ଭୁବନେଶ୍ୱର,୨୪।୯ (ଅନୁରାଧା ମହାରଣା): କେନ୍ଦ୍ର ଶ୍ରମ ଓ ରୋଜଗାର ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ସୋମବାର ଜୁଲାଇ ୨୦୨୪ ପାଇଁ କର୍ମଚାରୀ ଭବିଷ୍ୟନିଧି ସଂସ୍ଥାନ ଇପିଏଫ୍ଓର…
ନୂଆଦିଲ୍ଲୀ,୨୪।୯: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର…
ଭୁବନେଶ୍ୱର,୨୪।୯: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍ ଜୟଆଲୁକ୍କାସର ବହୁ ପ୍ରତୀକ୍ଷିତ ପ୍ରଦର୍ଶନୀ ‘ଚେନ୍ ଫେଷ୍ଟ’ (ଜୟଆଲୁକ୍କାସ ଚେନ ଫେଷ୍ଟ) ନିକଟରେ ଉଦଘାଟିତ…
ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ଟେଲିକମ କମ୍ପାନୀ ତଥା ରିଲାଏନ୍ସ ଜିଓ ୨୦୨୪ ଜୁଲାଇରେ ପ୍ରାୟ ୧.୮୫ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଏବଂ ୧୧,୦୦୦ ରୁ…
ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଆଇଟି କମ୍ପାନୀ ଏଚ୍ସିଏଲ୍ ଟେକ୍ର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସ୍ଆର୍ ପଦକ୍ଷେପଗୁଡିକୁ କାର୍ଯ୍ୟକାରୀ କରୁଥିବା ଏଚ୍ସିଏଲ୍ ଫାଉଣ୍ଡେଶନ…
ନୂଆଦିଲ୍ଲୀ,୨୪।୯ (ପି.ଟି.): ସରକାରୀ ବିଭାଗଗୁଡ଼ିକ ୩୪ଟି ବଡ଼ ମାମଲାରେ ଦୁର୍ନୀତିଗ୍ରସ୍ତ ବାବୁମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶନାମାର ଅନୁପାଳନ କରି ନ ଥିବା କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି) ଦର୍ଶାଇଛନ୍ତି।…
ଜୟପୁର, ୨୪।୯: ଗୁଜରାଟୀ ମଡେଲ ରିୟା ସିଂଘା(୧୯) ‘ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରିଛନ୍ତି। ରବିବାର ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ‘ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୪’ର…
ମାର୍ଜାୟୁନ୍,୨୪ା୯: ଇସ୍ରାଏଲୀ ସେନା ଲେବାନନ୍ ଉପରେ ଆକ୍ରମଣକୁ ଜୋର୍ଦାର କରିଛି। ସୋମବାର ଏହାର ସବୁଠୁ ଘାତକ ଆକ୍ରମଣରେ ୨୭୪ ଜଣ ନିହତ ହେବା ସହ ୪୦୦ରୁ ଅଧିକ ଆହତ…
ଭୁବନେଶ୍ୱର,୨୪।୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା ମୌସୁମୀ…
କୋଣାର୍କ,୨୪ା୯(ଜ୍ୟୋତିରାଜ ମହାନ୍ତି): ବିଶ୍ବ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଚତୁଃପାର୍ଶ୍ୱରେ ବାଲି ତଳେ ବହୁ ପୁରାତନ ମୂର୍ତ୍ତି ପୋତି ହୋଇରହିଛି। ଜାତୀୟ ଭୂ-ଭୌତିକୀୟ ଗବେଷଣା ସଂସ୍ଥା (ଏନ୍ଜିଆର୍ଆଇ) ଏବଂ…