Home

ନିର୍ବାଚନ ନିୟମ ସଂଶୋଧନକୁ ବିରୋଧ କରି ସୁପ୍ରିମକୋର୍ଟ ଗଲା କଂଗ୍ରେସ

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ନିକଟରେ ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ରେ କରିଥିବା ସଂଶୋଧନକୁ ବିରୋଧ କରି ମଙ୍ଗଳବାର କଂଗ୍ରେସ ସୁପ୍ରିମକୋର୍ଟରେ ରିଟ୍‌ ପିଟିଶନ ଦାଏର କରିଛି। ନିର୍ବାଚନ ନିୟମ…

2 years ago

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ…

2 years ago

ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ପୋଲିସ୍‌ର ୩ ଘଣ୍ଟା ଜେରା

ହାଇଦ୍ରାବାଦ,୨୫ା୧୨(ପି.ଟି.): ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଗତ ୪ ତାରିଖରେ ‘ପୁଷ୍ପା-୨’ ସିନେମାର ପ୍ରିମିୟର ବେଳେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କର ୮ ବର୍ଷର ପୁଅ…

2 years ago

ଆମ୍ବେଡ୍‌କରଙ୍କୁ ନେଇ ଚଣ୍ଡିଗଡ଼ ପୌରସଭା ରଣକ୍ଷେତ୍ର

ଚଣ୍ଡିଗଡ଼,୨୫ା୧୨: ଡ. ଭୀମରାଓ ଆମ୍ବେଡ୍‌କରଙ୍କ ଲିଗାସୀକୁ ନେଇ ମଙ୍ଗଳବାର ଚଣ୍ଡିଗଡ଼ ମ୍ୟୁନିସିପାଲିଟି ବୈଠକରେ ଉତ୍ତେଜନା ସୃଷ୍ଟି ହେବା ସହ ଭାଜପା ଏବଂ କଂଗ୍ରେସ କାଉନ୍‌ସିଲରଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା।…

2 years ago

ବର୍ଷ ୨୦୨୫ରେ କେଉଁ ରାଶି ପାଇଁ କେଉଁ ରଙ୍ଗ ଏବଂ ନମ୍ବର ହେବ ଭାଗ୍ୟଶାଳୀ? ଜାଣନ୍ତୁ…

ଆସୁଛି ନବବର୍ଷ ୨୦୨୫। ଏହା ସୌଭାଗ୍ୟ, ସମୃଦ୍ଧି ଏବଂ ଖୁସି ପାଇଁ ଉଲ୍ଲେଖନୀୟ ବର୍ଷ ହେବ। ଏହି ବର୍ଷରେ କେଉଁ ରାଶି ଲାଗି କେଉଁ ରଙ୍ଗ ଏବଂ…

2 years ago

ପୁଞ୍ଚ୍‌ରେ ୩୫୦ ଫୁଟ୍‌ ତଳକୁ ଖସିଲା ସେନା ଗାଡ଼ି: ୫ ଯବାନଙ୍କ ମୃତ୍ୟୁ, ୩ ଆହତ…

ମେନ୍ଧର/ଜମ୍ମୁ,୨୪ା୧୨ : ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସେନା ଗାଡ଼ି ୩୫୦ ଫୁଟ୍‌ ଗଭୀର ଖାତକୁ ଖସିପଡ଼ିବାରୁ…

2 years ago

ନୂଆ ବର୍ଷରେ ଏହି ୩ ରାଶିଙ୍କ ଟେନସନ୍‌ ବଢ଼ାଇବେ ମଙ୍ଗଳ; ଧନହାନୀ ସହ ଆସିପାରେ ଏସବୁ ସମସ୍ୟା

ଆଉ ଦିନ କେଇଟାରେ ବିଦାୟ ନେବ ବର୍ଷ ୨୦୨୪। ଆସିବ ନୂଆ ବର୍ଷ ୨୦୨୫। ଏହାକୁ ନେଇ ସମସ୍ତେ ଉତ୍ସାହିତ ଅଛନ୍ତି। ଏମିତିରେ ଅନେକେ ବର୍ଷଟି କାହାପାଇଁ…

2 years ago

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା ପତ୍ର…

2 years ago

WHOରୁ ଓହରିଯିବ ଆମେରିକା! ଜାଣନ୍ତୁ ଟ୍ରମ୍ପଙ୍କ ଏଭଳି ନିଷ୍ପତ୍ତି ପରେ ପଡ଼ିବ କି ପ୍ରଭାବ?

ଓ୍ବାଶିଂଟନ,୨୪।୧୨: ବିବାଦ ସହ ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କ ବେଶ ପୁରୁଣା। ଏବେ ତାଙ୍କର ଆଗାମୀ ପଦକ୍ଷେପକୁ ନେଇ ଆମେରିକୀୟ ଗଣମାଧ୍ୟମରେ ଆଲୋଚନା ସରଗରମ ରହିଛ। ଯଦି ଟ୍ରମ୍ପ…

2 years ago

କ୍ରିସ୍‌ମାସ୍‌ ପୂର୍ବ ସଂନ୍ଧ୍ୟାରେ ଅଘଟଣ: ଆଇଫିଲ୍‌ ଟାଓ୍ବାରରେ ଲାଗିଲା ନିଆଁ, ଫସି ରହିଲେ ହଜାର ହଜାର ପର୍ଯ୍ୟଟକ

ପ୍ୟାରିସ,୨୪।୧୨: ଆଇକନକ ଆଇଫିଲ୍‌ ଟାଓ୍ବାରରେ ଲାଗିଲା ନିଆଁ। ଏଥିନେଇ ପୁରା ଟାଓ୍ବାରକୁ ଶୀଘ୍ର ଖାଲି କରାଯାଇଥିଲା। ସେଠାରେ ଉପସ୍ଥିତ ପର୍ଯ୍ୟଟକମାନଙ୍କୁ ଐତିହାସିକ ସ୍ଥାନରୁ ଦୂରକୁ ନିଆଯାଇଥିଲା। କ୍ରିସମାସ୍‌…

2 years ago