ସକାଳୁ ଖାଲି ପେଟରେ ଗ୍ଲାସେ ଉଷୁମ ପାଣି ପିିଇଲେ ଅନେକ ସୁଫଳ ମିଳିଥାଏ। ଏହା ମ୍ୟୁକୋଲାଇଟିସ୍ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା ଫୁସ୍ଫୁସ୍ରେ ଜମିଥିବା କଫ ତରଳି…
ମାଞ୍ଚେଷ୍ଟର, ୧୬।୬:ଓଲ୍ଡ ଟ୍ରାଫର୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଛି ହାଇଭୋଟଟେଜ୍ ମ୍ୟାଚ୍। ଭାରତର ୩୩୭ରନ୍ର ବିଶାଳ ଲକ୍ଷ୍ୟକୁ ପିଛା କରୁଥିବା ପାକସ୍ତାନକୁ ପ୍ରାରମ୍ଭରୁ ଝଟକା ଲାଗିଛି।…
ନୂଆଦିଲ୍ଲୀ, ୧୬ା୬ (ପି.ଟି.)- ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଜିନସନ ଜନସନ ୧୫୦୦ ମିଟର ଦୌଡ଼ରେ ନିଜ ଜାତୀୟ ରେକର୍ଡକୁ ଭଙ୍ଗ କରିଦେଇଛନ୍ତି। ଭାରତର ଏହି…
ଗୋପ, ୧୬।୬(ଡି.ଏନ୍.ଏ.)-ସାଙ୍ଗ ସାଥୀଙ୍କ ସହ ରଜ ସଂକ୍ରାନ୍ତିରେ କୋଣାର୍କ ବୁଲିବାକୁ ଆସିଥିବା ଜଣେ କଲେଜ ଛାତ୍ରଙ୍କର ରବିବାର ସମୁଦ୍ରରେ ବୁଡ଼ି ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…
ପୁରୀ ଅଫିସ, ୧୬ା୬: ଦବସ୍ନାନ ପୂର୍ଣ୍ଣିମା ସହ ସୋମବାର ମହାପ୍ରଭୁଙ୍କ ହାତୀବେଶ ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ ହେବ। ଭିଡ଼,…
ପୁରୀ ଅଫିସ, ୧୬ା୬: ଏଥର ସ୍ନାନମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ଜଗତଗୁରୁ ଶଙ୍କରାଚାର୍ଯ୍ୟ। ଗୋବର୍ଦ୍ଧନ ମଠର ପ୍ରବକ୍ତା ମନୋଜ ରଥଙ୍କ ସୂଚନା ମୁତାବକ, ନିକଟରେ ଜଗତ୍ଗୁରୁ…
ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ। ବନ୍ୟପ୍ରାଣୀ…
ସ୍ବପ୍ନ କିଏ ବା ନ ଦେଖେ? କିନ୍ତୁ ଏହା କେତେ ବାସ୍ତବତାର ରୂପ ନିଏ ତାହା ଭିନ୍ନ କଥା, ହେଲେ କେତେକ ଏହି ସ୍ବପ୍ନକୁ ନେଇ ଭାବନା…
ମାଞ୍ଚେଷ୍ଟର, ୧୬।୬:ଓଲ୍ଡ ଟ୍ରାଫର୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ଏକ ମ୍ୟାଚ୍ରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଇତିହାସ ରଚିଛନ୍ତି। ଏକଦିବସୀୟ କ୍ରିକେଟରେ କମ୍…
ମାଞ୍ଚେଷ୍ଟର, ୧୬।୬: ଓଲ୍ଡ ଟ୍ରାଫର୍ଡରେ ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲଟେଜ ମ୍ୟାଚ୍ ଖେଳାଯାଉଛି। ଟସ୍ ହାରି ପ୍ରଥମେ…