ଭାରତ/ଓଟାଓ୍ବା,୧୪।୧୧: ଭାରତ ସରକାର କାନାଡାରୁ ଅର୍ଶ ସିଂ ଗିଲ ଓରଫ ଅର୍ଶ ଡଲ୍ଲାଙ୍କୁ ପ୍ରତ୍ୟର୍ପଣ କରିବାକୁ ଦାବି କରିଛନ୍ତି। ଗଣମାଧ୍ୟମର ଅନୁସନ୍ଧାନର ଉତ୍ତରରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର…
ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ ୨ହଜାର…
ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି…
ନୂଆଦିଲ୍ଲୀ,୧୪।୧୧: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପିର ଜାତୀୟ ସଂଯୋଜକ ହନୁମାନ ଭକ୍ତ ଅରବିନ୍ଦ କେଜରିୱାଲ ବର୍ତ୍ତମାନ ମନ୍ଦିରରୁ ମନ୍ଦିରକୁ ବୁଲୁଛନ୍ତି। ଏଥିରୁ ଜଣାପଡୁଛି ଯେ ଦିଲ୍ଲୀ…
ମୁମ୍ବାଇ,୧୪।୧୧: ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଆଟାକ ଏବଂ କାଉଣ୍ଟର ଆଟାକ ରାଜନୀତି ଚରମ ସୀମାରେ ରହିଛି। ଏମଭିଏ ମହାୟୁତି ଉପରେ ଆକ୍ରମଣ କରୁଥିବାବେଳେ ମହାୟୁତି ଏହାକୁ ମିଥ୍ୟା…
ମୁମ୍ବାଇ,୧୪।୧୧: ମହାରାଷ୍ଟ୍ରର ଡୋମ୍ବିଭାଲିରେ ଭାରତୀୟ ଜନତା ପାର୍ଟି (ଭାଜପା) କାର୍ଯ୍ୟାଳୟ ଉପରେ ଆକ୍ରମଣ କରାଯାଇଛି। ଏହି ଘଟଣାର ସିସିଟିଭି ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି। ଏହି ଫୁଟେଜରେ…
ନୂଆଦିଲ୍ଲୀ,୧୪।୧୧: କୃଷକ ନେତା ରାକେଶ ଟିକାଏତ ଏବଂ କଂଗ୍ରେସ ନେତା ସଜ୍ଜନ ସିଂ ବର୍ମାଙ୍କ ଦେଶ ବିରୋଧୀ ବୟାନ ବିରୋଧରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ…
ନୂଆଦିଲ୍ଲୀ,୧୪।୧୧: କରୋନା ସମୟରେ ଭାରତ ପ୍ରତ୍ୟେକ ଅସହାୟ ଦେଶକୁ ସାହାଯ୍ୟର ହାତ ବଢାଇଥିଲା। ଆମେରିକା ସମେତ ୧୫୦ଦେଶକୁ ସାହାଯ୍ୟ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଔଷଧ ପଠାଇଥିଲେ।…
ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ୍): ୩ ବର୍ଷ ପରେ ଶିଶୁଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ରରେ ନାମ ଲେଖାଯିବା ସହ ସେମାନଙ୍କ ଶାରୀରିକ, ବୌଦ୍ଧିକ ବିକାଶ ପାଇଁ ସରକାର…
ଭୁବନେଶ୍ୱର,୧୪।୧୧: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ୨୧ ତାରିଖରେ ପ୍ରଥମ ଭାଷା…