ନୂଆଦିଲ୍ଲୀ,୧୩।୨: ୨୦୨୫ରେ ସରକାର ମଧ୍ୟବିତ୍ତ ବର୍ଗଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ନିଷ୍ପତ୍ତି ନେଉଛନ୍ତି। ବଜେଟରେ ଟିକସ ହ୍ରାସଠାରୁ ଆରମ୍ଭ କରି ରିଜର୍ଭ ବ୍ୟାଙ୍କ ଦ୍ୱାରା…
ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ଭାବରେ ଲୋକମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବହୁତ ପସନ୍ଦ କରିଛନ୍ତି, କିନ୍ତୁ ଯଦି ଆଜି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ ଜନସାଧାରଣ କାହାକୁ…
ନୂଆଦିଲ୍ଲୀ,୧୩।୨: ଇଂଲଣ୍ଡ ବିପକ୍ଷରେ ଦିନିକିଆ ସିରିଜ ଜିତିବା ପରେ, ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏକ ବଡ଼ ବୟାନ ଦେଇଛନ୍ତି। ସେ ଚାମ୍ପିଅନ୍ସ ଟ୍ରଫିରେ…
କୋଟପାଡ଼,୧୩।୨: (ରାଜଶେଖର/ଅମିତାଭ ବେହେରା)କୋରାପୁଟ ଜିଲା କୋଟପାଡ଼ ବ୍ଲକ ଅନ୍ତର୍ଗତ ବତାଶନା ପଞ୍ଚାୟତର କାର୍ଯ୍ୟରତ ଏଡିଇଓ ପାର୍ଥସାରଥୀ ବିଶୋଇଙ୍କ ଘରେ ଭିଜିଲାନ୍ସ ଚଡାଉ କରିଛି। ଗୁରୁବାର ସକାଳେ ତାଙ୍କର…
ନୂଆଦିଲ୍ଲୀ, ୧୩।୨: ନୂତନ ଇନ୍କମ୍ ଟାକ୍ସ(ଆଇଟି) ବିଲ୍ ଲୋକ ସଭାରେ ଗୁରୁବାର ଆଗତ ହେବ। ଏହା ପୂର୍ବରୁ ବୁଧବାର ଏହି ବିଲ୍ର ଡ୍ରାଫ୍ଟ ଜାରି କରାଯାଇଛି। ୬୨୨…
ଓ୍ବାଶିଂଟନ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତ ପରେ ଆମେରିକାରେ ପହଞ୍ଚିଛନ୍ତି। ସେ ତାଙ୍କର ଦୁଇ ଦିନିଆ ଗସ୍ତରେ ବୁଧବାର ସାରେ (ଭାରତୀୟ ସମୟ ଅନୁସାରେ ଗୁରୁବାର…
ତିଗିରିଆ, ୧୩ା୨( ଜାଫର ଖଁା ): କଟକ ଜିଲା ତିଗିରିଆ ପଞ୍ଚାୟତ ସମିତିର ସାଧାରଣ ବୈଠକ ବୁଧବାର ଶେଷ କରି ଫେରିଲା ବେଳେ ଶତାଧିକ ଭାଜପା କର୍ମୀ ପୋଲିସ…
କାଏମା,୧୩ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ଚୋରମୁହଁା ପ୍ରକଳ୍ପ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କୁ ସ୍ଥାନୀୟ ଗ୍ରାମର ଜଣେ ଯୁବକ ଗୋଇଠା ମାରିବା ସହ ହତ୍ୟା ଧମକ ଦେଇଥିବା ଥାନାରେ ଅଭିଯୋଗ…
କୁଆଲାଲମ୍ପୁର: ମାଲେସିଆରେ ରହୁଥିବା ଭାରତୀୟ ବଂଶୋଭବ ମହିଳା ରଚେଲ କୌର ପ୍ରାୟ ବର୍ଷେ ଧରି ନିଜ ଘରୁ କର୍ମସ୍ଥଳକୁ ଯିବା ପାଇଁ ଦୈନିକ ୭୦୦ କି.ମି. ବିମାନ…
ତ୍ରିଶୂର,୧୩ା୨: କେରଳର ତ୍ରିଶୂର ଜିଲାସ୍ଥିତ କୋମ୍ବରା ଶ୍ରୀକୃଷ୍ଣ ସ୍ବାମୀ ମନ୍ଦିରକୁ ପ୍ରାଣୀ ସୁରକ୍ଷା ସଙ୍ଗଠନ ପେଟା ଇଣ୍ଡିଆ ଓ ବ୍ରିଟିଶ୍ ଆମେରିକୀୟ ସଙ୍ଗୀତଜ୍ଞ ତଥା ସିତାର ବାଦକ…