Home

ବ୍ରିଟେନ ରାଜ ପରିବାରରେ ସୁରକ୍ଷାରେ ତ୍ରୁଟି: ଓ୍ବିଣ୍ଡସର କ୍ୟାସେଲରୁ ଚୋରି

ଲଣ୍ଡନ,୧୯।୧୧: ଚୋରମାନେ କିଙ୍ଗ ଚାଲର୍‌ସ ତୃତୀୟଙ୍କ ବିଶାଳ ୱିଣ୍ଡସର୍‌ କ୍ୟାସେଲ ଇଷ୍ଟେଟରୁ ଫାର୍ମ ଗାଡି ଚୋରି କରିଛନ୍ତି। ଏହା ପ୍ରିନ୍ସ ୱିଲିୟମ ଏବଂ କେଟ ମିଡଲେଟନଙ୍କ ପାରିବାରିକ…

1 year ago

ଓ୍ବାଣ୍ଡର୍ଲା ପାର୍କର ଆକର୍ଷଣୀୟ ଅଫର

ଭୁବନେଶ୍ୱର,୧୯।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅନ୍ତଃରାଷ୍ଟ୍ରୀୟ ପୁରୁଷ ଦିବସ ଅବସରରେ ୱାଣ୍ଡର୍ଲା ହଲିଡେଜ ଲିମିଟେଡ ପକ୍ଷରୁ ଏକ ସ୍ବତନ୍ତ୍ର ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା…

1 year ago

‘ଶ୍ରମବୀର ପ୍ୟାଲେସ’ ଉଦ୍‌ଘାଟନ କଲେ ଜେଏସ୍‌ପି ଅଧ୍ୟକ୍ଷ

ଅନୁଗୋଳ,୧୯ା୧୧ (ଜ୍ୟୋତିରଞ୍ଜନ ସାହୁ): ହରିୟାଣା କୁରୁକ୍ଷେତ୍ରର ଏମ୍‌ପି ତଥା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସ୍‌ପି) ଅଧ୍ୟକ୍ଷ ନବୀନ ଜିନ୍ଦଲ ସୋମବାର ଜେଏସ୍‌ପି ଅନୁଗୋଳ ୟୁନିଟ୍‌ରେ ‘ଶ୍ରମବୀର ପ୍ୟାଲେସ’ର…

1 year ago

କେୟାର ହସ୍ପିଟାଲର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୯।୧୧: ସମୟ ସହିତ ଉନ୍ନତି ହୋଇଛି ଚିକିସତ୍ା ବିଜ୍ଞାନ। ବର୍ତ୍ତମାନ ଅତ୍ୟାଧୁନିକ ଟେକ୍‌ନୋଲୋଜି ସାହାଯ୍ୟରେ ଅନେକ ଜଟିଳ ରୋଗର ସଫଳ ଚିକିସତ୍ା କରାଯାଇପାରୁଛି। ଆର୍ଟିଫିସିଆଲ ଇଣ୍ଟେଲେଜେନ୍ସି (…

1 year ago

ମଣିପାଲ ହସ୍ପିଟାଲରେ ନବଜାତ ଶିଶୁ ସପ୍ତାହ

ଭୁବନେଶ୍ୱର,୧୯।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ମଣିପାଲ ହସ୍ପିଟାଲରେ ବିଶ୍ୱ ନବଜାତ ଶିଶୁ ସପ୍ତାହ ଏବଂ ବିଶ୍ୱ ପ୍ରିମାଚ୍ୟୁର ଦିବସ ପାଳିତ ହୋଇଯାଇଛି।…

1 year ago

ଓଡ଼ିଶା ସରକାରଙ୍କ ସହ ଅନିଲ ଅଗ୍ରୱାଲ ଫାଉଣ୍ଡେଶନର ବୁଝାମଣା

ଭୁବନେଶ୍ୱର,୧୯।୧୧ (ଅଭୟ ଦାଶ): ବେଦାନ୍ତ ଗ୍ରୁପର ସାମାଜିକ ପ୍ରତିଷ୍ଠାନ ତଥା ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।…

1 year ago

ପୁରୁଷଙ୍କୁ ମଧ୍ୟ ସମ୍ମାନ ଦେବା ଜରୁରୀ

ପ୍ରତିବର୍ଷ ନଭେମ୍ବର ୧୯ରେ ଅନ୍ତର୍ଜାତୀୟ ପୁରୁଷ ଦିବସ ପାଳନ କରାଯାଏ। ୬୦ରୁ ଅଧିକ ଦେଶ ପୁରୁଷ ଦିବସ ପାଳନ କରନ୍ତି। ଏହି ଅବସରରେ ଅନେକ ପ୍ରକାରର ସଚେତନତା…

1 year ago

ଭିକ୍ଟୋରିଆଙ୍କୁ ମିସ୍‌ ୟୁନିଭର୍ସ କଲା ଟ୍ରମ୍ପ୍‌ ଇଫେକ୍ଟ

ମେକ୍ସିକୋ ସିଟି,୧୯ା୧୧: ଇତିହାସରେ ପ୍ରଥମ ଥର ପାଇଁ ଏହି ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ଡେନ୍‌ମାର୍କରୁ ଜଣେ ଡାନିଶ୍‌ ପ୍ରତିନିଧି ମିସ୍‌ ୟୁନିଭର୍ସ ହୋଇପାରିଛନ୍ତି। ଟାଇଟଲ ପାଇଁ ୮୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ…

1 year ago

ଯାଉନାହାନ୍ତି, ପଠାଉଛନ୍ତି

ନୂଆଦିଲ୍ଲୀ/ଇମ୍ଫାଲ,୧୯ା୧୧: ପୁଣି ଜାତିଆଣ ହିଂସାର ନିଅଁାରେ ଜଳୁଛି ମଣିପୁର। ଜିରିବାମ୍‌ର ଏକ ଶିବିରରୁ ନିଖୋଜ ହୋଇଯାଇଥିବା ୬ ଅପହୃତଙ୍କ ମୃତଦେହ ମିଳିବା ପରେ ୩ ଦିନ ଧରି ଉପତ୍ୟକାରେ…

1 year ago

ଗାଜାରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଗାଜା ସିଟି ,୧୮ା୧୧:ଇସ୍ରାଏଲୀ ସେନା ସୋମବାର ଗାଜା ଷ୍ଟ୍ରିପ୍‌ରେ ବୋମାମାଡ଼ କରିବାରୁ ୨୦ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୬ ବିସ୍ଥାପିତ ରହିଛନ୍ତି, ଯେଉଁମାନେ ଏକ…

1 year ago