Home

ଯାତ୍ରା ଚାଲିଥିବାବେଳେ ଅଘଟଣ: ଦର୍ଶକଙ୍କ ଛୁରାମାଡ଼ରେ କମିଟି ସଭ୍ୟ ଆହତ

ଲୋଇସିଂହା,୨।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ବିନ୍ଧାପାଲିରେ ଶ୍ରୀକ୍ଷେତ୍ର ଗଣନାଟ୍ୟ ଅପେରା ଅନୁଷ୍ଠିତ ହେଉଛି। ମଙ୍ଗଳବାର ତୃତୀୟ ରଜନୀ ଜଣେ ଟ୍ରାନ୍ସଜେଣ୍ଡର ଦର୍ଶକଙ୍କ ଉନ୍ମକ୍ତ…

2 years ago

ଆଜିଠୁ ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆର ଆଧିପତ୍ୟ ଶେଷ କରିବାକୁ ସୁଯୋଗ

ଦୁବାଇ,୩ା୧୦(ପି.ଟି.):ୟୁଏଇରେ ଗୁରୁବାର ମହିଳା ଟି୨୦ ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ବାଂଲାଦେଶ ଓ ସ୍କଟଲାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଶାରଜା ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ।…

2 years ago

ନଭେମ୍ବର ୩ରୁ ଓଜେଏସ୍‌ ମେନ୍‌

ଭୁବନେଶ୍ୱର,୩ା୧୦ (ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସିି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା (ଓଜେଏସ୍‌)-୨୦୨୩ ମେନ୍‌ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ପ୍ରିଲିମିନାରି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା…

2 years ago

ଆଜି ନୂଆଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ:୫ ବର୍ଷରେ ୫ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ଲକ୍ଷ୍ୟ

ଭୁବନେଶ୍ୱର,୩।୧୦ (ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ୨ଦିନିିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।…

2 years ago

୪ରେ ଲଘୁଚାପ ସମ୍ଭାବନା: ବାତ୍ୟା ଆଶଙ୍କାକୁ ନେଇ ଆସିଲା ବଡ଼ ଅପଡେଟ୍‌…

ଭୁବନେଶ୍ୱର,୩ା୧୦(ଅନିଲ ଦାସ ):ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ନିକଟସ୍ଥ…

2 years ago

ଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ଖୁବ୍‌ଶୀଘ୍ର ଏନ୍‌ଇପି

ଭୁବନେଶ୍ୱର,୩ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାରେ ଖୁବ୍‌ଶୀଘ୍ର ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦ କାର୍ଯ୍ୟକାରୀ ହେବାକୁ ଯାଉଛି। ଏନେଇ ରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱବିଦ୍ୟାଳୟର ପ୍ରସ୍ତୁତି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

2 years ago

ଜରୁରୀ ନ ଥିଲେ ଇରାନ ଯାଅନି: ଭାରତ

ନୂଆଦିଲ୍ଲୀ,୩ା୧୦: କୌଣସି ଅଣଜରୁରୀ କାର୍ଯ୍ୟରେ ଇରାନ ଯାତ୍ରା ନ କରିବାକୁ ଭାରତୀୟମାନଙ୍କୁ ନୂଆଦିଲ୍ଲୀ ପରାମର୍ଶ ଦେଇଛି। ଇରାନର ଇସ୍ରାଏଲ୍‌ ଆକ୍ରମଣ ପରିପ୍ରେକ୍ଷୀରେ ବୁଧବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ଏକ…

2 years ago

ଜୋତା ଭିତରେ ଲୁଚି ରହିଥିଲା ତମ୍ପ, ମାରିଲା ଚୋଟ:ଆଉ ତା’ପରେ…

ଭୁବନେଶ୍ୱର,୩ା୧୦(ଅନୁରାଧା ମହାରଣା):ଜୋତା ଭିତରେ ଲୁଚି ରହିଥିଲା ତମ୍ପ। ଜୋତା ପିନ୍ଧିବାକୁ ଯିବାବେଳେ କାମୁଡ଼ି ଦେଲା ସାପ। ଭୁବନେଶ୍ୱର ଚକେଇସିହାଣୀ ଅଞ୍ଚଳରେ ବୁଧବାର ଏହି ଘଟଣା ଘଟିଛି। ସାପ…

2 years ago

ସିସିଟିଭି: ଥାଇ ନ ଥିବା ଭଳି

ଖୋର୍ଦ୍ଧା,୩ା୧୦(ପ୍ରଭାତ ପାଣିଗ୍ରାହୀ):ଥାନାରେ ସ୍ବଚ୍ଛତା ଆଣିବା ନିମନ୍ତେ ସିସିଟିିଭି ଲଗାଇବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସିିସିଟିଭି ଲାଗିଲେ ଲୋକମାନଙ୍କ ପ୍ରତି ପୋଲିସର ବ୍ୟବହାର ଜଣାପଡ଼ିବ। ହେଲେ ଏବେ…

2 years ago

୧୦ କିଲୋମିଟର ଭାରରେ ବୁହାହେଲେ ରୋଗୀ

ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ବ୍ଲକର ଆଦିବାସୀ ଅଧ୍ୟୁଷିତ ତଥା ମାଓବାଦୀପ୍ରବଣ ଦୁର୍ଗମ ଲୁବେନଗଡ଼ ପଞ୍ଚାୟତର ପୁଇଝରୀ ଗାଁରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ…

2 years ago