Home

ବାଲେଶ୍ବର ସହରରେ କର୍ଫ୍ୟୁ ବଳବତ୍ତର:ଇଣ୍ଟରନେଟ ସେବା ବନ୍ଦ

ବାଲେଶ୍ୱର ଅଫିସ,୧୯/୬(ମାନସ ବିଶ୍ବାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ଅଶାନ୍ତ ହୋଇପଡ଼ିଥିବା ବାଲେଶ୍ୱର ସହରରେ କର୍ଫ୍ୟୁ ବୁଧବାର ବି ବଳବତ୍ତର ରହିଛି। ଏଥିସହିତ ମଙ୍ଗଳବାର…

2 years ago

ପୁଣି ଦେଶ ପାଇଁ ସ୍ବର୍ଣ୍ଣ ପଦକ ଆଣିଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ,୧୯।୬: ପ୍ୟାରିସ ଅଲିମ୍ପିକ୍ସ ପୂର୍ବରୁ ନୀରଜ ଚୋପ୍ରା ଜବରଦସ୍ତ ଫର୍ମ ଦେଖାଇଛନ୍ତି। ଷ୍ଟାର ଜାଭେଲିନ ଥ୍ରୋ ପାଭୋ ନୁରମି ଗେମ୍ସରେ ସ୍ବର୍ଣ୍ଣ ଜିତିଛନ୍ତି। ଫିନଲାଣ୍ଡର ତୁର୍କୁଠାରେ ଅନୁଷ୍ଠିତ…

2 years ago

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି, ବ୍ୟକ୍ତିଗତ ସଚିବ ହେଲେ…

ଭୁବନେଶ୍ୱର,୧୯।୬: ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି। ସେହିପରି…

2 years ago

‘ଶାଶୁଘର ଲୋକଙ୍କ ନିର୍ଯାତନା ସହି ନ ପାରି ମୋ ଝିଅ ଜୀବନ ହାରିଲା’

ପାଟଣା,୧୯।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ତେଣ୍ଡେରା ପଞ୍ଚାୟତ ରସପଡା ଗ୍ରାମର ଜଣେ ୨୩ ବର୍ଷୀୟ ବିବାହିତ ମହିଳା କୀଟନାଶକ ଖାଇ ଆତ୍ମହତ୍ୟା କରିଛନ୍ତି।…

2 years ago

ରାସ୍ତାରେ ଶୋଇଥିବା ଯୁବକଙ୍କ ଉପରେ ବିଏମଡବ୍ଲୁ ଚଢାଇଦେଲେ ଏମପିଙ୍କ ଝିଅ, ଥାନାରେ ମିଳିଗଲା ଜାମିନ

ଚେନ୍ନାଇ,୧୯।୬: ପୁଣି ଏକ ଅଭାବନୀୟ ହିଟ ଆଣ୍ଡ ରନ ମାମଲା ଚେନ୍ନାଇରେ ଘଟିଛି। ଜଣେ ରାଜ୍ୟ ସଭା ଏମପିଙ୍କ ଝିଅ ରାସ୍ତାରେ ଶୋଇଥିବା ଜଣେ ଯୁବକଙ୍କ ଉପରେ…

2 years ago

ଏମିତି ଝିଅକୁ ବିବାହ କରିବାକୁ ଚାହୁଁଛନ୍ତି ରାହୁଲ ଗାନ୍ଧୀ: ନିଜେ କହିଥିଲେ ମନର କଥା

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ୫୪ ବର୍ଷରେ ପଦାର୍ପଣ କରିଛନ୍ତି। ରାଏବରେଲିର ଏମ୍‌ପି ରାହୁଲ ହେଉଛନ୍ତି ଦେଶର ‘ମୋଷ୍ଟ ଏଲିଜିବ୍‌ଲ୍‌ ବ୍ୟାଚ୍‌ଲର୍‌’। ତାଙ୍କ ସମର୍ଥକମାନେ…

2 years ago

ଶିକ୍ଷା କ୍ଷେତ୍ରରେ ଆଜି ସବୁଠୁ ଖାସ୍‌ ଦିନ: ମୋଦି

ନାଳନ୍ଦା,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବିହାରର ରାଜଗିରରେ ଥିବା ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…

2 years ago

ବିଜେଡି-ଭାଜପା ମଧ୍ୟରେ ଫରକ କ’ଣ? ବୁଝାଇଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର,୧୯।୬: ଖୋର୍ଦ୍ଧା ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅନେକଥର ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ଥାନ୍ତି। ନିକଟରେ ଏକ ସାକ୍ଷାତକାରରେ ସେ ବିଜେଡି ଏବଂ ଭାଜପା ମଧ୍ୟରେ…

2 years ago

ସରକାରୀ କର୍ମଚାରୀଙ୍କୁ ଚେତାବନୀ ଦେଲେ ମନ୍ତ୍ରୀ: ପିସି ନେଉଥିଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯ା୬(ଅନିଲ ଦାସ):ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ମଙ୍ଗଳବାର ଅଚାନକ ଭୁବନେଶ୍ୱରସ୍ଥିତ ତହସିଲ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ସାଧାରଣ…

2 years ago

ଶୁଟିଂ ସାରି ଫେରୁଥିବାବେଳେ ଅଘଟଣ: ଟ୍ରକ୍‌କୁ ପିଟିଲା କାର୍‌, ଜଣେ ମୃତ

କଟକ,୧୯।୬(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜିଲା ତ୍ରିଶୁଳିଆ କାଜିପାଟଣା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ୍‌କୁ ପିଟିଦେଇଛି କାର୍‌। ଏହି ଦୁର୍ଘଟଣାରେ ଜଣେ…

2 years ago