Home

ଦେଢ ବର୍ଷ ହେଲା ବସ୍ତ୍ର ବିତରଣ କେନ୍ଦ୍ରରେ ପଡ଼ିଛି ତାଲା

ବଡବିଲ, ୧୧।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ତହସିଲ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ବ୍ୟବହାର ଉପଯୋଗୀ ବସ୍ତ୍ର ଓ ଆସବାବପତ୍ର ଦାତାଙ୍କ ଠାରୁ ଗ୍ରହଣ କରାଯାଇ ଗରିବ ଓ…

7 years ago

ଜାଡେଜାଙ୍କୁ କ୍ଷମା ମାଗିଲେ ମଞ୍ଜରେକର

ମାେଷ୍ଟେର,୧୧।୭(ପି.ଟି.)- ଶେଷରେ ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଞ୍ଜରେକର ତାରକା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ କ୍ଷମା ମାଗିଛନ୍ତି। ଜାଜେଡାଙ୍କ ବିରୋଧରେ ମନ୍ତବ୍ୟ ଦେବାପରେ ମଞ୍ଜରେକର ବେଶ୍‌ ବିବାଦୀୟ ହୋଇ…

7 years ago

ଧୋନୀଙ୍କୁ ଲତା ମଙ୍ଗେସ୍କରଙ୍କ ସମର୍ଥନ

ମୁମ୍ବାଇ,୧୧।୭ (ପି.ଟି.)- ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀଙ୍କ ପାଇଁ ଏବେ କୋକିଳ କଣ୍ଠୀ ଲତା ମଙ୍ଗେସ୍କର ବାହାରିଛନ୍ତି। ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ପରେ ଏବେ ଟିମ୍‌ ଇଣ୍ଡିଆ…

7 years ago

ବର୍ଷରେ ଏହି ଦିନ ଗାଁରେ ରହିଲେ ମୃତ୍ୟୁ ହୁଏ ବୋଲି ବିଶ୍ୱାସ କରି ଘର ଛାଡନ୍ତି ଲୋକେ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ ହୋଇଥାଏ। ଏସବୁ ପରମ୍ପରା ପଛରେ ଅନେକ କାହାଣୀ ରହିଥାଏ। ଉତ୍ତରପ୍ରଦେଶ ମହାରାଜଗଞ୍ଜ୍‌ ଜିଲା ବେଲଓ୍ବା ଚୌଧୁରୀ ଗାଁରେ…

7 years ago

ବିବାହ ସମୟରେ ପହଞ୍ଚିଲେ ପ୍ରେମିକା: ୨ଶହ ବରଯାତ୍ରୀ ସହ ବରଙ୍କୁ ଅଟକ ରଖିଲେ କନ୍ୟାପକ୍ଷ

ଭୋପାଳ,୧୧।୭: ଉତ୍ତରପ୍ରଦେଶରେ ଏକ ବିବାହ ଉତ୍ସବରେ ଅଘଟଣ ଘଟିଥିବା ପଦାକୁ ଆସିଛି। ବର ବିବାହ ହେବାକୁ ଯାଇଥିବା ବେଳେ କନ୍ୟାପକ୍ଷ ବରଯାତ୍ରୀଙ୍କୁ ଅଟକ ରଖିଥିବା ଘଟଣା ସାମ୍ନାକୁ…

7 years ago

ମଝିଆକାଶରେ ବିମାନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି

ଆଟ୍‌ଲାଣ୍ଟା,୧୧।୭: ଡେଲ୍‌ଟା ଏୟାରଲାଇନ୍ସ ବିମାନ ୧୪୨୪ ଆଟ୍‌ଲାଣ୍ଟାରୁ ବାଲ୍‌ଟିମୋରକୁ ଉଡାଣ କରିଥିଲା। ହେଲେ ମଝିଆକାଶରେ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ବିମାନ କାର୍ଯ୍ୟକ୍ଷମ ହୋଇପାରି ନ ଥିଲା।…

7 years ago

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ି ଜଣେ ମୃତ

ସାକ୍ଷୀଗୋପାଳ,୧୧।୭(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ରେଳଷ୍ଟେଶନରେ ନୟାଗଡ଼ - ପୁରୀ ପାସେଞ୍ଜର ଟ୍ରେନରୁ ଖସିପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଥାନା ବେଗୁନିଆ…

7 years ago

ସଂସଦ ଭବନ ପରିସରରେ ଫୁଟବଲ ଖେଳିଳେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୧୧।୭: ତ୍ରୁଣ ମୂଳ କଂଗ୍ରେସ୍‌ ଏମ୍‌ପି ପ୍ରସୁନ ବାନାର୍ଜୀ ଗୁରୁବାର ସଂସଦ ଭବନ ପରିସରରେ ଯେତେବେଳେ ଫୁଟବଲ ଖେଳିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ବାନାର୍ଜୀ ଅନ୍ତର୍ଜାତୀୟ…

7 years ago

ମସ୍କୋ ଥର୍ମାଲ ପାଓ୍ବାର ଷ୍ଟେଶନରେ ଭୟାବହ ଅଗ୍ନିକାଣ୍ଡ: ୫୦ ମିଟର ଉଚ୍ଚକୁ ଉଠିଲା ନିଆଁ

ମସ୍କୋ,୧୧।୭: ରୁଷ ରାଜଧାନୀ ମସ୍କୋର ମିଟିଶ୍ଚି ନିକଟରେ ଥିବା ଥର୍ମାଲ ପାଓ୍ବାର ପ୍ଲାଣ୍ଟରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଏହି ନିଆଁ ଏତେ ଭୟଙ୍କର…

7 years ago

ନକଲି ଡିଗ୍ରୀ ମାମଲା: ଅଭିଷେକ ବାନାର୍ଜୀଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧୧।୭: ତ୍ରୁଣ ମୂଳ କଂଗ୍ରେସ ଏମ୍‌ପି ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀଙ୍କୁ ଦିଲ୍ଲୀର ଏକ ସ୍ପେଶାଲ କୋର୍ଟ ନୋଟିସ ଜାରି କରିଛନ୍ତି।…

7 years ago