ଭୁବନେଶ୍ୱର, ୨୭ା୧୧(ସୁନିତ୍ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।…
ବ୍ରହ୍ମପୁର,୨୭ା୧୧(ନରସିଂହ ସାହୁ):ବ୍ରହ୍ମପୁର ମହାନଗର ନିଗମ (ବିିଇଏମ୍ସି) ମେୟର ସଂଘମିତ୍ରା ଦଳେଇଙ୍କ ନେତୃତ୍ୱରେ ଡେପୁଟି ମେୟର ବିବେକ ରେଡ୍ଡୀଙ୍କ ସମେତ ୨୬ ବିଜେଡି କର୍ପୋରେଟର ହଠାତ୍ ପୁରୀ ଯାଇଥିବାରୁ…
ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି ଜିଲା…
ଭୋଗରାଇ, ୨୭l୧୧( ପ୍ରଦୀପ ଦାସ):ବହୁ ଦୁଃଖ କଷ୍ଟ ସହି ଦୁଇ ପୁଅଙ୍କୁ ବଡ଼ କରିଥିଲେ। ଭାବିଥିଲେ ପରିଣତ ବୟସରେ ସାହାରା ହେବେ। ହେଲେ ସେ ଅଲୋଡ଼ା ହୋଇଗଲେ।…
ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି…
ବଇଣ୍ଡା, ୨୭ା୧୧ (ପରିକ୍ଷିତ ସାହୁ): ଦୁର୍ଘଟଣାରେ ଜଣେ ସଦସ୍ୟ ପ୍ରାଣ ହରାଇଥିବାରୁ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଖବରପାଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁବାନ୍ଧବ ମଧ୍ୟ…
ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ ଆକ୍ରମଣରେ…
ପୁରୀ,୨୭ା୧୧(ଅଜିତ୍ କୁମାର ମହାନ୍ତି):ମାର୍ଗଶିର ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ…
ଭୁବନେଶ୍ୱର,୨୭ା୧୧(ଅନିଲ ଦାସ): ୨୦୨୩ରେ ଏକ ମାମଲାର ଶୁଣାଣି ବେଳେ କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସୂଚନା କମିଶନରେ ଖାଲି ପଡ଼ିଥିବା ପଦବୀ ପୂରଣରେ ବିଫଳତାକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ…
ନୂଆଦିଲ୍ଲୀ,୨୭ା୧୧(ପି.ଟି.):କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍ଆଇସି)ରେ ଖାଲିପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ…