Home

ପରିଣାମ ଭୋଗିବ…ଏହି ଦେଶକୁ ଖୋଲା ଧମକ ଦେଲେ ଟ୍ରମ୍ପ, ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୧୪।୧: ଇରାନରେ ଦେଶବ୍ୟାପୀ ପ୍ରତିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେହେରାନକୁ କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଇରାନ ସରକାର ନିଜ ନାଗରିକଙ୍କ…

2 months ago

ଖୁସି ଖବର: ଭାରତ ଉପରୁ ଟାରିଫ୍‌ ହଟାଇବେ ଟ୍ରମ୍ପ! ମିଳିଲା ସିଗ୍‌ନାଲ୍‌

ଓ୍ବାଶିଂଟନ୍‌,୧୪।୧: ଆମେରିକାର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ରୁବିଓଙ୍କ ସହ ଫୋନରେ କଥା ହୋଇଛନ୍ତି। ଏକ ଇମେଲ ପୋଷ୍ଟରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି, ଦୁଇ…

2 months ago

ସମସ୍ତଙ୍କ ମିଳିତ ଉଦ୍ୟମରେ ଶିକ୍ଷାର ହେବ ବିକାଶ: ଶୃଙ୍ଖଳାକୁ ଗୁରୁତ୍ୱ ଦେବାକୁ ପରାମର୍ଶ

ଦାରିଙ୍ଗବାଡି, ୧୪।୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବାର୍ଷିକ…

2 months ago

ଏହି ଦିନ ଯାଏ ଲାଗି ରହିବ ଶୀତ: ପଶ୍ଚିମାଝଡ଼ ପ୍ରଭାବରେ…

ଭୁବନେଶ୍ୱର,୧୪।୧ (ବନ୍ଦନା ସେଠୀ):ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଜାନୁଆରୀ ୧୭ ପର୍ଯ୍ୟନ୍ତ ଶୀତ ପ୍ରଭାବ ରହିବ ଏବଂ ପଶ୍ଚିମାଝଡ଼ ପ୍ରଭାବରେ ୧୮ରୁ ତାପମାତ୍ରା ବୃଦ୍ଧି ପାଇବ…

2 months ago

ମାସକର ଝିଅକୁ ବିକିଦେଲେ ବାପା-ମା’: କାରଣ ଜାଣିଲେ ଉଡିଯିବ ହୋଶ୍‌

ଭଣ୍ଡାରିପୋଖରୀ,୧୪।୧(ରାଜେନ୍ଦ୍ର ଶତପଥୀ):ଋଣ ଶୁଝିବା ପାଇଁ ନିଜ ମାସକର ଝିଅକୁ ଅନ୍ୟକୁ ବିକ୍ରି କରିଦେଲେ। ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ…

2 months ago

ଦିନରେ ଶୁଭେ, ହେଲେ ରାତିରେ କାହିଁକି ଶୁଣାଯାଏ ନାହିଁ AeroPlaneର ଶବ୍ଦ? କାରଣ ଜାଣିଲେ…

ପ୍ଲେନ ବା ଉଡାଜାହାଜ ଦିନ ଭଳି ରାତିରେ ମଧ୍ୟ ଉଡାଣ ଭରିଥାଏ। ଦିନରେ ଏହା ଉଡିବା ସମୟରେ ପ୍ରଚଣ୍ଡ ଶବ୍ଦ ଶୁଭିଥାଏ। ହେଲେ ରାତିରେ ସେଭଳି ହୋଇ…

2 months ago

ସହର ଉପକଣ୍ଠରେ ନକଲି ଘିଅ ପ୍ରସ୍ତୁତି, ଅତର୍କିତ ଚଢ଼ାଉ କରି ପ୍ଲାଣ୍ଟ ସିଲ କଲା…

ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ)- ବରଗଡ ସହର ଉପକଣ୍ଠ ବରାହଗୋଡା ଛକ ନିକଟରେ ନକଲି ଘିଅ ପ୍ରସ୍ତୁତି ଅଭିଯୋଗ ପାଇ ପୋଲିସ, ପ୍ରଶାସନ ମଙ୍ଗଳବାର ଅତର୍କିତ ଚଢାଉ କରିଛି ।…

2 months ago

ସ୍ତ୍ରୀଙ୍କୁ ଲୁଚାଇ ଲିଙ୍ଗ ପରିବର୍ତ୍ତନ କରିଦେଇଥିଲେ ଦୁଇ ସନ୍ତାନର ବାପା; ୨ ବର୍ଷ ପରେ ସାମ୍ନାକୁ ଆସିଲା ସତ, ତା’ ପରେ…

ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ଗୋରଖପୁରରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଓ ହୃଦୟବିଦାରକ ମାମଲା ସାମ୍ନାକୁ ଆସିଛି। ଏଠାରେ ଦୁଇ ସନ୍ତାନର ପିତା ଗୁପ୍ତରେ ଲିଙ୍ଗ ପରିବର୍ତ୍ତନ (ଜେଣ୍ଡର…

2 months ago

‘ବାଏ ବାଏ ଡିକୁ, ଖୁସିରେ ରୁହ…’ପ୍ରେମିକାଙ୍କ ଏଭଳି ମେସେଜ ଦେଖି ସୁଇସାଇଡ୍‌ କରିନେଲେ ପ୍ରେମିକ, ଦେଢ଼ ମାସ ପରେ… 

ଜୟପୁର,୧୩।୧: ରାଜସ୍ଥାନର ଜାଲୋର ଜିଲାରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଆହୋର ଥାନା ଅଞ୍ଚଳର ଗୋଦନ ଗାଁରେ ୨୧ ବର୍ଷୀୟ ସୁରେଶ କୁମାର ମେଘୱାଲ ୨୯…

2 months ago

ଚାଇନା-ପାକିସ୍ତାନକୁ ଚେତାବନୀ ଦେଲା ଭାରତ: ଆମେ ସ୍ବାର୍ଥ ରକ୍ଷା ପାଇଁ…

ନୂଆଦିଲ୍ଲୀ,୧୩।୧: ଭାରତ ପୁଣିଥରେ ଶାକ୍ସଗାମ ଉପତ୍ୟକା ସମ୍ପର୍କରେ ଚାଇନା ଏବଂ ପାକିସ୍ତାନକୁ ସ୍ପଷ୍ଟ ବାର୍ତ୍ତା ଦେଇଛି। ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ପୁନର୍ବାର କହିଛନ୍ତି, ପାକିସ୍ତାନ…

2 months ago