Home

ଉତ୍ତମ ଅଭିନୟର ଅବସାନ: ମନୋରଞ୍ଜନ ଜଗତରେ ଶୋକର ଛାୟା

ଗୁରୁଗ୍ରାମ(ଏଜେନ୍ସି),୨୮।୨:ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତିଙ୍କର ଗୁରୁବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍‌ ରୋଗରେ…

1 year ago

ଅନ୍ୟ ଜାତିରେ ବିବାହ: ମୃତଦେହକୁ ମିଳିଲାନି କାନ୍ଧ

ବଇଣ୍ଡା, ୨୮ା୨(ପରିକ୍ଷିତ ସାହୁ):ରକ୍ତ ସମ୍ପର୍କ ଉପରେ ଭାରିପଡ଼ିଗଲା ଜାତିପ୍ରଥା। ସମାଜରୁ ବାସନ୍ଦ ଓ ଜରିମାନା ଭୟରେ ପାଖ ମାଡ଼ିଲେନି କେହି। ମୃତଦେହକୁ କାନ୍ଧ ଦେବା ତ ଦୂରର…

1 year ago

ଚନ୍ଦ୍ରର ସ୍ପଷ୍ଟ ଚିତ୍ର ପଠାଇଲା ‘ବ୍ଲ୍ୟୁ ଘୋଷ୍ଟ’

ଓ୍ବାଶିଂଟନ୍‌, ୨୮।୨:ଆମେରିକୀୟ ଘରୋଇ ଏରୋସ୍ପେସ୍‌ କମ୍ପାନୀ ‘ଫାୟାରଫ୍ଲାଏ ଏରୋସ୍ପେସ୍‌’ର ‘ବ୍ଲ୍ୟୁ ଘୋଷ୍ଟ’ ମହାକାଶ ଯାନ ଚନ୍ଦ୍ରପୃଷ୍ଠରେ ନିଜ ଲକ୍ଷ୍ୟର ନିକଟତର ହେବାରେ ଲାଗିଛି। ଅବତରଣ କରିବାର କିଛିଦିନ…

1 year ago

ସପ୍ତମ ବେତନ ହାରରେ ଦରମା ଦାବି:ଧାରଣାରେ ବସିଲେ ପ୍ୟାକ୍ସ କର୍ମଚାରୀ

ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ):ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ କାର୍ଯ୍ୟରତ କର୍ମଚାରୀମାନେ ବିଭିନ୍ନ ଦାବି ନେଇ ଗୁରୁବାର ବରଗଡ଼ ଉପ ନିବନ୍ଧକ, ସମବାୟ ସମିତି ସମୂହଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ…

1 year ago

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଥରିଲା କୋଠା, ଦେଖନ୍ତୁ ଭିଡିଓ

କାଠମାଣ୍ଡୁ,୨୮।୨: ନେପାଳରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରହିଛି। ସମଗ୍ର ହିମାଳୟ ଅଞ୍ଚଳରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି।…

1 year ago

ବାବୁସାନଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୮ା୨: ଓଲିଉଡ୍ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପୁଅ…

1 year ago

ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଆ ସିନେ ଜଗତର ଧ୍ରୁବତାରା…

ଭୁବନେଶ୍ୱର,୨୮ା୨: ଓଡ଼ିଆ ସିନେ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ…

1 year ago

ଆଉ ନାହାନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

ଭୁବନେଶ୍ୱର,୨୭।୨: ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ…

1 year ago

୭୮ ବର୍ଷ ପରେ ଚକରା ଘାଟି ମନେପଡ଼ିଲା: ବିଧାୟକ,ଆରସିସିଏଫ ଉନ୍ନୟନ କାର୍ଯ୍ୟ ତଦାରଖ କଲେ

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ):ଘୁମୁସର ବୀର ଚକରା ବିଷୋୟୀଙ୍କ ସ୍ମୃତିକୁ ବଜାୟ ରଖିବା ପାଇଁ ଦେଶ ସାଧୀନତାର ୭୮ ବର୍ଷ ପରେ ବର୍ତ୍ତମାନର ଭାଜପା ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।…

1 year ago

ଅନ୍ତଃବସ୍ତ୍ର ପିନ୍ଧିବାକୁ ନେଇ ଏହି ଦେଶରେ ଅଛି ସ୍ବତନ୍ତ୍ର ଆଇନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଦୈନନ୍ଦିନ ଜୀବନରେ କିଛି ଜିନିଷ ମଣିଷ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଯେପରି ପ୍ରତ୍ୟେକ ବ୍ୟକ୍ତି ସକାଳେ ଉଠିବା ସମୟରେ ବ୍ରଶ ନିହାତି ଆବଶ୍ୟକ। ସେହିପରି ଗାଧୋଇବା ସମୟରେ…

1 year ago