Home

ସୁପ୍ରିମକୋର୍ଟରେ ପହଞ୍ଚିଲା ହାଥରସ ଦଳାଚକଟା ଘଟଣା, ଏପଟେ ଭୋଲେ ବାବା ନିଖୋଜ

ହାଥରସ,୩।୭: ଉତ୍ତରପ୍ରଦେଶର ହାଥରସ ଜିଲାରେ ଏକ ସତସଙ୍ଗ ସମୟରେ ଭୟଙ୍କର ଦଳାଚକଟା ଘଟିଛି। ଯେଉଁଥିରେ ବର୍ତ୍ତମାନ ସୁଦ୍ଧା ୧୨୧ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ୩୦ରୁ…

2 years ago

ଏଥିପାଇଁ ବିଜେଡି ହାରିଛି: ବଡ଼ କାରଣ ଖୋଲି କହିଦେଲେ ପୂର୍ବତନ ବିଧାୟକ

ଭୁବନେଶ୍ୱର,୩।୭: ବିଜେଡିର ଶୋଚନୀୟ ପରାଜୟକୁ ନେଇ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ମୁହଁ ଖୋଲିଛନ୍ତି। ପ୍ରଭାତ ବିଶ୍ୱାଳ କହିଛନ୍ତି, ଭୁଲ୍‌ ବୁଝାମଣା ଯୋଗୁ ନିର୍ବାଚନରେ ବିଜେଡି ହାରିଛି।…

2 years ago

ସାମ୍ନାକୁ ଆସିଲା ତାରିଖ, ଏହି ଦିନ ଖୋଲିପାରେ ରତ୍ନଭଣ୍ଡାର

ପୁରୀ,୩ା୭(ଅଜିତ୍‌ କୁମାର ମହାନ୍ତି): ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଆସନ୍ତା ରଥଯାତ୍ରା ସମୟରେ ଖୋଲିପାରେ। ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ୭ତାରିଖରେ ଅନୁଷ୍ଠିତ ହେବ। ରଥଯାତ୍ରା ପରଦିନ…

2 years ago

ଲୋକ ସଭାରେ ହେଉ ଏନ୍‌ଇଇଟି ଆଲୋଚନା: ରାହୁଲ

ନୂଆଦିଲ୍ଲୀ,୩ା୭: ଲୋକ ସଭାରେ ବୁଧବାର ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ସୁଯୋଗ ଦେବା ନିମନ୍ତେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ…

2 years ago

ଭାଜପା ସରକାରର ମନ୍ତ୍ରୀଙ୍କୁ ମିଳିିଲା ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୨ା୭(ଅନିଲଦାସ)-ରାଜ୍ୟର ପ୍ରଥମ ଭାଜପା ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ (ପିଏସ୍‌) ଯୋଗାଇ ଦିଆଯାଇଛି । ୫ ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବ୍ୟକ୍ତିଗତ ସଚିବ ଓ ୨ଜଣ…

2 years ago

୮ରେ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷା

ଭୁବନେଶ୍ୱର,୨ା୭(ଅନିଲ ଦାସ)-ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ଜୁନ୍‌ ୮ ତାରିଖରେ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଚାଷ ପାଇଁ ଭଲ ବର୍ଷା ହୋଇନାହିଁ। ସ୍ବାଭାବିକଠାରୁ…

2 years ago

କଂଗ୍ରେସ ଏମପିଙ୍କୁ ପାଣି ଗ୍ଲାସ ଯାଚିଲେ ମୋଦି, ଆଉ ତା’ ପରେ…

ନୂଆଦିଲ୍ଲୀ,୨।୭: ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଆଲୋଚନା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ ନିଜ ପ୍ରତିତ୍ତ୍ୟୁର ରଖିଥିଲେ। ମୋଦିଙ୍କ ଅଭିଭାଷଣରେ ଏପରି ଏକ ସମୟ…

2 years ago

କେବଳ ହାଥରସ୍‌ ନୁହେଁ, କେବେ ଦର୍ଶନ ପାଇଁ ତ କେବେ କୁମ୍ଭସ୍ନାନ ଭୟଙ୍କର ଦଳାଚକଟାରେ ଯାଇଛି ଶହଶହ ଜୀବନ

ନୂଆଦିଲ୍ଲୀ,୨ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୦୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି। ତେବେ ଏହିପରି ଘଟଣା…

2 years ago

ପୋଲିସ ସହ ଗୁଳି ବିନିମୟ: ୫ ମାଓବାଦୀ ନିହତ

ମାଲକାନଗିରି, ୨ା୬(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି । ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ…

2 years ago

କିଏ ସେ ସ୍ବୟଂମ୍ଭୁ ‘ଭୋଲେ ବାବା’? ଯାହାଙ୍କ ସତସଙ୍ଗ ବେଳେ ଦଳାଚକଟା ଯୋଗୁ ଅବେଳରେ ଝଡ଼ିଗଲା ୧୦୦ ଜୀବନ… 

ଲକ୍ଷ୍ନୌ,୨।୭: ଉତ୍ତରପ୍ରଦେଶର ହାଥରସ୍‌ରେ ମଙ୍ଗଳବାର ବଡ଼ ଅଘଟଣ ଘଟିଛି। ଏଠାରେ ‘ଭୋଲେ ବାବା’ଙ୍କ ସତସଙ୍ଗରେ ହଠାତ ଦଳାଚକଟା ହେବା ଯୋଗୁ ୧୦୦ରୁ ଅଧିକ ଜୀବନ ଚାଲିଯାଇଛି। ଏବେବି…

2 years ago