Home

ବ୍ୟାପମ୍‌ର ବୋପା

ପ୍ରବେଶିକା ପରୀକ୍ଷା, ନାମଲେଖା ଓ ନିଯୁକ୍ତିରେ ଘୋର ଅନିୟମିତତା ଯୋଗୁ ୨୦୧୩ରେ ମଧ୍ୟପ୍ରଦେଶରେ ଘଟିଥିବା ‘ବ୍ୟାପମ୍‌’ ଦୁର୍ନୀତିକୁ ଅନେକେ ମନେରଖିଥିବେ। ସେଥିରେ ରାଜନେତା, ଅମଲାତନ୍ତ୍ରୀ, ଡାକ୍ତରୀ, ଇଞ୍ଜିନିୟରିଂ…

2 years ago

ଚାଇନାର ଚନ୍ଦ୍ର ଅଭିଯାନ

”ଚାଇନାର ଚଳିତ ଚେଙ୍ଗ’ଇ ୬ ଅଭିଯାନ ଚନ୍ଦ୍ରପୃଷ୍ଠରୁ ପ୍ରାୟ ୨ କି.ଗ୍ରା. ଓଜନର ମାଟି ସଂଗ୍ରହ କରି ପୃଥିବୀକୁ ଆଣିବ ବୋଲି ଲକ୍ଷ୍ୟ ରଖାଯାଇଛି। ଚାଇନା ଚନ୍ଦ୍ରର…

2 years ago

ଆଲର୍ଜି ସମସ୍ୟା ଥିଲେ..ଆପଣାନ୍ତୁ ଏହି ଟିପ୍ସ

ଭିଟାମିନ୍‌-ଇ ଆମ ଶରୀର ପାଇଁ ବେଶ୍‌ ଲାଭପ୍ରଦ। ବିଶେଷ ଭାବରେ ଏଥିରେ ତତ୍ତ୍ୱ ରହିଛି ଯାହା ଆଲର୍ଜି ଭଳି ସମସ୍ୟାରୁ କେତେକାଂଶରେ ରକ୍ଷା କରିଥାଏ। କେବଳ ସେତିକି…

2 years ago

ଦୀର୍ଘାୟୁ ହେବାର ସହଜ ଉପାୟ

ଦୀର୍ଘାୟୁ ହେବାକୁ କିଏ ବା ନ ଚାହେଁ? ହେଲେ କେବଳ କହିଦେଲେ ତ ହେବ ନାହିଁ ଏଥିପାଇଁ କେତୋଟି ଦିଗ ପ୍ରତି ଧ୍ୟାନ ଦେବାକୁ ପଡିଥାଏ। ବିଶେଷଭାବରେ…

2 years ago

ଆତଙ୍କବାଦୀ ଆକ୍ରମଣରେ ୧୫ ପୋଲିସକର୍ମୀଙ୍କ ସହ ଅନେକ ନାଗରିକ ମୃତ

ମସ୍କୋ,୨୪।୬: ରୁଷିଆର ଦକ୍ଷିଣ ପ୍ରଦେଶ ଡେଜିସ୍ତାନରେ ଖ୍ରୀଷ୍ଟିଆନ ଏବଂ ଯିହୂଦୀମାନଙ୍କ ଧର୍ମସ୍ଥଳ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଡେଜିସ୍ତାନର ଡର୍ବେଣ୍ଟ ସହରରେ ଏହି ଗୁଳି ବିନିମୟ ହୋଇଥିଲା।…

2 years ago

ଆଜିଠୁ ଲୋକ ସଭାର ପ୍ରଥମ ଅଧିବେଶନ: ନୂଆ ଏମ୍‌ପି ନେବେ ଶପଥ

ନୂଆଦିଲ୍ଲୀ,୨୪।୬: ନୂତନ ସରକାର ଗଠନ ପରେ ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଲୋକ ସଭାର ପ୍ରଥମ ଅଧିବେଶନର ପ୍ରଥମ ଦିନରେ…

2 years ago

ଟାଇମ୍ସ ନାଓ ବିଜ୍‌ନେସ ଏକ୍ସିଲେନ୍ସ ଆୱାର୍ଡ:ସୋଆକୁ ୭ ସମ୍ମାନ

ଭୁବନେଶ୍ୱର, ୨୪।୬(ଅସମାପିକା ସାହୁ):ପୂର୍ବ ଭାରତର ଶ୍ରେଷ୍ଠ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ କଲେଜ ଭାବେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନିକାଲ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ(ଆଇଟିଇଆର)…

2 years ago

ଛାନିଆ ହେଲେଣି ଅଧିକାରୀ: ଛାଟ ପୂର୍ବରୁ ଗାଦି ଛାଡ଼ିବାକୁ ପ୍ରୟାସ

ବାରିପଦା,୨୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ବଦଳି ଋତୁ ଆରମ୍ଭ ହେବା ପୂର୍ବରୁ ଅଧିକାରୀ, କର୍ମଚାରୀଙ୍କ ମଧ୍ୟରେ ଛନକା ପଶିଛି। ଦୀର୍ଘଦିନ ଧରି ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ଗୁରୁତ୍ୱପୂର୍ଣ୍ଣ…

2 years ago

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଲେ ଦେଢ଼ବର୍ଷର ଶିଶୁ

ଯୋଡ଼ା,୨୪ା୬(ମାନସ ମହାନ୍ତି):କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ କଣ୍ଟ୍ରାକ୍ଟର କଲୋନୀରେ ରହୁଥିବା ବିଶ୍ୱଜିତ ବେଉରିଆଙ୍କ ଦେଢ଼ ବର୍ଷୀୟ ଶିଶୁପୁତ୍ର ଅକ୍ଷିତ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି।…

2 years ago

ସ୍ବର୍ଣ୍ଣମନ୍ଦିରରେ ଯୋଗ କରି କ୍ଷମା ପ୍ରାର୍ଥନା

ଅମୃତସର,୨୪ା୬:ଜୁନ୍‌ ୨୧ରେ ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବାବେଳେ ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣମନ୍ଦିରରେ ଜଣେ ଯୁବତୀ ଯୋଗାଭ୍ୟାସ କରି ଅଡ଼ୁଆରେ ଫସିଛନ୍ତି। ଇନ୍‌ଫ୍ଲ୍ୟୁଏନ୍ସର ଅର୍ଚ୍ଚନା…

2 years ago