Home

ଗନ୍ଦେରବଲ ଆକ୍ରମଣ ପଛରେ ଲଶ୍କର

ଜମ୍ମୁ,୨୨ା୧୦: ଅନ୍ୟ ହିନ୍ଦୁ ମହିଳାଙ୍କ ଭଳି ପାରମ୍ପରିକ ବେଶଭୂଷାରେ ସଜେଇ ହୋଇ ସ୍ବାମୀଙ୍କ ଦୀର୍ଘ ଜୀବନ କାମନା କରିଥିବା ରୁଚି ଅବରୋଲ ରବିବାର ସ୍ବାମୀଙ୍କ ଭିଡିଓ କଲ୍‌କୁ ଅପେକ୍ଷା…

2 years ago

ଏହି ଦିନ ନାମାଙ୍କନ ଭରିବେ ପ୍ରିୟଙ୍କା:ମା’-ଭାଇ ରହିବେ ଉପସ୍ଥିତ

ନୂଆଦିଲ୍ଲୀ,୨୧ା୧୦: ଓ୍ବାୟନାଡ୍‌ ଲୋକ ସଭା ଆସନ ନିମନ୍ତେ ଉପନିର୍ବାଚନ ପାଇଁ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ନାମାଙ୍କନ ପତ୍ର ଦାଖଲ କରିବେ। ଏହି ସମୟରେ…

2 years ago

ଶେଷରେ କ୍ଷମା ମାଗିଲେ ସଲ୍‌ମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି

ନୂଆଦିଲ୍ଲୀ,୨୧ା୧୦:ବଲିଉଡ୍‌ ଅଭିନେତାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଏଥିପାଇଁ ସୋମବାର କ୍ଷମା ମାଗିଛନ୍ତି। ଭୁଲ୍‌ବଶତଃ ଉକ୍ତ ହ୍ବାଟ୍ସଆପ୍‌ ବାର୍ତ୍ତା ପଠାଯାଇଥିଲା ବୋଲି ସେ କହିଛନ୍ତି। ଏନ୍‌ସିପି ନେତା…

2 years ago

୧୬ ପିଲା ଜନ୍ମ ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି

ଚେନ୍ନାଇ,୨୧ା୧୦: ଦକ୍ଷିଣ ଭାରତରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଅଧିକ ସନ୍ତାନ ଜନ୍ମ କରିବା ପାଇଁ ନିକଟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ କହିଥିଲେ।…

2 years ago

କରଓ୍ବାଚୌଥରେ ସ୍ବାମୀଙ୍କ ପାଇଁ ସ୍ବତନ୍ତ୍ର ମଙ୍ଗଳସୁତ୍ର ପିନ୍ଧିଲେ ସୋନାକ୍ଷୀ: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାରା ଦେଶରେ ଧୂମଧାମରେ କରଓ୍ବାଚୌଥ ପାଳନ କରାଯାଇଛି। ବଲିଉଡରେ ମଧ୍ୟ ବିବାହିତ ଅଭିନେତ୍ରୀମାନେ ନିଜ ସ୍ବାମୀଙ୍କ ପାଇଁ ଉପବାସ କରିଥିଲେ। ବିବାହ ପରେ ଅନେକ ବଲିଉଡ ସୁନ୍ଦରୀଙ୍କର…

2 years ago

ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ…

2 years ago

୨୬ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜନ ସଂଗ୍ରାମ ସମିତି ପକ୍ଷରୁ ଦାବିପତ୍ର

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସାଧାରଣ ଜନତାଙ୍କ ମୌଳିକ ଅଧିକାର ପାଇଁ ୨୬ ଦଫା ଦାବି ନେଇଁ ଗାନ୍ଧୀ ଜୟନ୍ତୀରୁ ଜନ ସଂଗ୍ରାମ ସମିତିର କର୍ମକର୍ତ୍ତା…

2 years ago

ସି.କେ ନାଇଡ଼ୁ ଟ୍ରଫି: ହର୍ଷଳଙ୍କ ଜବରଦସ୍ତ ବ୍ୟାଟିଂ: ମହାରାଷ୍ଟ୍ର ୩୯୩ ରନରେ ଅଲ୍‌ଆଉଟ୍‌

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ ଏବଂ ବରଗଡ଼ ଜିଲା କ୍ରିକେଟ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡ୍‌ରେ ସି.କେ ନାଇଡ଼ୁ ଏଲିଟ୍‌ ଗ୍ରୁପ(କ)…

2 years ago

ଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନିତ ହେଲା ବିକାଶ ଆବାସିକ ବିଦ୍ୟାଳୟ: ଜାଣନ୍ତୁ କାହିଁକି

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟ ଏକ ନୂତନ କୀର୍ତ୍ତିମାନ ହାସଲ କରିବାରେ ସଫଳ ହୋଇଛି। ଚଳିତ ବର୍ଷ ଅଗଷ୍ଟ ୧…

2 years ago

ଦମ୍ପତି ଆତ୍ମହତ୍ୟା ଘଟଣା: ଅନାଥ ଭାଇ-ଭଉଣୀଙ୍କୁ ସରକାରୀ ସହାୟତା ଦାବି

ପୁରୁଷୋତ୍ତମପୁର,୨୧।୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କେ.ଏନ.ପୁର ପଞ୍ଚାୟତର ଖାଜିପଲ୍ଲୀ ଗ୍ରାମରେ ରବିବାର ଏକ ଦମ୍ପତି ସନ୍ତୋଷ ସାହୁ(୪୦) ଓ ସସ୍ମୀତା ସାହୁ (…

2 years ago