ବଇଣ୍ଡା,୨୮।୮(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ଥାନା ଧଉରାପାଲିରେ ଏକ ହୃଦୟବିଦାରକ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ…
ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତିଳେଶ୍ୱର ଆଖଣ୍ଡଳମଣି ମନ୍ଦିରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମନ୍ଦିର ପୂଜକ ନାବାଳିକାଙ୍କୁ…
କୃଷକ ଆନ୍ଦୋଳନକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଭାଜପାକୁ ହରଡଘଣାରେ ପକେଇଛନ୍ତି ଭାଜପା ନେତ୍ରୀ କଙ୍ଗନା ରଣାଓ୍ବତ। ଯାହାକୁ ନେଇ ଦଳ ତାଙ୍କୁ ତାଗିଦ୍ କରିଛି। ଏପରି…
ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲାର ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ନୁଆସାହି ମୌଜା ଟିକରପଡା ଗ୍ରାମର କୈଳାସ କହଁର ( ୪୫) ବୁଧବାର ସକାଳେ ଶୌଚ…
କୋଲକାତା,୨୮।୮: କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା…
ଭୁବନେଶ୍ୱର,୨୮।୮: ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ବ୍ୟବହାରକୁ ମନା। କୌଣସି ବିଧାୟକ ଏବଂ ମନ୍ତ୍ରୀ ବିଧାନସଭା ଭିତରକୁ ମୋବାଇଲ କିମ୍ବା ପାଣି ବୋତଲ ନେଇ ଯାଇପାରିବେ…
ଭୁବନେଶ୍ୱର,୨୮।୮: ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ସିଏମ କିଷାନ ଯୋଜନା। ବୁଧବାର ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କେଭି ସିଂହଦେଓ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ…
କୋଲକାତା,୨୮।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କୋଲକାତା ସ୍ଥିତ ଆରଜି ମେଡିକାଲ କଲେଜରେ ହୋଇଥିବା ମହିଳା ଡାକ୍ତରଙ୍କୁ ଭୟାନକ ବଳାତ୍କାର ପରେ ହତ୍ୟା ଘଟଣାରେ ଦୁଃଖ…
ପିପିଲି,୨୮।୮ (ଦୁର୍ଗା ମାଧବ ମିଶ୍ର): କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ…
ଭବାନୀପାଟଣା,୨୮।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମ୍ୟୁନସିପାଲଟି ଅଫିସ ସମ୍ମୁଖରେ ବୁଧବାର ସକାଳରେ ଟ୍ରକ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି। ମୃତ ଚାଳକଙ୍କ…