣ୍ଡି ପୁରୀ ଭିଜିଲାନ୍ସ ଦ୍ୱାରା ଶନିବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ତାଙ୍କ ନିକଟରୁ ୧ ଲକ୍ଷ ୧୧…

7 years ago

୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ନିର୍ଦ୍ଦେଶ

ଡେରାଡୁନ୍‌, ୧୩।୭: ଉତ୍ତରାଖଣ୍ଡର ଋଷିକେଶଠାରେ ଗଙ୍ଗାନଦୀ ଉପରେ ଥିବା ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ…

7 years ago

ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍‌ କଲା ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌ ଦେଇ ଏକ ଅଡ଼ି କାର୍‌ ଶନିବାର ଭୋର୍‌ ୪ଟାରେ ଷ୍ଟଣ୍ଟ୍‌ କରିଛି। କାରଟି ସଂସଦ ଭବନ ସମ୍ମୁଖ…

7 years ago

ବିବାହ ପରେ ନଓ୍ବାବଙ୍କ ଭାଗ୍ୟ ବଦଳିଲା: ରଜନୀକାନ୍ତଙ୍କ ଫିଲ୍ମରେ ମିଳିଲା ଅଫର

ବଲିଉଡ୍‌ରେ କେତେବେଳେ କ’ଣ ଘଟିଥାଏ ତାହା ପୂର୍ବରୁ କହିବା କଷ୍ଟକର। ଏମିତି କିଛି ଘଟିଛି ଅଭିନେତା ନଓ୍ବାବ ଶାହଙ୍କ ସହ। ନିକଟରେ ସେ ଅଭିନେତ୍ରୀ ପୂଜା ବାତ୍ରାଙ୍କ…

7 years ago