ସାନ୍ ଫ୍ରାନ୍ସିସ୍କୋ, ୧୩।୬: ଆମେରିକୀୟ ମହାକାଶ ଯାନ ନିର୍ମାତା କମ୍ପାନୀ ସ୍ପେଶ୍ ଏକ୍ସ’ର ପ୍ରତିଷ୍ଠାତା ତଥା ସିଇଓ ଏଲନ ମସ୍କଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ସାମ୍ନାକୁ ଆସିଛି।…
ବାରିପଦା,୧୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଯଶିପୁର ବିଧାନସଭା ନିର୍ବାଚନମଣ୍ଡଳୀ ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆ ନବଗଠିତ ରାଜ୍ୟ ଭାଜପା ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ଭାବେ ସ୍ଥାନ ପାଇଛନ୍ତି।…
ନୂଆଦିଲ୍ଲୀ,୧୩ା୬: ୨୦୦୦ ଡିସେମ୍ବର ୨୨ରେ ପାକିସ୍ତାନୀ ଆତଙ୍କବାଦୀମାନେ ଲାଲକିଲ୍ଲା ପରିସରରେ ଥିବା ୭ ରାଜପୁତନା ରାଇଫଲ୍ସ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଏଥିରେ ସେନାର ୩ ଯବାନଙ୍କ…
ଅମରବତୀ,୧୩ା୬: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ବୁଧବାର ଭାଜପା ନେତ୍ରୀ ତାମିଲିସାଇ ସୌନ୍ଦରାରାଜନ୍ଙ୍କୁ ଗାଳି କରୁଥିବା ବେଳର ଭିଡିଓ ସୋସିଆଲ ମିଡିଆରେ…
ଜମ୍ମୁ/ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରର କଠୁଆ ଓ ଡୋଡା ଜିଲାରେ ଆତଙ୍କବାଦୀମାନେ ରାତିଅଧିଆ ଆକ୍ରମଣ କରିଛନ୍ତି। ଡୋଡାର ଚତ୍ତେରଗାଲାରେ ଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍ପିଏଫ୍)ର ଏକ ଚେକ୍ପୋଷ୍ଟରେ…
ଭୁବନେଶ୍ୱର, ୧୩।୬ (ସୁନିତ୍ ମିଶ୍ର)ଓଡ଼ିଶାରେ ବୁଧବାରଠାରୁ ଆରମ୍ଭ ହୋଇଛି ଭାଜପା ଶାସନ। ଏହାସହ ରାଜ୍ୟରେ ‘ଡବଲ ଇଞ୍ଜିନ ସରକାର’ ପାଇଁ ଭାଜପା ଦେଇଥିବା ଆହ୍ବାନ ସଫଳ ହୋଇଛି।…
ପୁରୀ,୧୩: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ…
ପୁରୀ,୧୨ା୬: ବୁଧବାର ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ କିଛି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ହେଲା ୪…
ଟିକିରି,୧୨ା୬(ପ୍ରଫୁଲ୍ଲ କୁମାର ବେହେରା): କିଛି ଦିନ ବ୍ୟବଧାନରେ ଅଜଣା ରୋଗରେ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ରହିଛନ୍ତି। ମଙ୍ଗଳବାର ରାତିରେ ଆଉ ଜଣେ…
ବରଗଡ଼,୧୨ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ପ୍ରଥମଥର ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରି ଭାଜପା ସରକାର ଗଠନ କରିଛି। ଏହିକ୍ରମରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ୨…