ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। କିନ୍ତୁ ଜିଲାର ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି ସମୟରେ ଚାଷୀଙ୍କୁ…
ଭୁବନେଶ୍ୱର,୨୯ା୧(ଅନୁରାଧା ମହାରଣା):ରାଜ୍ୟରେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪.୦ ଡିଗ୍ରୀ ସେଲସିୟସ୍ ଏବଂ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୮.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ…
ନୂଆଦିଲ୍ଲୀ,୨୯।୧: ପ୍ରୟାଗରାଜ ମହାକୁମ୍ଭରେ ଦଳାଚକଟା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୀକ୍ଷ୍ଣ ନଜର ରଖିଛନ୍ତି। ସେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଗୋଟିଏ ଘଣ୍ଟାରେ…
ଶ୍ରୀହରିକୋଟା,୨୯।୧ଭାରତୀୟ ମହାକାଶ ସଂସ୍ଥା ଇସ୍ରୋ ଆଜି ଇତିହାସ ସୃଷ୍ଟି କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଇସ୍ରୋ ଏହାର ୧୦୦ତମ ମିଶନ ଆରମ୍ଭ କରିଛି। ଇସ୍ରୋ ସଫଳତାର ସହ GSLV-F15/NVS-02…
ପ୍ରୟାଗରାଜ,୨୯।୧:ବୁଧବାର ମୌନୀ ଅମାବାସ୍ୟା ଅବସରରେ ମହାକୁମ୍ଭମେଳାର ସଙ୍ଗମ ସ୍ଥଳରେ ଦଳାଚକଟା ହୋଇଛି। ଏହି ଦୁର୍ଘଟଣାରେ ଅନେକ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପ୍ରାୟ ୧୦ ଜଣଙ୍କ…
ରାଜକୋଟ, ୨୮।୧- ଇଂଲଣ୍ଡ ବିପକ୍ଷ ସିରିଜରେ ଚମକୁଛନ୍ତି ଚମତ୍କାର ଫର୍ମରେ ଥିବା ଭାରତ ସ୍ପିନର ବରୁଣ ଚକ୍ରବର୍ତ୍ତୀ । ଏଠାରେ ଖେଳାଯାଇଥିବା ତୃତୀୟ ଟି୨୦ରେ ସେଭଳି କିଛି…
ରାଜକୋଟ, ୨୮।୧- ତୃତୀୟ ଟି୨୦ ଜିତିଲା ଇଂଲଣ୍ଡ। ରାଜକୋଟର ନିରଞ୍ଜନ ଶାହା ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଏହି ମ୍ୟାଚରେ ଇଂଲଣ୍ଡ ୨୬ ରନରେ ଭାରତକୁ ପରାସ୍ତ କରିଛି।…
ନୂଆଦିଲ୍ଲୀ,୨୮।୧: ଚାଇନିଜ ଷ୍ଟାର୍ଟଅପ ‘ଡିପ୍ସିକ୍’ ଆପ୍ ସାରା ବିଶ୍ୱକୁ ଚମକାଇ ଦେଇଛି। ଆପ୍ ଏହାର ନୂତନ ଏଆଇ ମଡେଲଗୁଡ଼ିକୁ ଲଞ୍ଚ କରିଛି, ଯାହା ଚାଟ୍ଜିପିଟି, ଓପନ୍ଏଆଇ ଏବଂ…
ନୂଆଦିଲ୍ଲୀ,୨୮।୧: କନ୍ଜଭେଟିଭ୍ ଆମେରିକୀୟ ବିଶେଷଜ୍ଞ ତଥା ପୂର୍ବତନ ଫକ୍ସ ନ୍ୟୁଜ ଆଙ୍କର୍ ଟକର କାର୍ଲସନ ବାଇଡେନ ପ୍ରଶାସନ ବିରୋଧରେ ଏକ ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି। ବାଇଡେନ ପ୍ରଶାସନ…
ମୁମ୍ବାଇ: ବି-ଟାଉନ୍ର ଡ୍ରାମା କୁଇନ୍ ରାଖୀ ସାଓ୍ବନ୍ତ ପୁଣିଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଦୁଇ ଦୁଇ ଥର ବିବାହରେ ବିଫଳ ହେବା ପରେ ସେ ତୃତୀୟ…