Home

ବ୍ରିଜ୍‌ କାର୍ଯ୍ୟ ଅଧାରୁ ବନ୍ଦ ପାଇଁ ବିଭାଗୀୟ ଅଧିକାରୀଙ୍କ ଚିଠି

କର୍ଲାମୁଣ୍ଡା,୨୨ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡାଠାରୁ ରିଞ୍ଜା ଯାଇଥିବା ଆର୍‌.ଡି ରାସ୍ତାର ସରବରାହ ଜୋରଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ଟେଣ୍ଡର ଜରିଆରେ ଜନୈକ ଠିକାଦାରଙ୍କ…

2 years ago

ଭଉଣୀଙ୍କୁ ସ୍ବାମୀ, ମା’ଙ୍କୁ ଶ୍ୱଶୁର ନେଇ ଫେରାର, ଏବେ ମୁଁ କୁଆଡେ ଯିବି…କାନ୍ଦି କାନ୍ଦି ଥାନାରେ ପହଞ୍ଚି…

ପାଟନା,୨୨।୬: ବିହାରର ମୁଜାଫରପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ପୋଲିସ ଷ୍ଟେଶନରେ ସହାୟତା ପାଇଁ ପହଞ୍ଚିଥିଲେ। ହେଲେ ପୋଲିସ ତାଙ୍କର ଅଭିଯୋଗ…

2 years ago

ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ,୨୨ା୬: ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ…

2 years ago

ଜାହିରଙ୍କ ସହ ବିବାହ ପରେ ଧର୍ମ ପରିବର୍ତ୍ତନ କରିବେ କି ସୋନାକ୍ଷୀ? ଶ୍ୱଶୁର ଦେଲେ ବଡ଼ ବୟାନ…

ବମ୍ବେ: ବିବାହକୁ ନେଇ ଚର୍ଚ୍ଚାରେ ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା। ଜୁନ୍‌ ୨୩ରେ ଦୀର୍ଘଦିନର ପ୍ରେମିକ ଜାହିର ଇକବାଲଙ୍କ ହାତ ଧରିବେ ସେ। ଏହାକୁ ନେଇ ପ୍ରସ୍ତୁତି…

2 years ago

ୟୁପି ବିଧାନସଭା ନିର୍ବାଚନରେ ଓଲଟିବ ସମୀକରଣ, ଓ୍ବାଇଲ୍ଡ କାର୍ଡ ଏଣ୍ଟ୍ରି ମାରିବ ଏହି ଦଳ

ନୂଆଦିଲ୍ଲୀ,୨୨।୬: ଚଳିତ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଇଣ୍ଡିଆ ମେଣ୍ଟ ଆଲୋଡ଼ନ ସୃଷ୍ଟି କରିଛି। ଏତିକିବେଳେ ୟୁପିରେ ଚନ୍ଦ୍ରଶେଖର ଆଜାଦଙ୍କ ଦଳ ସମସ୍ତଙ୍କୁ ଚକିତ କରିଛି। ନିଜର…

2 years ago

NTA ପରୀକ୍ଷା ସଂସ୍କାର ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ନୂଆଦିଲ୍ଲୀ,୨୨ା୬: ଏନ୍‌ଟିଏ ପରୀକ୍ଷା ସଂସ୍କାର ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ପରୀକ୍ଷାଗୁଡ଼ିକର ସ୍ବଚ୍ଛ, ସରଳ ଏବଂ ନିରପେକ୍ଷ ଆଚରଣକୁ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର…

2 years ago

ଜିତିବା ପରେ ବଦଳିଗଲା ଏମ୍‌ପିଙ୍କ ଆଚରଣ; ବିନା ଅନୁମତିରେ କେହି ଭେଟିବାକୁ ଆସିଲେ କାର୍ଯ୍ୟାନୁଷ୍ଠାନ

ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର ନଗୀନା ଲୋକ ସଭା ଆସନରୁ ଏମ୍‌ପି ଭାବେ ନିର୍ବାଚିତ ହେବା ପରେ ଚନ୍ଦ୍ରଶେଖର ରାବଣଙ୍କ ଆଚରଣ ବଦଳିଯାଇଛି। ବିନା ଅନୁମତିରେ ଏମ୍‌ପିଙ୍କୁ ଭେଟିବାକୁ ପହଞ୍ଚନ୍ତୁ…

2 years ago

ଘର ଭିତରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

ଖଲ୍ଲିକୋଟ,୨୨ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ସିଙ୍ଗଡ଼ାପଲ୍ଲୀ ଗ୍ରାମରେ ଏକ ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ଖଲ୍ଲିକୋଟ ଥାନା…

2 years ago

ବନ୍ୟା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୬: ଆକ୍ସନ ମୋଡରେ ମୋହନ ସରକାର। ବନ୍ୟା ନିୟନ୍ତ୍ରଣ ଲାଗି ଏବେଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜଳ ସମ୍ପଦ ବିଭାଗର ବିଳମ୍ବିତ ପ୍ରକଳ୍ପ ଶୀଘ୍ର…

2 years ago

ଏହି ୩ ଜିଲାକୁ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର:୨୨ା୬: ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ…

2 years ago