ଲକ୍ଷ୍ନୌ,୧୨।୧: ଊତ୍ତରପ୍ରଦେଶର କନୌଜ ରେଳଷ୍ଟେଶନରେ ଏକ ନିର୍ମାଣାଧୀନ ବିଲ୍ଡିଂର ଛାତ ଶନିବାର ଭୁଶୁଡ଼ି ପଡ଼ିବାରୁ ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ପୋତିହୋଇ ରହିଥିବା ଆଶଙ୍କା କରାଯାଉଛି। ଷ୍ଟେଶନର ସୌନ୍ଦର୍ଯ୍ୟକରଣ…
ନ୍ୟୁୟର୍କ,୧୨।୧: ୭୮ ବର୍ଷୀୟ ରିପବ୍ଲିକାନ୍ ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଜଷ୍ଟିସ୍ ଜୁଆନ୍ ମର୍ଚାନ୍ ଦୋଷୀ ସାବ୍ୟସ୍ତ କରିବା ସହ ନିଃସର୍ତ୍ତରେ ଦଣ୍ଡମୁକ୍ତ କରିଛନ୍ତି। ଆପରାଧିକ ମାମଲାରେ ଦୋଷୀ ସାବ୍ୟସ୍ତ…
ନୂଆଦିଲ୍ଲୀ,୧୨।୧: ଦିଲ୍ଲୀ ସରକାରଙ୍କ ଦ୍ୱାରା ସମ୍ପ୍ରତି ରଦ୍ଦ ହୋଇଥିବା ଅବକାରୀ ନୀତି କାର୍ଯ୍ୟକାରିତାରେ ଅନିୟମିତତା ଯୋଗୁ ରାଜ୍ୟ ରାଜକୋଷକୁ ୨,୦୨୬ କୋଟି ଟଙ୍କା କ୍ଷତି ସହିବାକୁ ପଡ଼ିଛି। ପ୍ରଘଟ…
ନୂଆଦିଲ୍ଲୀ,୧୨।୧:୨୦୨୫ ବର୍ଷରେ ଭାରତର ଅର୍ଥନୀତି ସାମାନ୍ୟ ଦୁର୍ବଳ ରହିବ ବୋଲି ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍ଏଫ୍)ର ପରିଚାଳନା ନିର୍ଦ୍ଦେଶକା କ୍ରିଷ୍ଟାଲିନା ଜିଓର୍ଜିଏଭା ଆଶଙ୍କା ବ୍ୟକ୍ତ କରିଛନ୍ତି। ମୁଖ୍ୟତଃ ଆମେରିକାର…
ଥିରୁଭାନନ୍ତପୁରମ, ୧୨ା୧:କେରଳର ପଥାନାମଥିଟ୍ଟା ଜିଲାରେ ଜଣେ ୧୮ ବର୍ଷୀୟା ଦଳିତ ଝିଅଙ୍କୁ ୫ ବର୍ଷ ମଧ୍ୟରେ ୬୪ ଜଣ ଗଣବଳାତ୍କାର କରିଥିବାର ଏକ ଚାଞ୍ଚଲ୍ୟକର ମାମଲା ସାମ୍ନାକୁ…
ଭୁବନେଶ୍ୱର, ୧୨ା୧(ବନ୍ଦନା ସେଠୀ):ଚଳିତ ମାସର ଦ୍ବିତୀୟାର୍ଦ୍ଧରୁ ଶେଷ ପର୍ଯ୍ୟନ୍ତ ସବୁଦିନ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ଆକାଶରେ ୪ଟି ଗ୍ରହକୁ ଖାଲି ଆଖିରେ ଦେଖିହେବ। ଏଥିସହ ୧୮ ତାରିଖରେ…
ବଲାଙ୍ଗୀର, ୧୨ା୧(ବୀରେନ୍ଦ୍ର କୁମାର ଝାଙ୍କର):ଦାଦନ ଖଟିବାକୁ ଯାଉଥିବା ଶ୍ରମିକମାନେ କିଭଳି ଦୁର୍ଦ୍ଦଶାର ସମ୍ମୁଖୀନ ହୁଅନ୍ତି ତାହାର ଅନେକ ଦୃଷ୍ଟାନ୍ତ ପୂର୍ବରୁ ଦେଖିବାକୁ ମିଳିଛି। ସାଧାରଣତଃ ସେମାନଙ୍କୁ ଶ୍ରମ…
ଓ୍ବାଶିଂଟନ,୧୨।୧:ଆମେରିକାର ଲସ୍ଏଞ୍ଜେଲ୍ସରେ ମଙ୍ଗଳବାରଠାରୁ ଲାଗିରହିଥିବା ଭୟାବହ ଜଙ୍ଗଲ ନିଆଁରେ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚତ୍ଛି। ହଲିଉଡ୍ ହିଲ୍ ସମେତ ଲସ୍ଏଞ୍ଜେଲ୍ସ ଓ ଏହାର ଆଖପାଖ ଅଞ୍ଚଳରେ ୧୦ ହଜାରରୁ…
ଭୁବନେଶ୍ୱର, ୧୧ା୧ (ବନ୍ଦନା ସେଠୀ) - ହତ୍ୟାର ଶିକାର ହୋଇଥିବା ବିଏମ୍ସି ସଫେଇ ମଜଦୁର ସଂଘ ସଭାପତି ସହଦେବ ନାୟକଙ୍କ ସ୍ତ୍ରୀ ସୁନୀତା ନାୟକ ଏବଂ ତାଙ୍କ…
ମୁମ୍ବାଇ,୧୧।୧: ନୂଆ ବର୍ଷରେ ମହାରାଷ୍ଟ୍ରର ରାଜନୀତିରେ ନୂତନ ସମୀକରଣର ସମ୍ଭାବନା ଦୃଶ୍ୟମାନ ହେଉଛି। ଲୋକାଲ ବଡି ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରରେ ରାଜନୈତିକ କାର୍ଯ୍ୟକଳାପ ବୃଦ୍ଧି ପାଇଛି। ଦେବେନ୍ଦ୍ର…