Home

ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ

ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା ଜେଲରୁ…

2 years ago

ଭାରତରେ ନିବେଶ ପାଇଁ ଆମେରିକୀୟ ସିଇଓଙ୍କୁ ମୋଦିଙ୍କ ଆହ୍ବାନ

ନ୍ୟୁୟର୍କ,୨୩ା୯(ପି.ଟି.):ଆମେରିକାର ବୃହତ୍‌ ପ୍ରଯୁକ୍ତି ସଂସ୍ଥାଗୁଡ଼ିକର ସିଇଓମାନଙ୍କୁ ଭାରତରେ ଶିଳ୍ପ ପ୍ରତିଷ୍ଠା ଓ ପୁଞ୍ଜିନିବେଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମନ୍ତ୍ରଣ କରିଛନ୍ତି। ରବିବାର ଆମେରିକାର ବୃହତ୍‌ ପ୍ରଯୁକ୍ତି…

2 years ago

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ ହୋଇଛି।…

2 years ago

କଣ୍ଟାଗାଁ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ତେନ୍ତୁଳିଖୁଣ୍ଟି ବନ୍ଦ

ତେନ୍ତୁଳିଖୁଣ୍ଟି, ୨୩।୯(ଚିଦାନନ୍ଦ ସାହୁ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ର କଣ୍ଟାଗାଁରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ସପ୍ତାହେ ବିତିଯାଇଥିଲେ ମଧ୍ୟ ପୋଲିସ ହାତ ଖାଲି।…

2 years ago

ପୋଲିସକୁ ବଡ଼ ସଫଳତା: ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ, ୧୭ ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ବରଗଡ଼ ସହର ଉପକଣ୍ଠ ପୁରୁଣା ରିଜର୍ଭ ସମ୍ମୁଖ ରାସ୍ତାରେ ଅତର୍କିତ ଚଢ଼ାଉ…

2 years ago

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ…

2 years ago

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ…

2 years ago

ମନ୍ତ୍ରୀଙ୍କ ବଡ଼ ଘୋଷଣା: ଜିଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ

ଭୁବନେଶ୍ୱର,୨୩।୯- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି। ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ ବାସଗୃହ…

2 years ago

ପୁଣି ହୃଦୟ ଜିତିଲେ ଧୋନୀ: ଚେନ୍ନାଇ ସୁପର କିଙ୍ଗ୍ସଠାରୁ ନେବେ ମାତ୍ର ଏତିକି ଟଙ୍କା

ନୂଆଦିଲ୍ଲୀ,୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଯଦିଓ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ନାହାନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ସଂଖ୍ୟାରେ…

2 years ago

ଲେବାନନ୍‌ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ

ବେରୁଟ୍‌/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍‌ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍‌ ଉପରେ ୩୦୦ ସ୍ଥାନରେ ରକେଟ୍‌ ମାଡ…

2 years ago