Home

ଦାରିଙ୍ଗବାଡିରେ ତାପମାତ୍ରା କମିଲା, ସର୍ବନିମ୍ନ ୧୨.୫ ଡିଗ୍ରୀ

ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରୁ ତାପମାତ୍ରା ହ୍ରାସ ଘଟିଛି। ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୧୨.୫…

1 year ago

ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା

ସେଞ୍ଚୁରିୟନ୍‌,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍‌ରେ ଟିମ ଇଣ୍ଡିଆ…

1 year ago

୧୭ ବର୍ଷ ପରେ ଏହି କାମ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୬-୧୭ ନଭେମ୍ବରରେ ନାଇଜେରିଆ ଗସ୍ତ କରିବେ। ଏହା ସହିତ ତାଙ୍କର ତିନୋଟି ଦେଶ ଗସ୍ତ ଆରମ୍ଭ ହେବ। ୧୬-୧୭ ନଭେମ୍ବରରେ ଆଫ୍ରିକୀୟ…

1 year ago

ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍‌ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା ସୃଷ୍ଟି…

1 year ago

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ ପୁନର୍ବାର…

1 year ago

ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ: ଆଖିବୁଜିଲେ ୧୦ ନବଜାତ ଶିଶୁ

ଲକ୍ଷ୍ନୌ, ୧୬।୧୧: ଝାନ୍ସି,୧୬ା୧୧:ଉତ୍ତରପ୍ରଦେଶ ଝାନ୍ସିସ୍ଥିତ ରାଣୀ ଲକ୍ଷ୍ମୀବାଈ ମେଡିକାଲ କଲେଜର ଶିଶୁ ଓ୍ବାର୍ଡରେ ଶୁକ୍ରବାର ରାତିରେ ନିଆଁଲାଗି ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିବା ସହ କେତେଜଣ…

1 year ago

ଆଇପିଏଲ୍‌ ନିଲାମରୁ ବାଦ୍‌ ପଡ଼ିଲେ ଜୋଫ୍ରା ଆର୍ଚର, ୩୭୦ ଖେଳାଳିଙ୍କ ଉପରେ ଝୁଲିଲା ଖଣ୍ଡା; କିଛି ଏଭଳି ରହିଛି କାରଣ…

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ଲାଗି ଫାଇନାଲ ଖେଳାଳି ତାଲିକା ଜାରି କରାଯାଇଛି। ନଭେମ୍ବର ୨୫ ଏବଂ ୨୬ରେ ଏସବୁ ଖେଳାଳିଙ୍କ ଉପରେ ନିଲାମ ଡକାଯିବ। ଏହି ତାଲିକାରୁ…

1 year ago

ଭୁବନେଶ୍ୱର ବିମାନ ବନ୍ଦରରୁ ୫, ଝାରସୁଗୁଡାରୁ ୪ ସହରକୁ ସିଧା ସଳଖ ଉଡିବ ବିମାନ

ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍‌, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା ବୀର…

1 year ago

ନାମକୁ ଝାଡଖଣ୍ଡ ନିର୍ବାଚନ, ଟାର୍ଗେଟରେ ବିହାର

ନୂଆଦିଲ୍ଲୀ,୧୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିହାରର ଜାମୁଇ ଗସ୍ତ କରିଥିଲେ। ଯେଉଁଠାରେ ସେ ଜନଜାତି ଗୌରବ ଦିବସ ଅବସରରେ ଆଦିବାସୀ ସମାଜର ଭଗବାନ କୁହାଯାଉଥିବା ବିର୍ସା…

1 year ago

କୋଟିଏ କି ୨ କୋଟି ନୁହେଁ, ଦାମ୍‌ ୨୩ କୋଟି; ଦିନକୁ ୨ ହଜାର ଟଙ୍କାର ଡ୍ରାଏଫ୍ରୁଟ୍ସ ଖାଏ ଏହି ମଇଁଷି

ଜୟପୁର,୧୫।୧୧: ଚଳିତ ବର୍ଷ ରାଜସ୍ଥାନର ପୁଷ୍କର ମେଳାରେ ଆସୁଥିବା ଲୋକଙ୍କ ପାଇଁ ହରିୟାଣାର ଏକ ମଇଁଷି ଆକର୍ଷଣର କେନ୍ଦ୍ର ପାଲଟିଛି। ଗତ ବର୍ଷ ମଧ୍ୟ ଏଠାରେ ଥିବା…

1 year ago