Home

ସ୍କୁଲ ସମୟରେ ବଜାରରୁ ଆଳୁ ବୋହିଲେ ଛାତ୍ର

ଅନୁଗୋଳ,୯ା୧୧(ଜ୍ୟୋତିରଞ୍ଜନ ସାହୁ):ସ୍କୁଲରେ ପାଠପଢ଼ା ଚାଲିଥିବା ବେଳେ ୨ ଜଣ ଛାତ୍ର ସାଇକେଲ ନେଇ ବଜାର ଯିବା ସହ ମଧ୍ୟାହ୍ନଭୋଜନ ପାଇଁ ବସ୍ତାରେ ଆଳୁ କିଣି ଆଣିବା ଅନୁଗୋଳ…

2 years ago

ୟୁଜି, ପିଜି, ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମର ବଳକା ସିଟ୍‌ରେ ହେବ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା): ଛାତ୍ରୀଛାତ୍ର, ଅଭିଭାବକ ତଥା ଶୈକ୍ଷିକ ସମାଜର ଆଗ୍ରହକ୍ରମେ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡିକରେ ଖାଲିଥିବା ୭୮,୦୬୦ ସିଟ୍‌ରେ ସ୍ପଟ୍‌ ଆଡ୍‌ମିଶନ ହେବ। ସ୍ନାତକ…

2 years ago

ଛାତ୍ରାବାସରୁ ୪ର୍ଥଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ:ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ

ରାୟଗଡ଼ା/କାଶୀପୁର/ଟିକିରି,୯।୧୧ (ଆଶିଷ ରଞ୍ଜନ ପଣ୍ଡା/ମୋହନ ନାଏକ/ପ୍ରଫୁଲ୍ଲ କୁମାର ବେହେରା) ରାୟଗଡ଼ା ଜିଲା କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

2 years ago

ବିଶ୍ୱରେ ପ୍ରତି ୧୩ ମିନିଟ୍‌ରେ ଜଣେ ପିଲା ହତ୍ୟାର ଶିକାର

ନୂଆଦିଲ୍ଲୀ,୯ା୧୧:ବିଶ୍ୱର ୧ ବିଲିୟନ୍‌ (୧୦୦ କୋଟି)ରୁ ଊର୍ଦ୍ଧ୍ୱ ଶିଶୁ ବିଭିନ୍ନ ପ୍ରକାର ହିଂସା ଦ୍ୱାରା ପ୍ରଭାବିତ। ପିଲାମାନେ ବିଶେଷକରି ଦୁର୍ବ୍ୟବହାର, ଠକେଇ, ଶାରୀରିକ ଓ ମାନସିକ ନିର୍ଯାତନା,…

2 years ago

ଭାଜପାରେ ଯୋଗଦେବା ପାଇଁ ପଡୁଛି ଚାପ: ଚାଞ୍ଚଲ୍ୟକର ଖୁଲାସା କଲେ ସଞ୍ଜୟ ରାଉତ

ପୁଣେ,୮।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନର କୋଳାହଳ ମଧ୍ୟରେ ନେତାଙ୍କ ଆରୋପ-ପ୍ରତ୍ୟାରୋପ ଜାରି ରହିଛି। ସେପଟେ ଉଦ୍ଧବ ଠାକ୍‌ରେ ଦଳର ନେତା ସଞ୍ଜୟ ରାଉତ କହିଛନ୍ତି, ଭାଜପାରେ ଯୋଗଦେବା…

2 years ago

ସାମାନ୍ୟ ବଚସା ହେଲା କାଳ: ଖୁଡ଼ିଙ୍କ ଗଳାକାଟି ହତ୍ୟା କଲେ ପୁତୁରା

ଧରାକୋଟ,୮।୧୧: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ବରଡାବିଲି ଗ୍ରାମରେ ଆଜି ଘଟିଛି ଏକ ଲୋମାଟାଙ୍କୁରା ହତ୍ୟାକାଣ୍ଡ। ସ୍ପଷ୍ଟ ଦିବାଲୋକରେ ଗ୍ରାମର ସିକନ୍ଦର ସାହୁଙ୍କ ପୁଅ ବଳରାମ…

2 years ago

ଅବସର ପରେ ଚନ୍ଦ୍ରଚୂଡଙ୍କୁ କ’ଣ ମିଳିବ ସୁବିଧା: ଜାଣନ୍ତୁ ନିୟମ ବିଷୟରେ…

ନୂଆଦିଲ୍ଲୀ,୮।୧୧: ଭାରତରେ ସୁପ୍ରିମକୋର୍ଟର ମୁଖ୍ୟ ଅର୍ଥାତ୍‌ ପ୍ରଧାନ ବିଚାରପତି (ସିଜେଆଇ) ହେଉଛି ଭାରତୀୟ ନ୍ୟାୟପାଳିକାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଦ। ଏହା କେବଳ ଏକ ସମ୍ମାନଜନକ ପଦବୀ ନୁହେଁ,…

2 years ago

ନବୀନ ପଟ୍ଟନାୟକଙ୍କ ଏହି ଭୁଲ୍‌ ପାଇଁ ହାରିଲା ବିଜେଡି: କହୁ କହୁ କହିଦେଲେ ପୂର୍ବତନ ବିଜେଡି ବିଧାୟକ

ଭୂବନେଶ୍ୱର,୮।୧୧: ବିଜେଡି ନେତା ତଥା ଛେଣ୍ଡିପଦାର ପୂର୍ବତନ ବିଧାୟକ ସୁଶାନ୍ତ ବେହେରା ନିଜ ଦଳ ବିରୋଧରେ ମୁହଁ ଖୋଲିଛନ୍ତି। ଗତ ନିର୍ବାଚନରେ ବିଜେଡି ହାରିବାର ବଡ଼ କାରଣ…

2 years ago

କାର୍ଯ୍ୟକାଳର ଶେଷ ଦିନରେ ଭାବୁକ ହେଲେ ଚନ୍ଦ୍ରଚୂଡ, କହିଲେ କ୍ଷମା କରିବେ…

ନୂଆଦିଲ୍ଲୀ,୮।୧୧: ଆଜି ଅବସର ନେଉଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ। ତାଙ୍କ ଶେଷ ଦିନରେ ସେ କିଛି ବିଶେଷ ବାର୍ତ୍ତା ଦେଇଛନ୍ତି। ନିଜ କାର୍ଯ୍ୟକାଳର ଅନ୍ତିମ…

2 years ago

ଓସିସିଏଲ ସିନିୟର ଆକାଉଣ୍ଟାଣ୍ଟ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

କଟକ,୮।୧୧: ରାଜ୍ୟ ପିଏସୟୁରେ ବରିଷ୍ଠ ଆକାଉଣ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ଓଡ଼ିଶା ହାଇକୋର୍ଟ ଓଡିଶା ନିର୍ମାଣ ନିଗମ ଲିମିଟେଡ…

2 years ago